Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

Home ›› ››ପାଦ ଝାଳ ହୋଇ ଦୁର୍ଗନ୍ଧ ବାହାରୁଛି : ଆପଣାନ୍ତୁ ଏହି ଉପାୟ

ପାଦ ଝାଳ ହୋଇ ଦୁର୍ଗନ୍ଧ ବାହାରୁଛି : ଆପଣାନ୍ତୁ ଏହି ଉପାୟ

2021-04-04 09:24:16
14129
Share:
Facebook
Twitter
E-Mail
WhatsApp
Telegram
ପାଦ ଝାଳ ହୋଇ ଦୁର୍ଗନ୍ଧ ବାହାରୁଛି : ଆପଣାନ୍ତୁ ଏହି ଉପାୟ
ଆସିଲାଣି ଖରା ଦିନ। ମୁଣ୍ଡ ଫଟା ଖରାରେ ଆମେ ବାହାରକୁ ବାହାରିଲେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ମୁଖ୍ୟତଃ ଅତ୍ୟଧିକ ଝାଳ ହୋଇ ଦେହରୁ ଦୁର୍ଗନ୍ଧ ବାହାରିବା କାହାକୁ ବି ଆଦୌ ଭଲ ଲାଗେ ନାହିଁ। ଏଥିସହ ପାଦରୁ ଝାଳ ବାହାରି ଦୁର୍ଗନ୍ଧ ହେବା ଭଳି ସମସ୍ୟା ମଧ୍ୟ ବହୁତ ଲୋକଙ୍କର ଦେଖାଦେଇଥାଏ। ଏହି ସମସ୍ୟା ଯୋଗୁ ବହୁ ଲୋକ ଅତିଷ୍ଠ ହୋଇପଡିଥିଲେ ମଧ୍ୟ ଏହାର ସମାଧାନର ବାଟ ଖୋଜି ପାଇ ନ ଥାନ୍ତି। ଆସନ୍ତୁ ଜାଣିବା ଏହି ସମସ୍ୟାରୁ କିପରି ନିସ୍ତାର ମିଳିବ। ଗରମ ଦିନରେ ଝାଳ ବାହାରିବା ଯୋଗୁ ତ୍ୱଚାରେ ବ୍ୟାକ୍ଟେରିଆ ସୃଷ୍ଟି କରିଥାନ୍ତି। ଆଉ ଏଥିପାଇଁ ଆମ ଦେହରୁ ଦୁର୍ଗନ୍ଧ ବାହାରିଥାଏ। ତେବେ ଆସନ୍ତୁ ଜାଣିବା ପାଦରୁ ବାହାରୁଥିବା ଝାଳ ରୋକିବା ପାଇଁ ଘରୋଇ ଉପଚାର କ’ଣ ସବୁ ରହିଛି, ଯାହାକୁ ବ୍ୟବହାର କରି ଆମେ ଏହି ସମସ୍ୟାରୁ ମୁକ୍ତି ପାଇ ପାରିବା। ଜୋତା ଏବଂ ମୋଜାକୁ ସଫା ରଖନ୍ତୁ ପାଦରୁ ଝାଳ ବାହାରୁଥିବାରୁ ଆମ ଜୋତା ଏବଂ ମୋଜାରେ ଭିଜି ତାହା ଦୁର୍ଗନ୍ଧ ସୃଷ୍ଟି କରିଥାଏ। ତେଣୁ ଆପଣ ଏହି ସମସ୍ୟାରେ ବିରକ୍ତ ହେଇ ଯାଉଥିଲେ ଜୋତା ଏବଂ ମୋଜାକୁ ସବୁଦିନ ସଫା ରଖିବାକୁ ପଡ଼ିବ। ମୋଜାକୁ ଆପଣ ପ୍ରତିଦିନ ଧୋଇକି ବ୍ୟବହାର କରନ୍ତୁ। ଏହା ଦ୍ୱାରା ଆପଣଙ୍କୁ ପ୍ରତିଦିନ ଫ୍ରେସ୍‌ ଲାଗିବା ସହ ପୂର୍ବରୁ ମୋଜାର ଦୁର୍ଗନ୍ଧ ସମସ୍ୟାରୁ ରକ୍ଷା ପାଇ ପାରିବେ। ପାଦକୁ ନିୟମିତ ଭାବରେ ଲୁଣ ପାଣିରେ ଧୋଇବା ଦ୍ୱାରା ମଧ୍ୟ ଏହା ଝାଳ ଏବଂ ଦୁର୍ଗନ୍ଧ ହେବାକୁ ଦେଇ ନଥାଏ। ତେବେ ଆପଣ ପ୍ରତିଦିନ ଅଳ୍ପ ଉଷୁମ ପାଣିରେ ଲୁଣ ପକାଇ ପାଦକୁ ଧୋଇ ଦିଅନ୍ତୁ। ଏହା ପରେ ଏକ ସଫା କପଡ଼ାରେ ପାଦ ଭଲ ଭାବରେ ପୋଛି ଦିଅନ୍ତୁ। ତା ପରେ ଆପଣ ମୋଜା ପିନ୍ଧିଲେ ପାଦରୁ ଦୁର୍ଗନ୍ଧ ଆସିବ ନାହିଁ। ଏହା ଆପଣଙ୍କ ପାଦରୁ ଝାଳ ବାହାରିବାରୁ ରୋକିଥାଏ। ଯଦି ଆପଣ ପାଦରୁ ବାହାରୁଥିବା ଝାଳରୁ ଶୀଘ୍ର ଉପଷମ ଚାହୁଁଛନ୍ତି, ତାହାଲେ ଆପଣ ଟାଲ୍‌କମ୍‌ ପାଉଡର୍‌ର ବ୍ୟବହାର କରିପାରିବେ। ଝାଳ ବାହାରିବା ଆଗରୁ ଆପଣ ପାଦରେ ଟାଲ୍‌କମ୍‌ ପାଉଡର୍‌ ବ୍ୟବହାର କରନ୍ତୁ। ଏହା ପରେ ମୋଜା ପିନ୍ଧନ୍ତୁ।ଏହା ଆପଣଙ୍କ ପାଦରୁ ବାହାରୁଥିବା ଦୁର୍ଗନ୍ଧକୁ ରୋକିଥାଏ। ପାଦରୁ ବାହାରୁଥିବା ଦୁର୍ଗନ୍ଧ ସମସ୍ୟାରୁ ରକ୍ଷା ପାଇବା ପାଇଁ ଆପଣ ଚାହା ପତିର ବ୍ୟବହାର କରିପାରିବେ। ଏଥିପାଇଁ ଆପଣ ଏକ ଟବ୍‌ରେ ଉଷୁମ ପାଣି ନେଇ ସେଥିରେ ଚାହା ପତି ବା ଟି ବ୍ୟାଗ୍‌ ପକାଇ ଦିଅନ୍ତୁ। ଏହିପରି କରି ଆପଣ ଅଧ ଘଣ୍ଟା ଯାଏ ପାଣିରେ ଗୋଡ଼ ବୁଡ଼ାଇ ରଖନ୍ତୁ। ଏହା ଆପଣଙ୍କୁ ପାଦରୁ ବାହାରୁଥିବା ଦୁର୍ଗନ୍ଧରୁ ମୁକ୍ତି ଦେବ। ଲେମ୍ବୁ ରସ ଦ୍ୱାରା ଉପଚାର ଆପଣ ପାଦରେ ଲେମ୍ବୁ ରସ ଲଗାଇ ତାକୁ କିଛି ସମୟ ପରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ଆପଣଙ୍କ ପାଦରୁ ବାହାରୁଥିବା ଦୁର୍ଗନ୍ଧ ରୋକାଯାଇ ପାରିବ। ଏଥିସହ ଆପଣଙ୍କୁ ସତେଜ୍‌ ମଧ୍ୟ ଲାଗିବ।
Tags leg care

Related articles Odisha News Lens 4.1

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13371
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14850
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14810
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14582
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14587
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15123
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15101
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14556
    May 25, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15671
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13371
    May 25, 2026
  • ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14587
    May 25, 2026
  • ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15123
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16879
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17498
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17544
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17929
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15577
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14992
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14403
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14528
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15589
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15422
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15163
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15653
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13988
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14582
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14556
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15123
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In