Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

ରାଜ୍ୟ
Home ›› ରାଜ୍ୟ ››ମାନବ ସେବା ହିଁ ମାଧବ ସେବା : ରକ୍ତଦାନ ଶିବିର ଅନୁଷ୍ଠିତ

ମାନବ ସେବା ହିଁ ମାଧବ ସେବା : ରକ୍ତଦାନ ଶିବିର ଅନୁଷ୍ଠିତ

2022-07-27 18:07:56
13947
Share:
Facebook
Twitter
E-Mail
WhatsApp
Telegram
ମାନବ ସେବା ହିଁ ମାଧବ  ସେବା : ରକ୍ତଦାନ ଶିବିର ଅନୁଷ୍ଠିତ

ଆଜି ତା.୨୭.୦୭, ୨୦୨୨ରିଖ ବୁଧବାର ସମୟ ସକାଳ ଘ.୯.୩୦ ମିନିଟ୍ ସ୍ଥାନ ଜୟଦେବ ବିହାର ଛକ ସ୍ଥିତ ଜୟଦେବ ବିହାର ଅଟୋ ସଂଘ କାର୍ଯ୍ୟାଳୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଶିବିରରେ ୮୬ ୟୁନିକ ରକ୍ତ ସଂଗ୍ରହ ହୋଇଥିଲା । ଉକ୍ତ ତିନିତକୁ ମାନ୍ୟବର ବିଧାୟନ, ମେୟର, ୱର୍ଡ ସଭ୍ୟ ସଭ୍ୟ, ପ୍ରଶାସନିକ ଅଧିକାଳୀ, ଶ୍ରମିକ ନେତା ପରିଦର୍ଶନ କରି ରକ୍ତ ଦାତାମାନଙ୍କୁ ଉତ୍ସାହିତ କରିଥିଲେ ରେଡ କ୍ରସ ବ୍ଲଡ଼ ବ୍ୟାଙ୍କ (କ୍ୟାପିଟାଲ ହସ୍‌ପିଟାଲ୍) ଦ୍ଵାରା ରକ୍ତ ସଂଗ୍ରହ କରାଯାଇଥିବାବେଳେ ଜୀବନ ବିନ୍ଦୁ ମୋ ପରିବାର, ଅଟେ। ମହାସଂଘ, ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ବିଧାୟକ ମଧ୍ୟ ଭୁବନେଶ୍ୱର ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା , ବିଧାୟକ ଉତ୍ତର ଭୁବନେଶ୍ୱର ଶ୍ରୀଯୁକ୍ତ ସୁଶାନ୍ତ ରାଉତ, ମେୟର ଭୁବନେଶ୍ୱର ଶ୍ରୀମତୀ ସୁଲୋଚନା ଦାସ  , କଟକ ମେୟର ଶ୍ରୀଯୁକ୍ତ ସୁବାଷ ସିଂ ,ଆଞ୍ଚଳିକ ପରିବହନ ଅଧିକାରୀ 1-2 ,କର୍ପୋରେଟର ମିହିର କୁମାର ରାଉତ, ଅଧକ୍ଷ ମୋ ପରିବାର  ଶ୍ରୀଯୁକ୍ତ ଅରୂପ ପଟ୍ଟନାୟକ,  ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ଏହାସହିତ କ୍ୟାପିଟାଲ ରକ୍ତ ଭଣ୍ଡାର ର ରକ୍ତ ସଂଗ୍ରହକାରୀ ଡାକ୍ତରୀଟିମ, ଗଣମାଧ୍ୟମ  ବନ୍ଧୁଗଣ ସମସ୍ତଙ୍କ ସହଯୋଗ ବିଶେଷ କରି ଜୟଦେବ ବିହାର ଅଟୋ ସଙ୍ଘ, ଅଲ ଓଡିଶା ପରିବହନ ଚାଳକ ସଙ୍ଘ, ଅଲ ଓଡିଶା ଡ୍ରାଇଭର ମହାସଂଘ ଓ ଅଲ ଓଡିଶା ଅଟୋ ଟାକ୍ସି ମହାସଂଘ ର ସମସ୍ତ କାର୍ଯ୍ୟକର୍ତା ସଦସ୍ୟ ବୃନ୍ଦ ମାନଙ୍କୁ ବହୁତ ବହୁତ ଧନ୍ୟବାଦ l ଏଥିରେ ସୁବାଷ ସିଂ, ଦୁର୍ଗା ଚରଣ ଖୁଣ୍ଟିଆ,ସନ୍ତୋଷ ସାହୁ,ସ୍ୱାଧୀନ ଶତପଥୀ, ଶତ୍ରୁଘନ ବେହେରା, ଚନ୍ଦନ ଦାସ, ଶ୍ରୀଧର ନାଥ ଶର୍ମା, ଅତିଶ କୁମାର ମାର୍ଥା, ସରୋଜ ଦାସ ପ୍ରମୁଖ ମୁଖ୍ୟ ଭୁମିକା ଗ୍ରହଣ କରିଥିଲେ |

Powered by Froala Editor

Tags blood donation camp

Related articles Odisha News Lens 4.1

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14820
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14814
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14999
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13971
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13626
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15047
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13924
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14760
    Jun 24, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15692
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15555
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14999
    Jun 22, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13971
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14760
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14934
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14802
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15609
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14471
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13971
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15692
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15047
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In