Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଷ୍ଟାର ଦମ୍ପତିଙ୍କୁ ଧମକ ଦେଉଥିବା ଯୁବକ ଗିରଫ

ଷ୍ଟାର ଦମ୍ପତିଙ୍କୁ ଧମକ ଦେଉଥିବା ଯୁବକ ଗିରଫ

2022-07-25 20:20:28
15091
Share:
Facebook
Twitter
E-Mail
WhatsApp
Telegram
ଷ୍ଟାର ଦମ୍ପତିଙ୍କୁ ଧମକ ଦେଉଥିବା ଯୁବକ ଗିରଫ

ବଲିଉଡ ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକଙ୍କ ନାଁ ମନବିନ୍ଦର ସିଂ। ସେ କ୍ୟାଟ୍ରିନାଙ୍କର ଜଣେ ବଡ଼ ପ୍ରଶଂସକ। ସେ ତାଙ୍କୁ ବିବାହ କରିବାକୁ ମଧ୍ୟ ଚାହାଁନ୍ତି।

ମନବିନ୍ଦର ଗତ କିଛି ମାସ ହେବ ସୋସିଆଲ ମିଡିଆରେ କ୍ୟାଟ୍ରିନାଙ୍କୁ କ୍ରମାଗତ ଭାବରେ ହଇରାଣ କରୁଥିଲା। ମନବିନ୍ଦର ଲକ୍ଷ୍ନୈରେ ରହୁଛି ଏବଂ ସେ ନିଜ ଇନଷ୍ଟା ଆକାଉଣ୍ଟରେ କ୍ୟାଟ୍ରିନାଙ୍କୁ ନିଜ ପତ୍ନୀ ଏବଂ ଗାର୍ଲଫ୍ରେଣ୍ଡ ବୋଲି କହିଥିଲା । ମନବିନ୍ଦର କିଙ୍ଗ ଆଦିତ୍ୟ ରାଜପୁତ ନାଁରେ ଫେକ ଆଇଡି ଖୋଲି ନିଜ ସହ କ୍ୟାଟ୍ରିନାଙ୍କ ଫଟୋ ଏଡିଟ କରି ପୋଷ୍ଟ କରୁଥିଲା । ଏମିତିକି ନିଜ ଆକାଉଣ୍ଟରେ କାଟ୍ରିନାଙ୍କୁ ନିଜ ସ୍ତ୍ରୀ ବୋଲି ଉଲ୍ଲେଖ କରିଛି । ଭିକି କାଟ୍ରିନାଙ୍କୁ ବିବାହ କରିବା ପରେ ବ୍ୟକ୍ତିଜଣଙ୍କ ଉଭୟଙ୍କୁ ମାରିବାଦେବାକୁ ଧମକ ଦେଇ ଆସୁଥିଲା ।

ସେ ମୁମ୍ବାଇରେ ଜଣେ ଷ୍ଟ୍ରଗଲିଙ୍ଗ ଆକ୍ଟର ବୋଲି ଜଣାଯାଇଛି । ଫିଲ୍ମରେ କାମ ପାଇବାକୁ ଚେଷ୍ଟା କରୁଥିଲା । ମନବିନ୍ଦର ପୋଲିସ ପଚରା ଉଚରା ସମୟରେ କହିଛି, ସେ କ୍ୟାଟ୍ରିନାଙ୍କୁ ଏକତରଫା ପ୍ରେମ କରୁଛି । ସେ ଫେକ ଇନଷ୍ଟାଗ୍ରାମ ଆକାଉଣ୍ଟ ତିଆରି କରି କ୍ୟାଟ୍ରିନାଙ୍କୁ ଅଶ୍ଲୀଳ ଏବଂ ଧମକ ମେସେଜ କରୁଥିଲା ।

Powered by Froala Editor

Tags manbinder

Related articles Odisha News Lens 4.1

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14599
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14525
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14899
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15198
    Jun 09, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14845
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14355
    Jun 09, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13450
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13529
    Jun 10, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13840
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14525
    Jun 10, 2026
  • ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15198
    Jun 09, 2026
  • ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ଅରିଘାତରେ ମୁତୟନ କଲା ଭାରତ

    14899
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16918
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17537
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17584
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17975
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13475
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15355
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14156
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14051
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14979
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15460
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15203
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15689
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14029
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13450
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15198
    Jun 09, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14845
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In