Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ଆସ୍ଥା ଭୋଟରେ ଫେଲ୍ ଓଲି

ଆସ୍ଥା ଭୋଟରେ ଫେଲ୍ ଓଲି

2021-05-10 19:39:05
14456
Share:
Facebook
Twitter
E-Mail
WhatsApp
Telegram
ଆସ୍ଥା ଭୋଟରେ ଫେଲ୍  ଓଲି

ନେପାଳ ସଂସଦର ପ୍ରତିନିଧି ସଭାରେ ଅନୁଷ୍ଠିତ ଆସ୍ଥା ଭୋଟରେ ପରାଜିତ ହୋଇଛନ୍ତି  କେପି ଶର୍ମା ଓଲି । ୨୭୫ ସଦସ୍ୟଭିତ୍ତିକ ପ୍ରତିନିଧି ସଭାରେ ଆସ୍ଥା ଭୋଟ ଜିତିବାକୁ ଅତିକମରେ ୧୩୬ଟି ଭୋଟ ଦରକାର ହେଉଥିବାବେଳେ ସେ ମାତ୍ର ୯୩ଟି ଭୋଟ ପାଇଥିଲେ । ତାଙ୍କ ବିରୋଧରେ ୧୨୪ଟି ଭୋଟ ପଡ଼ିଥିଲା । ଏପରିକି ଓଲିଙ୍କ ଦଳରେ କେତେକ ସଦସ୍ୟ ହ୍ବିପକୁ ଅବଜ୍ଞା କରି ଭୋଟଦାନରୁ ଅନୁପସ୍ଥିତ ରହିଥିଲେ । ଏହା ଫଳରେ ନେପାଳରେ ଗତ ୩୮ ମାସ ଧରି ଚାଲିଥିବା ଓଲି ସରକାରର ପତନ ହୋଇଯ଼ାଇଛି ।

ଅପରାହ୍ନରେ ସଂସଦ ପକ୍ଷରୁ ଡକାଯାଇଥିଲା ଏକ ବୈଠକ । ବହୁମତ ସାବସ୍ତ୍ୟ କରିବାକୁ ଆବଶ୍ୟକୀୟ ୨୭୫ ଭୋଟ ପାଇବାରେ ବିଫଳ ହୋଇଥିଲେ ଓଲି । ସେପଟେ ଓଲିଙ୍କ ନେପାଳ କମ୍ୟୁନିଷ୍ଟ ପାର୍ଟି ହ୍ୱିପ ଜାରି କରିବା ସହ ଓଲିଙ୍କ ସପକ୍ଷରେ ଭୋଟ ଦେବାକୁ ଅନୁରୋଧ କରିଥିଲା । କିନ୍ତୁ ପ୍ରଚଣ୍ଡ ନୀତ ଦଳ ସରକାରରୁ ସମର୍ଥନ ପ୍ରତ୍ୟାହାର କରିବା ପରେ ଦଳ ସତ୍ତା ହରାଇବା ସ୍ଥିତିକୁ ଆସିଯାଇଥିଲା । ପରବର୍ତ୍ତୀ ସମୟରେ ଭୋଟରେ ମଧ୍ୟ ତାହା ପ୍ରତିଫଳନ ହୋଇଛି ।

ପରବର୍ତ୍ତୀ ସମୟରେ ପ୍ରଟଣ୍ଡ ନୀତଚ ଦଳ କେପି ଶର୍ମାଙ୍କ ଦଳରୁ ସମର୍ଥନ ପ୍ରତ୍ୟାହାର କରିନେଇଥିଲେ । ଏବଂ କେ ପି ଶର୍ମାଙ୍କ ମନମୁଖୀ  ଶାସନରେ ଅତିଷ୍ଟ ହୋଇ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ମଧ୍ୟ ସମର୍ଥନ ହଟାଇ ନେଇଥିଲେ  । ଫଳରେ ଦଳର ସିଟ ସଂଖ୍ୟା ୧୨୧ କୁ ଖସି ଆସିଥିଲା  । ବିପକ୍ଷ ଦଳ ଆସ୍ଥା ଭୋଟ ପାଇଁ ସଂସଦରେ ପ୍ରସ୍ତାବ ଦେବା ପରେ ଆଜି ଗୃହରେ ବିଶ୍ୱାସ ଭୋଟ ପଡିଥିଲା । ଏବଂ କେପି ଶର୍ମାଙ୍କ କମ୍ୟୁନିଷ୍ଟ ପାର୍ଟି ବହୁମତ ପାଇଁ ଆବଶ୍ୟକ ହେଉଥିବା ୨୭୫ ଭୋଟ ପାଇବାରେ ବିଫଳ ହୋଇଛନ୍ତି  ।

Powered by Froala Editor

Tags oli 44

Related articles Odisha News Lens 4.1

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15131
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15019
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15476
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14205
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15483
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13365
    Feb 15, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15376
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14004
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15545
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14205
    Feb 15, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15545
    Feb 14, 2026
  • ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15019
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15476
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15928
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16329
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14076
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14722
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14950
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14463
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16069
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15351
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14004
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13365
    Feb 15, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15019
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In