Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏସଏଏସି ସ୍କାମ : ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରୁ ବାହାରିଲା ନଗଦ ୨୦ କୋଟି ଟଙ୍କା

ଏସଏଏସି ସ୍କାମ : ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରୁ ବାହାରିଲା ନଗଦ ୨୦ କୋଟି ଟଙ୍କା

2022-07-22 18:28:18
15490
Share:
Facebook
Twitter
E-Mail
WhatsApp
Telegram
ଏସଏଏସି ସ୍କାମ : ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରୁ ବାହାରିଲା ନଗଦ ୨୦ କୋଟି ଟଙ୍କା

ପଶ୍ଚିମବଙ୍ଗର ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ଚାଟାର୍ଜୀଙ୍କ ଘରୁ ଇଡି ଚଢଉ କରି ନଗଦ ୨୦ କୋଟି ଟଙ୍କା ଜବତ କରିଛି । ପଶ୍ଚିମବଙ୍ଗ ସ୍କୁଲ ସର୍ଭିସ କମିଶନ ଏବଂ ପଶ୍ଚିମବଙ୍ଗ ପ୍ରାଇମେରି ଏଜୁକେଶନ ବୋର୍ଡ଼ ନିଯୁକ୍ତି ପରୀକ୍ଷାରେ ହୋଇଥିବା ମହାଘୋଟାଲାରେ ଅଭିଯୋଗ ଆସିବା ପରେ ଇଡି ପକ୍ଷରୁ ରେଡ୍‌ ହୋଇଥିଲା । ବିଭିନ୍ନ ସ୍ଥାନରେ ଇଡି ପକ୍ଷରୁ ରେଡ୍‌ ହୋଇଥିବା ବେଳେ କେବଳ  ଅର୍ପିତା ମୁଖାର୍ଜୀଙ୍କ ଘରୁ ଟଙ୍କାର ପାହାଡ଼ ବାହାରିଛି। ରେଡ୍‌ ବେଳେ ଅର୍ପିତାଙ୍କ ଘରୁ ନୂଆ ୫୦୦ ଏବଂ ୨୦୦୦ ଟଙ୍କିଆ ନୋଟ୍‌ ବାହାରିଛି। ଏସଏଏସି ସ୍କାମରେ ଏହି ଟଙ୍କା ଆଦାୟ କରାଯାଇଥିବା ସନ୍ଦେହ କରାଯାଉଛି । ଏତେ ଗୁଡ଼ିଏ ଟଙ୍କା ଗଣନା ପାଇଁ ଟଙ୍କା ଗଣନା ମେସିନକୁ ନିୟୋଜିତ କରାଯାଇଛି। ସେହିପରି ଅର୍ପିତାଙ୍କ ଘରୁ ୨୦ଟି ମୋବାଇଲ ଜବତ କରାଯାଇଛି।

ଏହି ଦୁର୍ନୀତିର ତଦନ୍ତ ସିବିଆଇ ମଧ୍ୟ କରୁଛି । ଗତ ମେ ମାସରେ ସିବିଆଇ ଏହି ମାମଲାରେ ପାର୍ଥଙ୍କୁ ପଚରାଉଚୁରା କରିଥିଲା । କାଲକାଟା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଏହି ମାମଲାର ତଦନ୍ତ କରୁଛି ।

ପଶ୍ଚିମ ବଙ୍ଗ ସ୍କୁଲ ସର୍ଭିସ କମିଶନ ବା ଏସଏସସିରେ ହୋଇଥିବା ଏହି ନିଯୁକ୍ତି କେଳେଙ୍କାରି ୨୦୧୪ରୁ ୨୦୧୬ ମଧ୍ୟରେ ହୋଇଥିଲା । ନିଯୁକ୍ତି ପରୀକ୍ଷା ଦେଇଥିବା କେତେକ ଲୋକ ଅଭିଯୋଗ କରିଥିଲେ ଯେ କମ ମାର୍କ ରଖିଥିବା ପ୍ରାର୍ଥୀମାନେ ଲାଞ୍ଚ ଦେଇ ଚାକିରି ପାଇଛନ୍ତି । ଏବେ ଇଡି ପାର୍ଥ ଚାଟାର୍ଜୀଙ୍କ ଏହି ଘୋଟାଲାରେ ସମ୍ପୃକ୍ତ ଥିବା ଏକାଧିକ ଅଧିକାରୀଙ୍କ ଘରେ ରେଡ୍ କରିଛି।

Powered by Froala Editor

Tags sac scam

Related articles Odisha News Lens 4.1

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14154
    Apr 01, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14652
    Mar 31, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    14835
    Apr 01, 2026
  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ
    ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15047
    Mar 31, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    14916
    Apr 01, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14168
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ
    ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14030
    Apr 01, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14150
    Mar 31, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13389
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13389
    Apr 01, 2026
  • ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14168
    Mar 31, 2026
  • ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14030
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16281
    Apr 03, 2021

ବିଶେଷ

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14030
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15512
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15198
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16123
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15393
    Mar 27, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15033
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15245
    Apr 01, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14030
    Apr 01, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14652
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In