Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ:ନବୀନ ପଟ୍ଟନାୟକ

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ:ନବୀନ ପଟ୍ଟନାୟକ

2022-07-21 09:00:10
14569
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ:ନବୀନ ପଟ୍ଟନାୟକ

ଭୁବନେଶ୍ୱର : ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗର ବ୍ୟୟ ମଞ୍ଜୁର ପ୍ରସ୍ତାବ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ଏବେ ସାମ୍ପ୍ରଦାୟିକ ଦଙ୍ଗାରୁ ମୁକ୍ତ ରହିଛି। ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନ ସହିତ ସମବାୟ ନିର୍ବାଚନ ମଧ୍ୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ସେହିପରି ଦୁଇବର୍ଷ ପରେ ଚଳିତବର୍ଷ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲେ ହେଁ ପୁଲିସ ପ୍ରଶାସନର ସୁବ୍ୟବସ୍ଥା ଯୋଗୁଁ ନିର୍ବିଘ୍ନରେ ସମ୍ପନ୍ନ ହୋଇଛି। ଗତ ପଞ୍ଚାୟତ ନିର୍ବାଚନରୁ ରାଜ୍ୟରେ ମାଓ ଉପଦ୍ରବ ହ୍ରାସ ପାଇଥିବା ସ୍ପଷ୍ଟ ଜଣାପଡ଼ିଛି। ରାଜ୍ୟରେ ପୁଲିସ ପ୍ରଶାସନକୁ ସଶକ୍ତ କରିବା ପାଇଁ ବିଭିନ୍ନ ବର୍ଗର ୯୪୪ ପଦ ସୃଷ୍ଟି କରାଯାଇଛି। ଏହାସହିତ ଆଇନଶୃଙ୍ଖଳା ରକ୍ଷା ଲାଗି ସାଇବର ଅପରାଧ ଶାଖା ଓ ଅର୍ଥନୈତିକ ଅପରାଧ ଶାଖା କାର୍ୟ୍ୟ କରୁଛନ୍ତି। କାରାଗାର ଓ ଅଗ୍ନିଶମ ସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୧୭୩୦ ଏସଆଇ ଏବଂ ଏଏସଆଇ ପଦ ପୂରଣ ଲାଗି ପ୍ରକ୍ରିୟା ଜାରି ରହିଛି। ୨୮ ପୁଲିସ ଫାଣ୍ଡି ଲାଗି ୨୦୦ ନୂତନ ପଦ ସୃଷ୍ଟି କରାଯାଇଥିବାବେଳେ ତିନୋଟି ସୁରକ୍ଷା କମ୍ପାନୀ(ଥ୍ରି-ଆଇଆର ବାଟାଲିଆନ୍) ସୃଷ୍ଟି କରାଯିବାକୁ ରହିଛି। ଯେଉଁଥିରେ କି ୬୬୩ଜଣ ନିଯୁକ୍ତ ହେବେ। ବନ୍ଦୀଙ୍କ ହିତକୁ ଦୃଷ୍ଟିରେ ରଖି ଭିତ୍ତିଭୂମି ସୁଦୃଢ଼ କରାଯିବା ଲାଗି କାରାଗାର ବିକାଶ ପରିଷଦ ଗଠନ କରାଯାଇଛି। ବନ୍ଦୀଙ୍କ ଦୈନିକ ମଜୁରି ବୃଦ୍ଧି କରାଯାଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ମହିଳା, ଶିଶୁଙ୍କ ସୁରକ୍ଷା ଲାଗି ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ସେଥିମଧ୍ୟରେ ମାନବଚାଲାଣ ନିରୋଧ ୟୁନିଟ୍, ମହିଳା ଅପରାଧ ତଦନ୍ତ ୟୁନିଟ୍, ମହିଳା ଓ ଶିଶୁ ଡେସ୍କ କାର୍ୟ୍ୟ କରୁଥିବାବେଳେ ମହିଳାଙ୍କ କ୍ଷେତ୍ରରେ ଗୁରୁତର ଅପରାଧ ମାମଲାର ତ୍ବରିତ ବିଚାର ଲାଗି ମାମଲାକୁ ‘ରେଡ ଫ୍ଲାଗ୍‌ କେସ୍’ ଘୋଷଣା ସହିତ ସ୍ବତନ୍ତ୍ର ସରକାରୀ ଓକିଲଙ୍କ ନିଯୁକ୍ତି ଭଳି ପଦକ୍ଷେପ ନିଆଯାଇଛି। ସବୁ ଥାନାକୁ ନିୟନ୍ତ୍ରଣ ଲାଗି ସିସିଟିଭି ବ୍ୟବସ୍ଥା କରାଯିବାକୁ ରହିଥିବାବେଳେ ଇତିମଧ୍ୟରେ ରାଜ୍ୟରେ ୫୯୩ ଥାନା ମଧ୍ୟରୁ ୫୮୪ଟିରେ ସିସିଟିଭି କ୍ୟାମେରା ଲାଗି ସାରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ଥାନାକୁ ‘ମୋ ସରକାର’ରେ ସାମିଲ କରାଯାଇଛି, ଯଦ୍ବାରା ସ୍ବଚ୍ଛତା ଓ ଉତ୍ତରଦାୟିତ୍ବ ରହିବ। ଇତିମଧ୍ୟରେ ‘ମୋ ସରକାର’ ଜରିଆରେ ୭୮ହଜାର ଲୋକଙ୍କ ମତାମତ ଗ୍ରହଣ କରାଯାଇଥିଲା। ସେଥିରୁ ୯୦ପ୍ରତିଶତ ଲୋକ ସରକାରଙ୍କ ସ୍ବଚ୍ଛ ଶାସନକୁ ଭଲ ମାର୍କ ଦେଇଛନ୍ତି।
ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ଲୋକାୟୁକ୍ତରେ ୭୭୫ ମାମଲା ରୁଜୁ ହୋଇଥିବାବେଳେ ୪୯୯ଟିର ଶୁଣାଣି ହେବା ସହିତ ସମାପ୍ତ ହୋଇଛି। ଏହି ସମୟ ମଧ୍ୟରେ ଭିଜିଲାନ୍ସ ପକ୍ଷରୁ ୪୭୫ଜଣଙ୍କ ନାମରେ ୨୬୭ଟି ଅପରାଧିକ ମାମଲା ରୁଜୁ ହୋଇଥିଲା। ୩୭୩ଜଣ ସରକାରୀ ଚାକିରିଆଙ୍କ ବିରୋଧରେ ତଦନ୍ତ ଚାଲିଥିବାବେଳେ ୨୭୨ଜଣ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14583
    Mar 03, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14220
    Mar 03, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14754
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14611
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13821
    Mar 02, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15304
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14057
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14991
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14332
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14332
    Mar 02, 2026
  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14611
    Mar 03, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14057
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14611
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13821
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15008
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14628
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14429
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14611
    Mar 03, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14975
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13821
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In