Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ...

  • ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ...

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ...

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ...

  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ...

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ...

  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ...

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ...

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ...

  • କମିଲା ସୁନା ଦର, ଜାଣନ୍ତୁ କେତେ?

Home ›› ››ରାଜ୍ୟରେ ୧୧୭୪ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୧୧୭୪ ପଜିଟିଭ୍ ଚିହ୍ନଟ

2022-07-27 05:20:07
13545
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୧୧୭୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୯୦୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ  ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୬ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୮୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୧ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୯୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୨୮୮୫ ଜଣ ସୁସ୍ଥ ହୋଇଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ
    ଦେଶ-ଦେଶାନ୍ତର

    ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ

    15205
    Mar 10, 2026
  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ
    ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14100
    Mar 09, 2026
  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...
    ଦେଶ-ଦେଶାନ୍ତର

    ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...

    14033
    Mar 10, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    14024
    Mar 09, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର
    ମନୋରଞ୍ଜନ

    ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13642
    Mar 10, 2026
  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ
    ଦେଶ-ଦେଶାନ୍ତର

    ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ

    13368
    Mar 10, 2026
  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ
    ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15393
    Mar 09, 2026
  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ
    ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14648
    Mar 10, 2026
  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14679
    Mar 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14648
    Mar 10, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ

    15205
    Mar 10, 2026
  • ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14100
    Mar 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14912
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14737
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15183
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15337
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14538
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15129
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14648
    Mar 10, 2026
  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ସପ୍ତାହରେ ଚାରି ଦିନ କାମ କରିବ

    14033
    Mar 10, 2026
  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14679
    Mar 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In