Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ...

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ...

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ...

  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ...

  • ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ...

  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ ...

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ...

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

ବିଶେଷ
Home ›› ବିଶେଷ ››ରୁଟି ଖାଇବା ସ୍ୱାସ୍ଥ୍ୟ ପାଇଁ ଭଲ

ରୁଟି ଖାଇବା ସ୍ୱାସ୍ଥ୍ୟ ପାଇଁ ଭଲ

2021-05-11 06:27:06
15405
Share:
Facebook
Twitter
E-Mail
WhatsApp
Telegram
ରୁଟି ଖାଇବା ସ୍ୱାସ୍ଥ୍ୟ ପାଇଁ  ଭଲ


ଆଗ ଅପେକ୍ଷା ଏବେ ରୁଟିର ଚାହିଦା ବଢୁଛି । ଅନେକ ରୁଟି ଖାଇବାକୁ ବେଶ ପସନ୍ଦ କରୁଛନ୍ତି । ଏମିତିକି ଯୁବପିଢି ବ୍ରେକ୍ଫାଷ୍ଟ, ଲଂଚ, ଡିନର ସବୁଥିରେ ରୁଟି ଖାଇବାକୁ ପସନ୍ଦ କରୁଛନ୍ତି  । ଉତର ଭାରତୀୟ ଖାଦ୍ୟ ଭାବେ ରୁଟିର ଲୋକପ୍ରିୟତା ଭାରତର ପ୍ରତ୍ୟେକ ପ୍ରାନ୍ତରେ ରହିଛି । ରୁଟିର ବିଦେଶରେ ଭିନ୍ନ ନାମ ରହିଛି ଯେମିତିକି ଦୁବାଇରେ ରୁଟିକୁ ଖୁବୁସ୍ ବୋଲି କୁହାଯାଏ । ମୋଗଲ ରାଜତ୍ୱ ସମୟରୁ ରୁଟି, ନାନ୍ ଆଦି ଖାଦ୍ୟର ଆଦର ଭାରତରେ ବଢିବାର ଅନୁମାନ କରାଯାଏ । ଖାଦ୍ୟ ବିଶେଷଜ୍ଞଙ୍କ ମତରେ ପ୍ରତିଦିନ ରୁଟି ଖାଇବା ସ୍ୱାସ୍ଥ୍ୟପକ୍ଷେ ହିତକର । ବୟସ୍କ ରାତିବେଳା ଭାତ ଖାଇଲେ ସହଜରେ ହଜମ କରିପାରନ୍ତି ନାହିଁ । ଫଳରେ ତାଙ୍କ ପେଟ ସମସ୍ୟା ଦେଖାଯାଇଥାଏ । ତେଣୁ ସେମାନେ ରୁଟି ଖାଇବା ଭଲ ।

- ଆଜିକାଲି ବଜାରରେ ବିଭିନ୍ନ ପ୍ରକାର ଅଟା ମିଳୁଛି । ଗହମ ଅଟା ସହିତ ମଲ୍ଟିଗ୍ରେନ୍ ଅଟା, ବାଜରା ଅଟା, ସୋୟାବିନ୍ ଅଟା, ଇତ୍ୟାଦି ମିଳୁଛି । ଆପଣ ଚାହିଁଲେ ମଲ୍ଟିଗ୍ରେନ୍ ଅଟା ଘରେ ମଧ୍ୟ ତିଆରି କରିପାରିବେ । ଏହି ଅଟା ଖାଇବା ଦ୍ୱାରା ଶରୀରକୁ ପ୍ରଚୁର ପରିମାଣରେ କାର୍ବୋହାଇଡ୍ରେଟ ମିଳିଥାଏ ।

-କାର୍ବୋହାଇଡ୍ରେଟ୍ ଓ ପ୍ରୋଟିନରେ ଭରପୁର ରୁଟି ଖାଇଲେ ଶରୀରକୁ ଶକ୍ତି ମିଳିଥାଏ । ସଙ୍ଗେସଙ୍ଗେ ପ୍ରସ୍ତୁତ ହୋଇଥିବା ରୁଟି ଓ ବାସି ରୁଟି ଉଭୟରେ ପୋଷକତତ୍ୱ ଥିବା ବିଶେଷଜ୍ଞମାନେ ମତ ଦିଅନ୍ତି  ।

-ସୋୟାବିନ୍ ଅଟା ପ୍ରସ୍ତୁତ ରୁଟି ଛୋଟ ପିଲାଙ୍କ ପାଇଁ ଖୁବ୍ ଭଲ ବୋଲି ଅନୁଧ୍ୟାନରୁ ଜଣାପଡିଛି । ସେମାନଙ୍କ ସ୍ମୃତି ଶକ୍ତି ବୃଦ୍ଧି କରିବାରେ ସୋୟାବିନ୍ ଅଟାର ପୋଷକତତ୍ତ୍ୱ ସହାୟକ ହେଉଥିବାର ବିଶେଷଜ୍ଞଙ୍କ ମତ ।

-ଦ୍ୱିପହର ଭୋଜନରେ ଆପଣ ଅଳ୍ପ ଭାତ ସହ ରୁଟି ମିଶାଇ ଖାଇଲେ ଆପଣଙ୍କ ଓଜନ ନିୟନ୍ତ୍ରଣରେ ରହିବା ସହ କୋଲଷ୍ଟ୍ରଲ୍ସ୍ତର ବୃଦ୍ଧି ହୋଇନଥାଏ । ଏହା ସହ ରୁଟି ଖାଇବା ଦ୍ୱାରା ଶରୀର ଆକ୍ଟିଭ ରହିଥାଏ । ହଜମ ସମସ୍ୟା ମଧ୍ୟ ଦେଖାଯାଇନଥାଏ ।

-ଆନିମିଆ ରୋଗୀ ମଧ୍ୟ ପ୍ରତିଦିନ ରୁଟି ଖାଇବା ଦ୍ୱାରା ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ଉତ୍ତମ ପ୍ରଭାବ ପକାଇଥାଏ ବୋଲି ବିଶେଷଜ୍ଞଙ୍କ ମତ ।

Powered by Froala Editor

Tags roti

Related articles Odisha News Lens 4.1

  •  ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...
    ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...

    13503
    Aug 30, 2026
  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14547
    Aug 29, 2026
  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ

    13570
    Aug 30, 2026
  •  ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...
    ଦେଶ-ଦେଶାନ୍ତର

    ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...

    13873
    Aug 29, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14860
    Aug 30, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ
    ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15126
    Aug 29, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15731
    Aug 29, 2026
  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ
    ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14469
    Aug 29, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ
    ବିଶେଷ

    ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14362
    Aug 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14547
    Aug 29, 2026
  • ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14469
    Aug 29, 2026
  • ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15126
    Aug 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17060
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17699
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18129
    Sep 06, 2023

ବିଶେଷ

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14362
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14617
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13956
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15340
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15693
    Aug 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15984
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14291
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ସ୍ଥାନ

    13503
    Aug 30, 2026
  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14469
    Aug 29, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15731
    Aug 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In