Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଞ୍ଜାବରେ ବ୍ୟାପୁଛି ଏକ ନିଆରା ରୋଗ, ...

  • ଦିଲ୍ଲୀ ହାଇକୋର୍ଟକୁ ବୋମା ବିସ୍ଫୋରଣର ...

  • ଖୁବ ଶୀଘ୍ର ଆମେରିକୀୟ ଚାପର ସମ୍ମୁଖୀନ ହେବ ...

  • ୧୩ ମହଲାରେ ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ...

  • ତିକ୍ତତା ସତ୍ତ୍ୱେ ଭାରତକୁ ଲଢ଼ୁଆ ବିମାନ ...

  • ୧୨ରେ ଶପଥ ଗ୍ରହଣ କରିବେ ସିପି ରାଧାକୃଷ୍ଣନ

  • ଅକ୍ଟୋବରରୁ ଦେଶବ୍ୟାପୀ ସ୍ବତନ୍ତ୍ର ଭୋଟର ...

  • ଐଶ୍ବର୍ଯ୍ୟା ରାୟ ବଚ୍ଚନ ଦିଲ୍ଲୀ ...

  • ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା

  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

ରାଜ୍ୟ
Home ›› ରାଜ୍ୟ ››ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

2022-07-22 06:50:37
14324
Share:
Facebook
Twitter
E-Mail
WhatsApp
Telegram
ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପ୍ରଥମ ଥର ପାଇଁ ଭାରତରେ ଜଣେ ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଭିଷିକ୍ତ ହେବ । ଆବଶ୍ୟକ ସଂଖ୍ୟାଠାରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି  ଦ୍ରୌପଦୀ ମୁର୍ମୁ । ତେବେ ରାଷ୍ଟ୍ରପତି ଭାବରେ ଆସନ୍ତା ଜୁଲାଇ ୨୫ରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶପଥ ଗ୍ରହଣରେ ଯୋଗଦେବାକୁ ନବୀନଙ୍କୁ କରାଯାଇଛି ନିମନ୍ତ୍ରଣ । ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଜୁଲାଇ ୨୩ରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା
    ବିଶେଷ

    ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14177
    Sep 11, 2025
  • ଦିଲ୍ଲୀ ହାଇକୋର୍ଟକୁ ବୋମା ବିସ୍ଫୋରଣର ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀ ହାଇକୋର୍ଟକୁ ବୋମା ବିସ୍ଫୋରଣର ଧମକ

    14726
    Sep 12, 2025
  • ଐଶ୍ବର୍ଯ୍ୟା ରାୟ ବଚ୍ଚନ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ବାରସ୍ଥ, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ଐଶ୍ବର୍ଯ୍ୟା ରାୟ ବଚ୍ଚନ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ବାରସ୍ଥ, ଜାଣନ୍ତୁ କାହିଁକି ?

    14586
    Sep 11, 2025
  • ଖୁବ ଶୀଘ୍ର ଆମେରିକୀୟ ଚାପର ସମ୍ମୁଖୀନ ହେବ ଭାରତ: ହାୱାର୍ଡ ଲୁଟନିକ
    ଦେଶ-ଦେଶାନ୍ତର

    ଖୁବ ଶୀଘ୍ର ଆମେରିକୀୟ ଚାପର ସମ୍ମୁଖୀନ ହେବ ଭାରତ: ହାୱାର୍ଡ ଲୁଟନିକ

    13518
    Sep 12, 2025
  • ୧୨ରେ ଶପଥ ଗ୍ରହଣ କରିବେ ସିପି ରାଧାକୃଷ୍ଣନ
    ଦେଶ-ଦେଶାନ୍ତର

    ୧୨ରେ ଶପଥ ଗ୍ରହଣ କରିବେ ସିପି ରାଧାକୃଷ୍ଣନ

    14398
    Sep 11, 2025
  •  ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା

    14026
    Sep 11, 2025
  • ତିକ୍ତତା ସତ୍ତ୍ୱେ ଭାରତକୁ ଲଢ଼ୁଆ ବିମାନ ଇଞ୍ଜିନ୍ ପଠାଇଲା ଆମେରିକା
    ଦେଶ-ଦେଶାନ୍ତର

    ତିକ୍ତତା ସତ୍ତ୍ୱେ ଭାରତକୁ ଲଢ଼ୁଆ ବିମାନ ଇଞ୍ଜିନ୍ ପଠାଇଲା ଆମେରିକା

    15471
    Sep 11, 2025
  • ଅକ୍ଟୋବରରୁ ଦେଶବ୍ୟାପୀ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟ
    ଦେଶ-ଦେଶାନ୍ତର

    ଅକ୍ଟୋବରରୁ ଦେଶବ୍ୟାପୀ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟ

    15399
    Sep 11, 2025
  • ପଞ୍ଜାବରେ ବ୍ୟାପୁଛି ଏକ ନିଆରା ରୋଗ, ଜାଣନ୍ତୁ କଣ ?
    ଦେଶ-ଦେଶାନ୍ତର

    ପଞ୍ଜାବରେ ବ୍ୟାପୁଛି ଏକ ନିଆରା ରୋଗ, ଜାଣନ୍ତୁ କଣ ?

    13588
    Sep 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ ହାଇକୋର୍ଟକୁ ବୋମା ବିସ୍ଫୋରଣର ଧମକ

    14726
    Sep 12, 2025
  • ଦେଶ-ଦେଶାନ୍ତର

    ପଞ୍ଜାବରେ ବ୍ୟାପୁଛି ଏକ ନିଆରା ରୋଗ, ଜାଣନ୍ତୁ କଣ ?

    13588
    Sep 12, 2025
  • ଦେଶ-ଦେଶାନ୍ତର

    ୧୨ରେ ଶପଥ ଗ୍ରହଣ କରିବେ ସିପି ରାଧାକୃଷ୍ଣନ

    14398
    Sep 11, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16725
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17183
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15642
    Apr 03, 2021

ବିଶେଷ

  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14177
    Sep 11, 2025
  • ଅଦା ପାଣି ଦୂର କରେ ପେଟର ଏହି ସମସ୍ୟା

    15455
    Sep 11, 2025
  • କଞ୍ଚା ଅମୃତଭଣ୍ଡା ରସ ଅନେକ ରୋଗ କରେ ଦୂର

    15405
    Sep 10, 2025
  • ସହଜ ଉପାୟରେ ହଟାନ୍ତୁ ସନ୍‌ ଟ୍ୟାନ

    14412
    Sep 10, 2025
  • ଖାଲିପେଟରେ ଚା’ କି କଫି ପିଇବା ଆଦୌ ନିରାପଦ ନୁହେଁ

    14378
    Sep 09, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14910
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14331
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15565
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15227
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୩ ମହଲାରେ ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ନିର୍ମମ ହତ୍ୟା

    15341
    Sep 11, 2025
  • ୧୨ରେ ଶପଥ ଗ୍ରହଣ କରିବେ ସିପି ରାଧାକୃଷ୍ଣନ

    14398
    Sep 11, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14177
    Sep 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In