Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

Home ›› ››କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଶତପ୍ରତିଶତ ସଫଳତା ବିଶାଖା ଓ ରୋନିତ ଆଞ୍ଚଳିକ ଟପ୍‍ପର

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଶତପ୍ରତିଶତ ସଫଳତା ବିଶାଖା ଓ ରୋନିତ ଆଞ୍ଚଳିକ ଟପ୍‍ପର

2022-07-22 17:50:01
15118
Share:
Facebook
Twitter
E-Mail
WhatsApp
Telegram
କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଶତପ୍ରତିଶତ ସଫଳତା  ବିଶାଖା ଓ ରୋନିତ ଆଞ୍ଚଳିକ ଟପ୍‍ପର

ଭୁବନେଶ୍ୱର, ୨୨ ।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି । ଏଥିରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି।  ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ସହିତ ଚଳିତବର୍ଷ ଜେଇଇ ଟପପର ହୋଇଥିବା ସ୍କୁଲର ଦିବ୍ୟାଂଶୁ ମଲ୍ଲୁ ଗଣିତ, ପଦାର୍ଥ ବିଜ୍ଞାନ ଓ ରାସାୟନିକ ବିଜ୍ଞାନରେ ୧୦୦ ନମ୍ବର ଲେଖାଏଁ ରଖିଛନ୍ତି।  ସ୍କୁଲ୍‍ର ଛାତ୍ରୀ ବିଶାଖା ରାଉତ କଳାରେ ସର୍ବାଧିକ ୯୯.୪ ପ୍ରତିଶତ ନମ୍ବର ଓ ବାଣିଜ୍ୟରେ ରୋନୀତ ପାତ୍ର ସର୍ବାଧିକ ୯୯.୨ ପ୍ରତିଶତ ନମ୍ବର ରଖି ଉଭୟ ଆଞ୍ଚଳିକ ଟପ୍‍ପର ହୋଇଛନ୍ତି। ବିଜ୍ଞାନରେ ପ୍ରଥମ ପ୍ରତୀକ ମହାନ୍ତି ସର୍ବାଧିକ ୯୯ ପ୍ରତିଶତ ନମ୍ବର ରଖି ସ୍କୁଲ୍‍କୁ ଗୌରବାନ୍ୱିତ କରିଛନ୍ତି। ସ୍କୁଲ୍‍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୬ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି। ଏଥିପାଇଁ ସେ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟସ୍ତରରେ ମଧ୍ୟ ସଫଳତା ହାସଲ କରିଆସୁଛନ୍ତି।

Powered by Froala Editor

Tags Kiit,

Related articles Odisha News Lens 4.1

  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15018
    Apr 29, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14206
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15314
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13401
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13594
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15218
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14464
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15021
    Apr 29, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15383
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15314
    Apr 30, 2026
  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15218
    Apr 30, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14464
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17495
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16325
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13594
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15986
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15935
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14553
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14358
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15099
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13905
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15018
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15021
    Apr 29, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14464
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In