Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

Home ›› ››ଦୀନେଶ ଗୁଣବର୍ଦ୍ଧନେ ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

ଦୀନେଶ ଗୁଣବର୍ଦ୍ଧନେ ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

2022-07-22 18:05:52
14842
Share:
Facebook
Twitter
E-Mail
WhatsApp
Telegram
ଦୀନେଶ ଗୁଣବର୍ଦ୍ଧନେ ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବରିଷ୍ଠ ରାଜନେତା ଦୀନେଶ ଗୁଣବର୍ଦ୍ଧନେ। ଗୁରୁବାର ରାଷ୍ଟ୍ରପତି ରାନିଲ୍‌ ବିକ୍ରମସଂଘେ ତାଙ୍କ ନୂତନ କ୍ୟାବିନେଟ୍‌କୁ ଶପଥ ଗ୍ରହଣ କରାଇବା ସମୟରେ ବରିଷ୍ଠ ରାଜନେତା ଦିନେଶ ଗୁଣବର୍ଦେନା ଶ୍ରୀଲଙ୍କାର ନୂତନ ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ପାଠ ଉତ୍ସବରେ ରାଷ୍ଟ୍ରପତି ବିକ୍ରମସିଂଘେ, ବିଭିନ୍ନ ଦଳର ସାଂସଦ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଶ୍ରୀଲଙ୍କା ରାଜନୀତିରେ ଅଭିଜ୍ଞତା ରଖିଥିବା ୭୩ ବର୍ଷୀୟ ଗୁଣବର୍ଦ୍ଧନେ ପୂର୍ବରୁ ଦେଶର ବୈଦେଶିକ ଓ ଶିକ୍ଷା ମନ୍ତ୍ରୀ ଭାବେ କାମ କରିଛନ୍ତି। ଶ୍ରୀଲଙ୍କାର ସଙ୍କଟ ସମୟରେ ଅର୍ଥାତ ଚଳିତ ବର୍ଷ ଏପ୍ରିଲରେ ତତ୍କାଳୀନ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ତାଙ୍କୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଭାବେ ନିଯୁକ୍ତ କରିଥିଲେ। ହେଲେ ସେ ଦେଶରେ ଶାନ୍ତି ଫେରାଇ ଆଣିବାକୁ ସକ୍ଷମ ହୋଇ ନଥିଲେ।

ଆଜି ‘ପୋଦୁଜନ ପେରମୁନା ପାର୍ଟି’ର ନେତା ଗୁଣବର୍ଦ୍ଧନେ ରାଷ୍ଟ୍ରପତି ବିକ୍ରମସିଂଘେଙ୍କ ଉପସ୍ଥିତିରେ ଶପଥ ନେବା ସହିତ ସେନା ଅଧିକାରୀ, ସାଂସଦ ଏବଂ ସରକାରୀ ଅଧିକାରୀମାନେ ଥିବା ପ୍ରକୋଷ୍ଠରେ ବସିଥିଲେ।

Powered by Froala Editor

Tags dinesh

Related articles Odisha News Lens 4.1

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14239
    Mar 27, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14961
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14714
    Mar 27, 2026
  •  ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
    ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14420
    Mar 28, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13877
    Mar 28, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15396
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15322
    Mar 26, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...

    15026
    Mar 28, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13844
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15322
    Mar 26, 2026
  • ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13877
    Mar 28, 2026
  • ବିଶେଷ

    ଓଜନ କମାଇବାର ସହଜ ଉପାୟ

    15505
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17388
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17452
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17802
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16272
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15505
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14961
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15392
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15026
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14008
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15024
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15531
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13829
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14271
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14420
    Mar 28, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14239
    Mar 27, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

    15026
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In