Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

ବିଶେଷ
Home ›› ବିଶେଷ ››ପାଦ ଝାଳ ହୋଇ ଦୁର୍ଗନ୍ଧ ବାହାରୁଛି : ଆପଣାନ୍ତୁ ଏହି ଉପାୟ

ପାଦ ଝାଳ ହୋଇ ଦୁର୍ଗନ୍ଧ ବାହାରୁଛି : ଆପଣାନ୍ତୁ ଏହି ଉପାୟ

2021-04-04 09:24:16
14324
Share:
Facebook
Twitter
E-Mail
WhatsApp
Telegram
ପାଦ ଝାଳ ହୋଇ ଦୁର୍ଗନ୍ଧ ବାହାରୁଛି : ଆପଣାନ୍ତୁ ଏହି ଉପାୟ
ଆସିଲାଣି ଖରା ଦିନ। ମୁଣ୍ଡ ଫଟା ଖରାରେ ଆମେ ବାହାରକୁ ବାହାରିଲେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ମୁଖ୍ୟତଃ ଅତ୍ୟଧିକ ଝାଳ ହୋଇ ଦେହରୁ ଦୁର୍ଗନ୍ଧ ବାହାରିବା କାହାକୁ ବି ଆଦୌ ଭଲ ଲାଗେ ନାହିଁ। ଏଥିସହ ପାଦରୁ ଝାଳ ବାହାରି ଦୁର୍ଗନ୍ଧ ହେବା ଭଳି ସମସ୍ୟା ମଧ୍ୟ ବହୁତ ଲୋକଙ୍କର ଦେଖାଦେଇଥାଏ। ଏହି ସମସ୍ୟା ଯୋଗୁ ବହୁ ଲୋକ ଅତିଷ୍ଠ ହୋଇପଡିଥିଲେ ମଧ୍ୟ ଏହାର ସମାଧାନର ବାଟ ଖୋଜି ପାଇ ନ ଥାନ୍ତି। ଆସନ୍ତୁ ଜାଣିବା ଏହି ସମସ୍ୟାରୁ କିପରି ନିସ୍ତାର ମିଳିବ। ଗରମ ଦିନରେ ଝାଳ ବାହାରିବା ଯୋଗୁ ତ୍ୱଚାରେ ବ୍ୟାକ୍ଟେରିଆ ସୃଷ୍ଟି କରିଥାନ୍ତି। ଆଉ ଏଥିପାଇଁ ଆମ ଦେହରୁ ଦୁର୍ଗନ୍ଧ ବାହାରିଥାଏ। ତେବେ ଆସନ୍ତୁ ଜାଣିବା ପାଦରୁ ବାହାରୁଥିବା ଝାଳ ରୋକିବା ପାଇଁ ଘରୋଇ ଉପଚାର କ’ଣ ସବୁ ରହିଛି, ଯାହାକୁ ବ୍ୟବହାର କରି ଆମେ ଏହି ସମସ୍ୟାରୁ ମୁକ୍ତି ପାଇ ପାରିବା। ଜୋତା ଏବଂ ମୋଜାକୁ ସଫା ରଖନ୍ତୁ ପାଦରୁ ଝାଳ ବାହାରୁଥିବାରୁ ଆମ ଜୋତା ଏବଂ ମୋଜାରେ ଭିଜି ତାହା ଦୁର୍ଗନ୍ଧ ସୃଷ୍ଟି କରିଥାଏ। ତେଣୁ ଆପଣ ଏହି ସମସ୍ୟାରେ ବିରକ୍ତ ହେଇ ଯାଉଥିଲେ ଜୋତା ଏବଂ ମୋଜାକୁ ସବୁଦିନ ସଫା ରଖିବାକୁ ପଡ଼ିବ। ମୋଜାକୁ ଆପଣ ପ୍ରତିଦିନ ଧୋଇକି ବ୍ୟବହାର କରନ୍ତୁ। ଏହା ଦ୍ୱାରା ଆପଣଙ୍କୁ ପ୍ରତିଦିନ ଫ୍ରେସ୍‌ ଲାଗିବା ସହ ପୂର୍ବରୁ ମୋଜାର ଦୁର୍ଗନ୍ଧ ସମସ୍ୟାରୁ ରକ୍ଷା ପାଇ ପାରିବେ। ପାଦକୁ ନିୟମିତ ଭାବରେ ଲୁଣ ପାଣିରେ ଧୋଇବା ଦ୍ୱାରା ମଧ୍ୟ ଏହା ଝାଳ ଏବଂ ଦୁର୍ଗନ୍ଧ ହେବାକୁ ଦେଇ ନଥାଏ। ତେବେ ଆପଣ ପ୍ରତିଦିନ ଅଳ୍ପ ଉଷୁମ ପାଣିରେ ଲୁଣ ପକାଇ ପାଦକୁ ଧୋଇ ଦିଅନ୍ତୁ। ଏହା ପରେ ଏକ ସଫା କପଡ଼ାରେ ପାଦ ଭଲ ଭାବରେ ପୋଛି ଦିଅନ୍ତୁ। ତା ପରେ ଆପଣ ମୋଜା ପିନ୍ଧିଲେ ପାଦରୁ ଦୁର୍ଗନ୍ଧ ଆସିବ ନାହିଁ। ଏହା ଆପଣଙ୍କ ପାଦରୁ ଝାଳ ବାହାରିବାରୁ ରୋକିଥାଏ। ଯଦି ଆପଣ ପାଦରୁ ବାହାରୁଥିବା ଝାଳରୁ ଶୀଘ୍ର ଉପଷମ ଚାହୁଁଛନ୍ତି, ତାହାଲେ ଆପଣ ଟାଲ୍‌କମ୍‌ ପାଉଡର୍‌ର ବ୍ୟବହାର କରିପାରିବେ। ଝାଳ ବାହାରିବା ଆଗରୁ ଆପଣ ପାଦରେ ଟାଲ୍‌କମ୍‌ ପାଉଡର୍‌ ବ୍ୟବହାର କରନ୍ତୁ। ଏହା ପରେ ମୋଜା ପିନ୍ଧନ୍ତୁ।ଏହା ଆପଣଙ୍କ ପାଦରୁ ବାହାରୁଥିବା ଦୁର୍ଗନ୍ଧକୁ ରୋକିଥାଏ। ପାଦରୁ ବାହାରୁଥିବା ଦୁର୍ଗନ୍ଧ ସମସ୍ୟାରୁ ରକ୍ଷା ପାଇବା ପାଇଁ ଆପଣ ଚାହା ପତିର ବ୍ୟବହାର କରିପାରିବେ। ଏଥିପାଇଁ ଆପଣ ଏକ ଟବ୍‌ରେ ଉଷୁମ ପାଣି ନେଇ ସେଥିରେ ଚାହା ପତି ବା ଟି ବ୍ୟାଗ୍‌ ପକାଇ ଦିଅନ୍ତୁ। ଏହିପରି କରି ଆପଣ ଅଧ ଘଣ୍ଟା ଯାଏ ପାଣିରେ ଗୋଡ଼ ବୁଡ଼ାଇ ରଖନ୍ତୁ। ଏହା ଆପଣଙ୍କୁ ପାଦରୁ ବାହାରୁଥିବା ଦୁର୍ଗନ୍ଧରୁ ମୁକ୍ତି ଦେବ। ଲେମ୍ବୁ ରସ ଦ୍ୱାରା ଉପଚାର ଆପଣ ପାଦରେ ଲେମ୍ବୁ ରସ ଲଗାଇ ତାକୁ କିଛି ସମୟ ପରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ଆପଣଙ୍କ ପାଦରୁ ବାହାରୁଥିବା ଦୁର୍ଗନ୍ଧ ରୋକାଯାଇ ପାରିବ। ଏଥିସହ ଆପଣଙ୍କୁ ସତେଜ୍‌ ମଧ୍ୟ ଲାଗିବ।
Tags leg care

Related articles Odisha News Lens 4.1

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13634
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14078
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14696
    Oct 24, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14232
    Oct 22, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15477
    Oct 23, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15129
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14423
    Oct 23, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14067
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14536
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13634
    Oct 23, 2026
  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14078
    Oct 24, 2026
  • ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14536
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17907
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15129
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15477
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15039
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15503
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14835
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14423
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15052
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14396
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14696
    Oct 24, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13634
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14078
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In