Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ବିଶେଷ
Home ›› ବିଶେଷ ››ଏହି ଖାଦ୍ୟ ପ୍ରସ୍ତୁତ କରନ୍ତୁ ଉପବାସରେ ଖାଆନ୍ତୁ

ଏହି ଖାଦ୍ୟ ପ୍ରସ୍ତୁତ କରନ୍ତୁ ଉପବାସରେ ଖାଆନ୍ତୁ

2022-07-25 07:44:16
14280
Share:
Facebook
Twitter
E-Mail
WhatsApp
Telegram
ଏହି ଖାଦ୍ୟ ପ୍ରସ୍ତୁତ କରନ୍ତୁ ଉପବାସରେ ଖାଆନ୍ତୁ

ଆରମ୍ଭ ହୋଇ ଯାଇଛି ଶ୍ରାବଣ ମାସ। ଅନେକ ଲୋକେ ଏଥି ପାଇଁ ଉପବାସ ମଧ୍ୟ କରୁଥିବେ। ଯାହାପାଇଁ ସେମାନଙ୍କୁ ଶୁଦ୍ଧ ଖାଦ୍ୟ ଖାଇବାକୁ ପଡେ। ପୁଣି କିଛି ଲୋକ ସଂପୂର୍ଣ୍ଣ ଉପବାସ କରନ୍ତି। କିନ୍ତୁ ଏପରି କରିବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ଖରାପ ହୋଇପାରେ। ତେଣୁ ଆପଣଙ୍କୁ ବ୍ରତ କରିବା ସମୟରେ ଏପରି ଖାଦ୍ୟ ଖାଇବା ଦରକାର ଯାହା ଆପଣଙ୍କ ଶରୀରକୁ ଶକ୍ତି ଦେବା ସହ ସ୍ବାସ୍ଥ୍ୟ ମଧ୍ୟ ଠିକ୍ ରଖିବ। ଉପବାସ ରଖୁଥିଲେ ଏପରି ଖାଦ୍ୟ ତିଆରି କରିବା ପାଇଁ ଆଜି ଆମେ ଆପଣଙ୍କୁ କହିବୁ ଯାହାକୁ ଆପଣ ତୁରନ୍ତ ତିଆରି କରିପାରିବେ। ଏହା ସ୍ୱାଦ ଦବା ସହ ଏବଂ ଆପଣଙ୍କ ସ୍ୱାସ୍ଥ୍ୟକୁ ମଧ୍ୟ ଠିକ୍ ରଖିଥାଏ।

ଯଦି ଆପଣ ଶ୍ରାବଣ ଉପବାସ ରଖିଛନ୍ତି, ତେବେ ଆପଣ କିଛି ସୁସ୍ବାଦୁ ଖାଦ୍ୟ ପ୍ରସ୍ତୁତ କରିପାରିବେ। ଏହି ଖାଦ୍ୟ ଉପବାସ ପାଇଁ ବହୁତ ଭଲ। ସେଗୁଡିକ ତିଆରି କରିବାର ଉପାୟ ବହୁତ ସହଜ। ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ ଶ୍ରାବଣ ମାସ ସବୁଠାରୁ ଶୁଭ ମାସ ବୋଲି ବିବେଚନା କରାଯାଏ। ଏହି ମାସରେ ସମସ୍ତେ ଭଗବାନ ଶିବଙ୍କୁ ପୂଜା କରନ୍ତି। ଏହି ମାସରେ ଲୋକମାନେ ଶ୍ରାବଣ ସୋମବାର ଦିନ ଉପବାସ ରଖନ୍ତି। ଏହି ସମୟରେ, କାର୍ଯ୍ୟରତ ମହିଳାଙ୍କ ପାଇଁ ବଡ ଚିନ୍ତା ହେଉଛି ବ୍ରତ ପାଇଁ କ’ଣ ଖାଇବେ। ଏପରି ପରିସ୍ଥିତିରେ, ଆସନ୍ତୁ ଜାଣିବା କେଉଁ ଖାଦ୍ୟ ଆପଣ ଖାଇ ପାରିବେ।

୧. ସାବୁଦାନା ଖେଚୁଡି :
ସାବୁଦାନା ସ୍ୱାସ୍ଥ୍ୟ ଉପକାର ପାଇଁ ଜଣାଶୁଣା ଏବଂ ଏହାକୁ ଉପବାସ ସମୟରେ ଖାଇବାର ଉଚିତ। ଏହାର ଅନେକ ହେଲ୍ଥ ବନେଫିଟ୍ସ ରହିଛି। ଏହା ହଜମ କରିବାରେ ସାହାଯ୍ୟ କରିଥାଏ ଓ ଆପଣଙ୍କ ପେଟ ଦିନସାରା ଠିକ୍ ରଖେ। ଏହି ଖେଚୁଡିର ସବୁଠାରୁ ବଡ଼ ଗୁଣ ହେଉଛି ଏଥିରେ ମୋଟା ପଣ କମାଇବାର ଉପାଦାନ ରହିଛି। ଆପଣଙ୍କୁ କେବଳ ସାବୁଦାନାକୁ କିଛି ସମୟ ଭିଜାଇବାକୁ ପଡିବ ଏବଂ ଏହାକୁ ତିଆରି କରିବାକୁ ମାତ୍ର ୮ ରୁ ୧୦ ମିନିଟ୍ ସମୟ ଲାଗେ। କେବଳ କିଛି ମସଲା ନେଇ ଏହାକୁ ତିଆରି କରିବାକୁ ହେବ। ଏହାକୁ ଆପଣ ଗରମ ରଗମ ଖାଇ ପାରିବେ।

୨. ବ୍ରତ ଆଳୁ :

ବ୍ରତ ଆଳୁ କେବଳ ତିଆରି କରିବା ସହଜ ନୁହେଁ ବରଂ ଏଥିରେ କାର୍ବୋହାଇଡ୍ରେଟ୍ ଏକ ଭଲ ଉତ୍ସ ରହିଛି। ଉପବାସ ସମୟରେ ଶରୀରକୁ ଫିଟ୍ ଏବଂ ସକ୍ରିୟ ରଖିବା ପାଇଁ ଏହାକୁ ଆପଣ ଖାଇ ପାରିବେ।ତେଣୁ ଏହାକୁ ପ୍ରସ୍ତୁତ କରିବାକୁ ହେଲେ କେବଳ ଆଳୁ, ଟମାଟୋ, ଗ୍ରୀନ ଚିଲି, ଲୁଣ ଏବଂ ଗୋଲମରିଚ ଦରକାର।
ଆପଣ ଏଥିରେ କଦଳୀ ମିଶାଇ ପାରିବେ, ଏହା ସ୍ୱାଦ ବଢ଼ାଇବାରେ ସାହାଯ୍ୟ କରେ। ଏହାକୁ ମିଶାଇ ସିଝାଇ କିମ୍ୱା ଚ୍ଛାଣି ଆପଣ ଏହାକୁ ଖାଇ ପାରିବେ।

୩. ମ୍ୟାଙ୍ଗୋ ମିଣ୍ଟ ଲସି :

ଉପବାସ ସମୟରେ ସୁସ୍ଥ ଏବଂ ହାଲୁକା ଖାଦ୍ୟ ଖାଇବା ଉଚିତ୍। ଏଭଳି ପରିସ୍ଥିତିରେ ସ୍ୱାଦ ଏବଂ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ଆମ୍ବ ମିନ୍ତ ଲସି ମଧ୍ୟ ଆପଣ ପିଇ ପାରିବେ। ଏହାକୁ ତିଆରି କରିବାକୁ ହେଲେ ଆପଣଙ୍କୁ ଦରକାର ଦହି, ଆମ୍ବ ଓ କିଛି ପୋଦିନା ପତ୍ର। ଏହାର ଏକ ମିଶ୍ରଣ ପ୍ରସ୍ତୁତ କରି ଏହାକୁ ଆପଣ ପିଇ ପାରିବେ। ଏଥିରେ ପ୍ରଚୁର ପରିମାଣରେ ଆଣ୍ଟିଅକ୍ସିଡ଼ାଣ୍ଟ ରହିଛି। ଏହି ଡ୍ରିଙ୍କ ଆପଣଙ୍କୁ କେବଳ ଦିନସାରା ହାଇଡ୍ରେଟ୍ ରଖିବ ନାହିଁ, ବରଂ ଦହିରେ ପ୍ରୋବାୟୋଟିକ୍ ଉପାଦାନ ରହିଛି ଯାହା ଆପଣଙ୍କ ହଜମ ଶକ୍ତିକୁ ବଢ଼ାଇବ ଏବଂ ଆପଣଙ୍କୁ ସୁସ୍ଥ ରଖିବ।

Powered by Froala Editor

Tags Food

Related articles Odisha News Lens 4.1

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14161
    Aug 20, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13956
    Aug 21, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14856
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14347
    Aug 20, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    14004
    Aug 21, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13766
    Aug 20, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14619
    Aug 21, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15119
    Aug 21, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14172
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ କମିଟି ଗଠନ

    14619
    Aug 21, 2026
  • ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15119
    Aug 21, 2026
  • ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14161
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17668
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15119
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15991
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13909
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14937
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14710
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15927
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14388
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13766
    Aug 20, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14856
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14347
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In