Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

2022-07-22 06:50:37
14345
Share:
Facebook
Twitter
E-Mail
WhatsApp
Telegram
ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପ୍ରଥମ ଥର ପାଇଁ ଭାରତରେ ଜଣେ ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଭିଷିକ୍ତ ହେବ । ଆବଶ୍ୟକ ସଂଖ୍ୟାଠାରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି  ଦ୍ରୌପଦୀ ମୁର୍ମୁ । ତେବେ ରାଷ୍ଟ୍ରପତି ଭାବରେ ଆସନ୍ତା ଜୁଲାଇ ୨୫ରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶପଥ ଗ୍ରହଣରେ ଯୋଗଦେବାକୁ ନବୀନଙ୍କୁ କରାଯାଇଛି ନିମନ୍ତ୍ରଣ । ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଜୁଲାଇ ୨୩ରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14742
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14571
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15291
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13809
    Mar 02, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14320
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14978
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14599
    Mar 03, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14208
    Mar 03, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14045
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14599
    Mar 03, 2026
  • ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14742
    Mar 02, 2026
  • ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14208
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14599
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13809
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15006
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14625
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14427
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14978
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13809
    Mar 02, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14320
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In