Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››ବନ୍ୟା ପରିସ୍ଥିତି ଆଶଙ୍କା: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ବନ୍ୟା ପରିସ୍ଥିତି ଆଶଙ୍କା: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

2022-07-21 07:11:44
13503
Share:
Facebook
Twitter
E-Mail
WhatsApp
Telegram
ବନ୍ୟା ପରିସ୍ଥିତି ଆଶଙ୍କା: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ଜୁଲାଇ ୧୭ରୁ ୩୦ ତାରିଖ ପର୍ୟ୍ୟନ୍ତ ଛୁଟି ବାତିଲ୍‌ କଲେ ଗଞ୍ଜାମ ଜିଲ୍ଲାପାଳ। ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ବନ୍ୟା ପରିସ୍ଥିତି ଆଶଙ୍କା ରହିଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ।
ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେମି ଯାଏଁ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବାରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, କନ୍ଧମାଳ,ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏଁ ବର୍ଷା ରେକର୍ଡ କରାଯାଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ବରଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏଁ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ନୟାଗଡ଼,ଗଞ୍ଜାମ, ଗଜପତି, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ସୋନପୁର,ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ୟ୍ୟନ୍ତ ‍ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଅନୁଗୋଳ, ସମ୍ୱଲପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏଁ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Tags Holiday canceled

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14954
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14199
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13800
    Mar 02, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14733
    Mar 02, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15282
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14311
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14036
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14590
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14562
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14590
    Mar 03, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14036
    Mar 04, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14311
    Mar 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14590
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13800
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15005
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14624
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14426
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14199
    Mar 03, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14590
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14969
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In