Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ , ସାମ୍ପ୍ରଦାୟିକ ଦଙ୍ଗାରୁ ମୁକ୍ତ ରହିଛି : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ , ସାମ୍ପ୍ରଦାୟିକ ଦଙ୍ଗାରୁ ମୁକ୍ତ ରହିଛି : ମୁଖ୍ୟମନ୍ତ୍ରୀ

2022-07-21 06:44:58
15236
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ , ସାମ୍ପ୍ରଦାୟିକ ଦଙ୍ଗାରୁ ମୁକ୍ତ ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗର ବ୍ୟୟ ମଞ୍ଜୁର ପ୍ରସ୍ତାବ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ଏବେ ସାମ୍ପ୍ରଦାୟିକ ଦଙ୍ଗାରୁ ମୁକ୍ତ ରହିଛି। ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନ ସହିତ ସମବାୟ ନିର୍ବାଚନ ମଧ୍ୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। 

ସେହିପରି ଦୁଇବର୍ଷ ପରେ ଚଳିତବର୍ଷ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲେ ହେଁ ପୁଲିସ ପ୍ରଶାସନର ସୁବ୍ୟବସ୍ଥା ଯୋଗୁଁ ନିର୍ବିଘ୍ନରେ ସମ୍ପନ୍ନ ହୋଇଛି। ଗତ ପଞ୍ଚାୟତ ନିର୍ବାଚନରୁ ରାଜ୍ୟରେ ମାଓ ଉପଦ୍ରବ ହ୍ରାସ ପାଇଥିବା ସ୍ପଷ୍ଟ ଜଣାପଡ଼ିଛି। ରାଜ୍ୟରେ ପୁଲିସ ପ୍ରଶାସନକୁ ସଶକ୍ତ କରିବା ପାଇଁ ବିଭିନ୍ନ ବର୍ଗର ୯୪୪ ପଦ ସୃଷ୍ଟି କରାଯାଇଛି। ଏହାସହିତ ଆଇନଶୃଙ୍ଖଳା ରକ୍ଷା ଲାଗି ସାଇବର ଅପରାଧ ଶାଖା ଓ ଅର୍ଥନୈତିକ ଅପରାଧ ଶାଖା କାର୍ୟ୍ୟ କରୁଛନ୍ତି। କାରାଗାର ଓ ଅଗ୍ନିଶମ ସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୧୭୩୦ ଏସଆଇ ଏବଂ ଏଏସଆଇ ପଦ ପୂରଣ ଲାଗି ପ୍ରକ୍ରିୟା ଜାରି ରହିଛି। ୨୮ ପୁଲିସ ଫାଣ୍ଡି ଲାଗି ୨୦୦ ନୂତନ ପଦ ସୃଷ୍ଟି କରାଯାଇଥିବାବେଳେ ତିନୋଟି ସୁରକ୍ଷା କମ୍ପାନୀ(ଥ୍ରି-ଆଇଆର ବାଟାଲିଆନ୍) ସୃଷ୍ଟି କରାଯିବାକୁ ରହିଛି। ଯେଉଁଥିରେ କି ୬୬୩ଜଣ ନିଯୁକ୍ତ ହେବେ। ବନ୍ଦୀଙ୍କ ହିତକୁ ଦୃଷ୍ଟିରେ ରଖି ଭିତ୍ତିଭୂମି ସୁଦୃଢ଼ କରାଯିବା ଲାଗି କାରାଗାର ବିକାଶ ପରିଷଦ ଗଠନ କରାଯାଇଛି। ବନ୍ଦୀଙ୍କ ଦୈନିକ ମଜୁରି ବୃଦ୍ଧି କରାଯାଇଛି।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ମହିଳା, ଶିଶୁଙ୍କ ସୁରକ୍ଷା ଲାଗି ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ସେଥିମଧ୍ୟରେ ମାନବଚାଲାଣ ନିରୋଧ ୟୁନିଟ୍, ମହିଳା ଅପରାଧ ତଦନ୍ତ ୟୁନିଟ୍, ମହିଳା ଓ ଶିଶୁ ଡେସ୍କ କାର୍ୟ୍ୟ କରୁଥିବାବେଳେ ମହିଳାଙ୍କ କ୍ଷେତ୍ରରେ ଗୁରୁତର ଅପରାଧ ମାମଲାର ତ୍ବରିତ ବିଚାର ଲାଗି ମାମଲାକୁ ‘ରେଡ ଫ୍ଲାଗ୍‌ କେସ୍’ ଘୋଷଣା ସହିତ ସ୍ବତନ୍ତ୍ର ସରକାରୀ ଓକିଲଙ୍କ ନିଯୁକ୍ତି ଭଳି ପଦକ୍ଷେପ ନିଆଯାଇଛି। ସବୁ ଥାନାକୁ ନିୟନ୍ତ୍ରଣ ଲାଗି ସିସିଟିଭି ବ୍ୟବସ୍ଥା କରାଯିବାକୁ ରହିଥିବାବେଳେ ଇତିମଧ୍ୟରେ ରାଜ୍ୟରେ ୫୯୩ ଥାନା ମଧ୍ୟରୁ ୫୮୪ଟିରେ ସିସିଟିଭି କ୍ୟାମେରା ଲାଗି ସାରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ଥାନାକୁ ‘ମୋ ସରକାର’ରେ ସାମିଲ କରାଯାଇଛି, ଯଦ୍ବାରା ସ୍ବଚ୍ଛତା ଓ ଉତ୍ତରଦାୟିତ୍ବ ରହିବ। ଇତିମଧ୍ୟରେ ‘ମୋ ସରକାର’ ଜରିଆରେ ୭୮ହଜାର ଲୋକଙ୍କ ମତାମତ ଗ୍ରହଣ କରାଯାଇଥିଲା। ସେଥିରୁ ୯୦ପ୍ରତିଶତ ଲୋକ ସରକାରଙ୍କ ସ୍ବଚ୍ଛ ଶାସନକୁ ଭଲ ମାର୍କ ଦେଇଛନ୍ତି।


ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ଲୋକାୟୁକ୍ତରେ ୭୭୫ ମାମଲା ରୁଜୁ ହୋଇଥିବାବେଳେ ୪୯୯ଟିର ଶୁଣାଣି ହେବା ସହିତ ସମାପ୍ତ ହୋଇଛି। ଏହି ସମୟ ମଧ୍ୟରେ ଭିଜିଲାନ୍ସ ପକ୍ଷରୁ ୪୭୫ଜଣଙ୍କ ନାମରେ ୨୬୭ଟି ଅପରାଧିକ ମାମଲା ରୁଜୁ ହୋଇଥିଲା। ୩୭୩ଜଣ ସରକାରୀ ଚାକିରିଆଙ୍କ ବିରୋଧରେ ତଦନ୍ତ ଚାଲିଥିବାବେଳେ ୨୭୨ଜଣ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

Powered by Froala Editor

Tags chief minister , naveen patnaik , odisha ,

Related articles Odisha News Lens 4.1

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14162
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15025
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14326
    Aug 12, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    15103
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14490
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14131
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13660
    Aug 13, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13754
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13700
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14131
    Aug 13, 2026
  • ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14326
    Aug 12, 2026
  • ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14490
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14131
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14483
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14314
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15899
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16313
    Aug 02, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

- ବୋରିଙ୍ଗପଦର ଏବଂ ପାଲବେରୀ ଗ୍ରାମରୁ ୩୫୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ

- ପାରମ୍ପରିକ ପୋଷାକ, ସ୍ୱଦେଶୀ ଖାଦ୍ୟ ଏବଂ ସାଂସ୍କୃତିକ ପ୍ରତିଯୋଗିତା ମାଧ୍ୟମରେ ଜନଜାତି ଐତିହ୍ୟ ପ୍ରଦର୍ଶନ

ଭୁବନେଶ ...

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14160
    Aug 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14131
    Aug 13, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୋଦୀ

    15025
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13660
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In