Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ...

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

ରାଜ୍ୟ
Home ›› ରାଜ୍ୟ ››୪୦ ଓଏଏସ୍ ଅଫିସରଙ୍କୁ ନୂତନ ଦାୟିତ୍ୱ

୪୦ ଓଏଏସ୍ ଅଫିସରଙ୍କୁ ନୂତନ ଦାୟିତ୍ୱ

2022-07-28 05:46:32
14972
Share:
Facebook
Twitter
E-Mail
WhatsApp
Telegram
୪୦ ଓଏଏସ୍ ଅଫିସରଙ୍କୁ ନୂତନ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟ ସରକାର ୩୧ଟି ବ୍ଲକରେ ନୂଆ ବିଡିଓଙ୍କୁ ଅବସ୍ଥାପିତ କରିବା ସହ ମୋଟ ୪୦ଜଣ ଓଏଏସ୍ ଅଫିସରଙ୍କୁ ନୂତନ ଦାୟିତ୍ୱ ଦେଇଛନ୍ତି । ପୂର୍ବରୁ ଗତ ୧୯ ତାରିଖରେ ୩୦ଟି ବ୍ଲକରେ ନୂଆ ବିଡିଓଙ୍କୁ ନିଯୁକ୍ତି ଦେଇଥିଲେ।
ରାଜ୍ୟ ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଯୁଯୁମରା ବ୍ଲକ ବିଡିଓ ତଥା ଓଏଏସ୍ ଅଫିସର ସରୋଜ କୁମାର ବିଶ୍ୱାଳଙ୍କୁ ବିଜେପୁର ବିଡିଓ ଭାବେ ବଦଳି କରାଯାଇ ଥିବାବେଳେ ବାଲିଗୁଡ଼ା ତହସିଲଦାର ଶଶାଙ୍କ କୁମାର ପାତ୍ରଙ୍କୁ ବାଲିଗୁଡ଼ା ବିଡିଓ, କେ.ନୂଆଗାଁ ବିଡିଓ ଶରତ କୁମାର ପାତ୍ରଙ୍କୁ ରାଇକିଆ ବିଡିଓ, ସାଲେପୁର ତହସିଲଦାର ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓଙ୍କୁ ନିଶ୍ଚିତକୋଇଲି ବିଡିଓ, ପରଜଙ୍ଗ ବିଡିଓ ବିନୋଦ ବିହାରୀ ବେହେରାଙ୍କୁ କିଶୋରନଗର ବିଡିଓ, ସହରପଡ଼ା ବିଡିଓ ଲମ୍ବୋଦର ଖୁଣ୍ଟିଆଙ୍କୁ ରଘୁନାଥପୁର ବିଡିଓ, ତିରିଙ୍ଗି ବିଡିଓ ଜ୍ୟୋତିମୟୀ ପ୍ରଧାନଙ୍କୁ ସୁନ୍ଦରଗଡ଼ର ବାଲିଶଙ୍କରା ବ୍ଲକ ବିଡିଓ ଭାବେ ବଦଳି କରାଯାଇଛି ।
ସେହିପରି ଓଏଏସ୍ ବାସନ୍ତୀ ଲାକ୍ରାଙ୍କୁ ତିରିଙ୍ଗି ବ୍ଲକ ବିଡିଓ, ତୃପ୍ତୀ ବରାଳଙ୍କୁ କୁଆଁରମୁଣ୍ଡା ବ୍ଲକ ବିଡିଓ, ବିକାଶ ଚନ୍ଦ୍ର ସାହୁଙ୍କୁ ଯୁଯୁମରା ବିଡିଓ, ପ୍ରସନ୍ନ କୁମାର ପଣ୍ଡାଙ୍କୁ ଢେଙ୍କାନାଳ ସଦର ବିଡିଓ, ବିଜୟ କୁମାର ସଏଙ୍କୁ ବରପାଲି ବିଡିଓ, ମନୋଜ କୁମାର ଦେବତାଙ୍କୁ ଗାଇସିଲେଟ୍ ବିଡିଓ, ପ୍ରବୀଣ କୁମାର ବଣୁଆଙ୍କୁ ପରଜଙ୍ଗ ବିଡିଓ, ଶଙ୍କର ପ୍ରସାଦ ସାହୁଙ୍କୁ କଙ୍କଡ଼ାହାଡ଼ ବିଡିଓ, ସଞ୍ଜିବ କୁମାର ପଟେଲଙ୍କୁ ଧଙ୍କୁଉଡ଼ା ବ୍ଲକ ବିଡିଓ, କୃଷ୍ଣଚନ୍ଦ୍ର ଦଳପତିଙ୍କୁ ରେଙ୍ଗାଳୀ ବିଡିଓ, ଜ୍ୟୋତିପ୍ରକାଶ ସେଠୀଙ୍କୁ ରଣପୁର ବିଡିଓ, ଜିତେନ୍ଦ୍ର କୁମାର ନାୟକଙ୍କୁ ବାଲିକୁଦା ବିଡିଓ, ପୂର୍ଣ୍ଣଚନ୍ଦ୍ର ଭୋଇଙ୍କୁ ଝାରସୁଗୁଡ଼ା ବିଡିଓ, ଅର୍ଜୁନ ପ୍ରଧାନଙ୍କୁ କୋଟଗଡ଼ ବିଡିଓ, କାମଦେବ ସମାଦାରଙ୍କୁ ଆର. ଉଦୟଗିରି ବିଡିଓ, ଉମାକାନ୍ତ ପରିଡ଼ାଙ୍କୁ ଝୁମ୍ପୁରା ବିଡିଓ, ବିଜୟ କୁମାର ନାୟକଙ୍କୁ ତେଲକୋଇ ବିଡିଓ, ଅବନୀକାନ୍ତ ସାହୁଙ୍କୁ ରସୁଲପୁର ବିଡିଓ, ଫକୀର ଚରଣ ପରିଡ଼ାଙ୍କୁ ଆସିକା ବିଡ଼ିଓ, ନମିତା ବାରିକଙ୍କୁ ଡେରାବିଶି ବିିଡ଼ିଓ, ନିଳାମ୍ବର ମହାନନ୍ଦାଙ୍କୁ ତିଲେବିନି ବିଡିଓ, ସ୍ମରଣିକା ତୁଲୋଙ୍କୁ ମାନେଶ୍ୱର ବିଡିଓ, ରୋଶନ ଶତପଥୀଙ୍କୁ ବେଲଗୁଣ୍ଠା ବିଡିଓ ଓ ମନୋଜ କୁମାର ପାଢ଼ୀଙ୍କୁ ଟିକାବାଲି ବିିଡ଼ିଓ ଭାବେ ବଦଳି କରାଯାଇଛି । ତେବେ ୩ଜଣ ଓଏଏସ୍ ଅଫିସର ଯଥା- ଦେବଯାନୀ ଭୂୟାଁଙ୍କୁ ଉଦଳା, ସଂଗ୍ରାମ କେଶରୀ ପରିଡ଼ାଙ୍କୁ ବେତନଟୀ ବିଡିଓ,ବିଜୟ କୁମାର ପଟେଲଙ୍କୁ ତରଭାଙ୍କ ବଦଳି ବାତିଲ କରାଯାଇ ସେମାନଙ୍କୁ ପୂର୍ବଭଳି ନିଜ ସ୍ଥାନରେ କାମ କରିବାକୁ ଅନୁମତି ଦିଆଯାଇଛି । ସେହିପରି ରଣପୁର ବିଡିଓ ଋତୁପୂର୍ଣ୍ଣା ମହାପାତ୍ରଙ୍କୁ ରାଜସ୍ୱ ବିଭାଗକୁ ଫେରାଇ ଦିଆଯିବା ପରେ ତାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗରେ ଭୁବନେଶ୍ୱରସ୍ଥିତ ଆରପିଆରସି ପ୍ରଶାସନିକ ଅଧିକାରୀ ଭାବେ ନିଯୁକ୍ତି ମିଳିଛି ।

ସେହିପରି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଗୁୁଣୁପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ ତଥା ବରିଷ୍ଠ ଓଏଏସ୍ ଲୋକନାଥ ଦଳବେହେରାଙ୍କୁ ଗୁଣୁପୁର ଉପଜିଲ୍ଲାପାଳ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେହିପରି ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ବରିଷ୍ଠ ଓଏଏସ୍ ନୀଳମାଧବ ଭୋଇଙ୍କୁ ବହ୍ମପୁର ଉପଜିଲ୍ଲାପାଳ ଭାବେ ଅତିରିକ୍ତ ଦାୟିତ୍ୱ, ବାଲେଶ୍ୱର ଅତିରିକ୍ତ ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ, ସମ୍ବଲପୁର ଉନ୍ନୟନ ପ୍ରାଧିକରଣ ସଚିବ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କୁ ସମ୍ବଲପୁର ଉପଜିଲ୍ଲାପାଳ, ନବରଙ୍ଗପୁର ଅତିରିକ୍ତ ଉପଜିଳ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ ଭାବେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ, ଗତ ୧୯ତାରିଖରେ ରାଜ୍ୟ ସରକାର ୩୭ଜଣ ଓଏଏସଙ୍କୁ ବଦଳି କରିଥିଲେ ଓ ସେଥିରେ ୩୦ଜଣଙ୍କୁ ବିଭିନ୍ନ ବ୍ଲକରେ ବିଡିଓ ଭାବେ ଅବସ୍ଥାପିତ କରାଇଥିଲେ ।

Powered by Froala Editor

Tags OAS

Related articles Odisha News Lens 4.1

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15595
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    15019
    Jul 23, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15616
    Jul 23, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15769
    Jul 23, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    14061
    Jul 23, 2026
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...
    ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...

    15336
    Jul 24, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...

    15512
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13690
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15798
    Jul 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    15019
    Jul 23, 2026
  • ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15769
    Jul 23, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15272
    Jul 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16994
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17601
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18055
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15266
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15967
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14217
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14494
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14835
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15798
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15290
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13891
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14107
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

    15336
    Jul 24, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15798
    Jul 22, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15272
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In