Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବ କୁ ମଞ୍ଜୁରୀ

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବ କୁ ମଞ୍ଜୁରୀ

2022-07-19 07:04:13
14952
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବ କୁ ମଞ୍ଜୁରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କ୍ୟାବିନେଟରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।  ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ । ଗୃହରେ ଏନେଇ ଅବଗତ କରାଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । 

ତେବେ ମିଳିଥିବା ତଥ୍ୟ ଅନୁଯାୟୀ, ୨୦୨୨ ଆଇଟି ପଲିସିକୁ କ୍ୟାବିନେଟର ମୋହର ଲାଗିଛି । ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ଓ ପୁଞ୍ଜିନିବେଶର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ୨ଟି ଜିଲ୍ଲାରେ ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ସ୍ଥାୟୀ ପୁଞ୍ଜିନିବେଶ ନିମନ୍ତେ କମ୍ପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ । ଭିତ୍ତିିଭୂମିରେ ସ୍ଥାୟୀ ନିବେଶର ୩୦% ଯୋଗ୍ୟ ଆଇଟି ସଂସ୍ଥାକୁ ରିହାତିରେ ଦିଆଯିବ । ଗ୍ରୀନଫିଲ୍ଡ ଆଇଟି ପାର୍କକୁ ଜମିକ୍ରୟ ଷ୍ଟାମ୍ପ ଡ୍ୟୁଟି, ମ୍ୟୁଟେସନ ଦେୟ ସମ୍ପୂର୍ଣ୍ଣ ଛାଡ଼ ଦିଆଯିବ । ଉଦ୍ୟୋଗୀଙ୍କୁ ବୈଦ୍ୟୁତିକ ଯାଞ୍ଚ ଶୁଳ୍କ ୫ ବର୍ଷ ଯାଏଁ ଛାଡ଼ ଓ ବିଦ୍ୟୁତ୍ ବିଲରେ ୩୦% ରିହାତି ମିଳିବ ।


ରାୟଗଡ଼ା ଜିଲ୍ଲାର ୧୫ଟି ପଞ୍ଚାୟତକୁ ମିଳିବ ପାଣି । କୋରାପୁଟ ଜିଲ୍ଲାର ୩୧ଟି ପଞ୍ଚାୟତକୁ ମିଳିବ ପାଣି । ରାୟଗଡ଼ ଜିଲ୍ଲା ରାମନାଗୁଡ଼ା ବ୍ଲକର ୭ ଓ କୋଲନରା ବ୍ଲକର ୮ ପଞ୍ଚାୟତ, କୋରାପୁଟ ଜିଲ୍ଲା ଜୟପୁର ବ୍ଲକର ୧୫ ଓ କୁନ୍ଦ୍ରା ବ୍ଲକର ୧୬ ପଞ୍ଚାୟତକୁ ମିଳିବ ପାଣି । ପାଇକ ବିଦ୍ରୋହ ସ୍ମାରକୀ ପାଇଁ ଜମି ଯୋଗାଇଛନ୍ତି ସରକାର । ଖୋର୍ଦ୍ଧା ବରୁଣେଇରରେ ୯.୬୮୫ ଏକର ଜମି ଦିଆଯାଇଛି । ୩୧ କୋଟି ୯୭ ଲକ୍ଷ ଟଙ୍କା ଛାଡ଼ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ୍ ବୈଠରେ ୧୭ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ସେହିପରି ପର୍ଯ୍ୟଟକଙ୍କ ସୁବିଧା ପାଇଁ ପୁରୀରେ ଧର୍ମଶାଳା ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ବାସେଳିସାହି ଧର୍ମଶାଳା ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ରାଜ୍ୟ ସରକାରଙ୍କ ଅବଢା ଯୋଜନାରେ ଧର୍ମଶାଳା ପ୍ରକଳ୍ପ ହେବ । ୧୩୫ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟରେ ଧର୍ମଶାଳା ପ୍ରକଳ୍ପ ନିର୍ମାଣ ହେବ । ଏନେଇ ମେସର୍ସ ଶ୍ରୀଜିକୃପା ସଂସ୍ଥାକୁ ଟେଣ୍ଡର ମିଳିଛି । ୨୪ ମାସରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ । ଅନ୍ୟପକ୍ଷରେ ୨ଟି ଜିଲ୍ଲାରେ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ରାୟଗଡ଼ା ଜିଲ୍ଲାର ୧୫ ପଞ୍ଚାୟତ ଓ କୋରାପୁଟର ୩୧ ପଞ୍ଚାୟତକୁ ପାଣି ମିଳିବ । ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକର ୭ ଓ କୋଲନାରା ବ୍ଲକରର ୮ ପଞ୍ଚାୟତ ଏବଂ କୋରାପୁଟର ଜିଲ୍ଲା ଜୟପୁର ବ୍ଲକର ୧୫ ଓ କୁନ୍ଦ୍ରା ବ୍ଲକର ୧୬ ପଞ୍ଚାୟତକୁ ପାଣି ମିଳିବ । ଆଜିର ବୈଠକରେ ଦାଦନ ପ୍ରବଣ ୪ଟି ଜିଲ୍ଲାର ୨୦ଟି ବ୍ଲକୁ ମନରେଗା ଅତିରିକ୍ତ ସହାୟତା ପ୍ରଦାନ କରାଯିବ । ମନରେଗା ଯୋଜନାରେ ରାଜ୍ୟ ସହାୟତାକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଏଣିକି ୨୦ଟି ବ୍ଲକର ମନରେଗା ଶ୍ରମିକଙ୍କୁ ଅତିରିକ୍ତ ମଜୁରୀ ପ୍ରଦାନ କରାଯିବ । ୨୦ ବ୍ଲକର ଶ୍ରମିକଙ୍କୁ ସର୍ବନିମ୍ନ ୧୦୦ ଦିନ ସହ ଅତିରିକ୍ତ ୨ଶହ ଦିନ କାମ ମିଳିବ ବୋଲି କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

Powered by Froala Editor

Tags state cabinet , naveen patnaik , chief minister

Related articles Odisha News Lens 4.1

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14611
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13728
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14920
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15696
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14791
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14761
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13618
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13438
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15560
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13438
    Sep 10, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15560
    Sep 10, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14761
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13618
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15724
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14560
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13871
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14675
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13774
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14651
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15560
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14920
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14761
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In