Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

Home ›› ››ଶପଥ ପରେ ଏହା କହିଲେ cଦ୍ରୌପଦୀ

ଶପଥ ପରେ ଏହା କହିଲେ cଦ୍ରୌପଦୀ

2022-07-25 07:04:45
16074
Share:
Facebook
Twitter
E-Mail
WhatsApp
Telegram
ଶପଥ ପରେ ଏହା କହିଲେ cଦ୍ରୌପଦୀ

ନୂଆଦିଲ୍ଲୀ:  ସବୁ ଅପେକ୍ଷାର ଅନ୍ତ ଘଟିଛି। ଦେଶର ପ୍ରଥମ ନାଗରିକ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ମୟୂରଭଞ୍ଜର ଉପରବେଡା ଭଳି ଗୋଟିଏ ଛୋଟିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଏବେ ମାଡାମ ପ୍ରେସିଡେଣ୍ଟ ହୋଇଛନ୍ତି। ଆଜି ସେ ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି।

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସି ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଛନ୍ତି। ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପରେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ସାରା ଦେଶକୁ ସମ୍ବୋଧନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଭାରତ ବର୍ଷରେ ଗଣତନ୍ତ୍ରର ମହତ୍ୱ ଓ ଜଣେ ଗରୀବର ଜୀବନ ଉପରେ ଆଲୋକପାତ କରିଛନ୍ତି ଦୌପଦୀ ମୁର୍ମୁ ।
ସେ ଓଡିଶାର ଯେଉଁ ଏକ ଛୋଟ ପୃଷ୍ଠଭୂମିରୁ ଆସିଛନ୍ତି ସେଠି ପ୍ରାଥମିକ ଶିକ୍ଷା ଗ୍ରହଣ କରିବା ବି କଷ୍ଟକର । ତଥାପି ଅନେକ ପ୍ରତିବନ୍ଧକ ସତ୍ତେ୍ୱ ତାଙ୍କର ସଙ୍କଳ୍ପ ଦୃଢ ରହିଛି । ଏବଂ ସେ କଲେଜରେ ଶିକ୍ଷା ପ୍ରାପ୍ତ କରିବାର ପ୍ରଥମ ଝିଅ ।ସେ ଜନଜାତି ସମାଜରୁ ଆସିଥିବା ଜଣେ ସାଧାରଣ ଝିଅ । ତଥାପି ତାଙ୍କ ଧୈର୍ୟ୍ୟ ଓ ଦୃଢ ସଙ୍କଳ୍ପ ପାଇଁ ସେ ଜଣେ ଜଣେ କାଉନସିଲରରୁ ଆଜି ଦେଶର ସର୍ବୋଚ୍ଚ ପଦବୀ ରାଷ୍ଟ୍ରପତି ପଦ ଅଳଙ୍କୃତ କରିପାରିଛନ୍ତି । ଏହା ତାଙ୍କର ବ୍ୟକ୍ତିଗତ ଅନୁଭୂତି ନୁହେଁ ବରଂ ଦେଶର ଗଣତନ୍ତ୍ରର ଶକ୍ତି ତଥା ଭାରତ ବର୍ଷର ମହାନତା ବୋଲି କହିଛନ୍ତି ଦୌପଦୀ ମୁର୍ମୁ ।
ଏହା ଭାରତ ବର୍ଷର ଗଣତନ୍ତ୍ରର ଶକ୍ତି, ଯାହା ଆଦିବାସୀ ଅଧ୍ୟୁଷିତ ଇଲାକାର ଅତି ଗରୀବ ପରିବାରର ଜଣେ ଝିଅକୁ ଆଜି ଦେଶର ସର୍ବୋଚ୍ଚ ପଦରେ ପହଞ୍ଚାଇପାରିଛି । ରାଷ୍ଟ୍ରପତି ପଦରେ ପହଞ୍ଚିବା ତାଙ୍କର ବ୍ୟକ୍ତିଗତ ଉପଲବ୍ଧି ନୁହେଁ ବରଂ ଭାରତର ପ୍ରତିଟି ଗରୀବର ଉପଲବ୍ଧି । ‘ଆଜିର ଦିନ ପ୍ରମାଣ କରୁଛି ଯେ, ଭାରତ ବର୍ଷରେ ଜଣେ ଗରୀବ ସ୍ୱପ୍ନ ଦେଖିପାରେ, ତାକୁ ପୂରଣ ବି କରିପାରେ’ ବୋଲି ସାରା ଦେଶବାସୀଙ୍କୁ ଆଜି ବାର୍ତ୍ତା ଦେଇଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।
ପୁଣି କହିଲେ ସ୍ବାଧିନତାର ୭୫ ବର୍ଷ ପୂରଣ ଅବସରରେ ମତେ ନୂଆ ଦାୟୀତ୍ବ ମିଳିଛି। ଦେଶର ସ୍ବାଧିନତା ପରେ ଜନ୍ମ ନେଇଥିବା ମୁଁ ହେଉଛି ପ୍ରଥମ ରାଷ୍ଟ୍ରପତି। ଲୋକତନ୍ତ୍ରର ଶକ୍ତି ହିଁ ଆଜି ମତେ ଏଠାରେ ପହଞ୍ଚାଇଛି। ଦେଶର ନାଗରିକଙ୍କୁ ବିନମ୍ରତାର ସହିତ ଅଭିନନ୍ଦନ ଜଣାଉଛି। ନୂଆ ଦାୟୀତ୍ବ ପାଇଁ ସୌଭାଗ୍ୟ ମନେ କରୁଛି”।

ଦ୍ରୌପଦୀ ନିଜ ଅଭିଭାଷଣରେ ସନ୍ଥକବି ଭୀମ ଭୋଇଙ୍କ କବିତା ଆବୃତ୍ତି କରି କହିଥିଲେ ‘ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ’। ଜଗତ କଲ୍ୟାଣ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରି କାର୍ୟ୍ୟ କରିବାକୁ ଆହ୍ବାନ ଦେଲେ ଦ୍ରୌପଦୀ। ସେ ଏହା ମଧ୍ୟ କହିଥିଲେ ଯେ, ଏବେ ଗୋଟିଏ ଗରିବ ପରିବାରର ପିଲା ବି ସ୍ବପ୍ନ ଦେଖିବାରେ ସକ୍ଷମ ହେବ। ସମସ୍ତେ ଏକଜୁଟ ହୋଇ ଆତ୍ମନିର୍ଭର ଭାରତ ଗଢ଼ିବାକୁ ଆହ୍ବନ ଦେଲେ ଦ୍ରୌପଦୀ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15338
    Apr 10, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15350
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15440
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14227
    Apr 11, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    15010
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15526
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14550
    Apr 10, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15272
    Apr 11, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14920
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    15010
    Apr 10, 2026
  • ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15338
    Apr 10, 2026
  • ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15526
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14227
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15474
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14330
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14592
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15752
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15350
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15440
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14920
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In