Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ...

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ...

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ...

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ...

  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ...

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ

2022-07-23 05:06:07
15155
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲ୍‌ରେ ହେବ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଶପଥ ଗ୍ରହଣରେ ଯୋଗ ଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି । ଗସ୍ତ ଅବସରରେ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ମଧ୍ୟ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶନିବାର ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ।

ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଦ୍ରୌପଦୀଙ୍କ ସହ ଫୋନ୍‌ରେ କଥା ହୋଇ ନବୀନ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଏହି ସଫଳତାରେ ରାଜ୍ୟବାସୀ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି । ଓଡ଼ିଆ ଝିଅ ଦ୍ରୌପଦୀଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ପରେ ସର୍ବପ୍ରଥମ ସମର୍ଥନ ଘୋଷଣା କରିଥିଲେ ନବୀନ । ତା’ ପରଠାରୁ ରାକ୍ଷୀ ବାନ୍ଧି ଥିବା ଭଉଣୀ ଦ୍ରୌପଦୀଙ୍କୁ ଦେଶର ଶୀର୍ଷତମ ପଦରେ ବସାଇବାକୁ ଲାଗିପଡ଼ିଥିଲେ ସେ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକଙ୍କ ଭୋଟ ଦ୍ରୌପଦୀଙ୍କ ସପକ୍ଷରେ କେମିତି ଯିବ, ସେ ନେଇ ଉଦ୍ୟମ ଜାରି ରଖିଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15404
    Jul 25, 2026
  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ
    ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13763
    Jul 25, 2026
  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ
    ଦେଶ-ଦେଶାନ୍ତର

    ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

    14456
    Jul 25, 2026
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...
    ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...

    15399
    Jul 24, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13659
    Jul 25, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15664
    Jul 23, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    14130
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13759
    Jul 23, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା
    ବିଶେଷ

    କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15280
    Jul 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15116
    Jul 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13759
    Jul 23, 2026
  • ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13659
    Jul 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16994
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17601
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18055
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15280
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15314
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15975
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14225
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14503
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15858
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15291
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13892
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14107
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15280
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି

    14130
    Jul 23, 2026
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

    15399
    Jul 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In