Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

ରାଜ୍ୟ
Home ›› ରାଜ୍ୟ ››ରାଜକୋଷ ଉପରେ ୧୭ କୋଟି ୪୩ ଲକ୍ଷ ଟଙ୍କାର ଅତିରିକ୍ତ ବୋଝ, କିପରି ଜାଣନ୍ତୁ

ରାଜକୋଷ ଉପରେ ୧୭ କୋଟି ୪୩ ଲକ୍ଷ ଟଙ୍କାର ଅତିରିକ୍ତ ବୋଝ, କିପରି ଜାଣନ୍ତୁ

2021-04-04 09:28:37
14910
Share:
Facebook
Twitter
E-Mail
WhatsApp
Telegram
ରାଜକୋଷ ଉପରେ ୧୭ କୋଟି ୪୩ ଲକ୍ଷ ଟଙ୍କାର ଅତିରିକ୍ତ ବୋଝ, କିପରି ଜାଣନ୍ତୁ
ଭୁବନେଶ୍ୱର: ସିଏଜି ରିପୋର୍ଟକୁ ନେଇ ପ୍ରିନ୍ସପାଲ ଏଜି ବିଭୁଦତ୍ତ ବସନ୍ତିଆ ନିଜ ପ୍ରତିକ୍ରିୟା ରଖିଛନ୍ତି । ୨୦୧୮-୧୯ ଆର୍ଥିକ ବର୍ଷର ବିଭିନ୍ନ ଅନିୟମିତତା ନେଇ ପ୍ରିନ୍ସପାଲ ଏଜି ବିଭୁଦତ୍ତ ବସନ୍ତିଆ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ସମବାୟ ବ୍ୟାଙ୍କ କୃଷି ଋଣରେ ବ୍ୟାପକ ଅନିୟମିତତା ହୋଇଛି । ପୁରୁଣା ଋଣ ପରିଶୋଧ ପାଇଁ ଚାଷୀଙ୍କୁ ନୂଆ ଋଣ ଦିଆଯାଇଥିଲା । ଏହା ବିଜ୍ଞ ଉପାୟ ନଥିଲା । ଚାଷୀ ଚିରସ୍ଥାୟୀ ଋଣୀ ହେବା ଆଶଙ୍କା ରହିଛି । ସେହିପରି କିଷାନ କ୍ରେଡିଟ କାର୍ଡକୁ ନେଇ ପ୍ରିନ୍ସପାଲ ଏଜି ବିଭୁଦତ୍ତ ବସନ୍ତିଆ ସଙ୍ଗୀନ ତଥ୍ୟ ରଖିଛନ୍ତି । ଚାଷୀଙ୍କ ନପଚାରି କିଷାନ କ୍ରେଡିଟ କାର୍ଡ ତିଆରି ହୋଇଥିଲା । ପରବର୍ତ୍ତୀ ସମୟରେ ତାହା ବଣ୍ଟା ନହେବାରୁ ଏକ୍ସପାଏରୀ ହୋଇଥିଲା । କାର୍ଡ ଏକ୍ସପାଏରୀ ଯୋଗୁଁ ରାଜକୋଷ ଉପରେ ଅତିରିକ୍ତ ବୋଝ ପଡ଼ିଛି । ରାଜକୋଷ ଉପରେ ୧୭ କୋଟି ୪୩ ଲକ୍ଷ ଟଙ୍କାର ଅତିରିକ୍ତ ବୋଝ ପଡ଼ିଛି ବୋଲି ପ୍ରିନ୍ସପାଲ ଏଜି ବିଭୁଦତ୍ତ ବସନ୍ତିଆ ସୂଚନା ଦେଇଛନ୍ତି । ସେହିପରି ବିଜୁ ଗାଁ ଗାଡ଼ି ଯୋଜନା ଲକ୍ଷ୍ୟ ପୂରଣରେ ମଧ୍ୟ ସରକାର ବିଫଳ ହୋଇଛନ୍ତି । ସମନ୍ୱୟର ଅଭାବ, ଯାତ୍ରୀ ସଂଖ୍ୟା ବିଚାରକୁ ନନେବାରୁ ଏହି ଯୋଜନା ବିଫଳ ହୋଇଛି । ନକ୍ସଲ ପ୍ରଭାବିତ ଅଞ୍ଚଳରେ ସବୁ ଚିହ୍ନଟ ରୁଟରେ ଗାଡ଼ି ଚଳାଚଳ କରିପାରିନି । ପରମିଟ ଫି’ ବାବଦରେ ୬୭ ଲକ୍ଷ ୬୧ ହଜାର ଟଙ୍କା ଟିକସ ଛାଡ଼ ହୋଇଛି । ଓପିଟିସିଏଲ ଦ୍ୱାରା ଟ୍ରାନ୍ସଫର୍ମର କିଣାରେ ବି ଅନିୟମିତତା ହୋଇଛି । ଟ୍ରାନ୍ସପର୍ମର କିଣାରେ ୧୭୩.୯୫ କୋଟିର ଅନିୟମିତତା ହୋଇଛି । ସେହିପରି ଇଡକୋର କାର୍ଯ୍ୟ ଦକ୍ଷତାକୁ ନେଇ ମଧ୍ୟ ସିଏଜି ରିପୋର୍ଟରେ ପ୍ରଶ୍ନ ଉଠିଛି । ୧ ଲକ୍ଷ ଏକରର ଲ୍ୟାଣ୍ଡ ବ୍ୟାଙ୍କ ଲକ୍ଷ୍ୟ ଇଡକୋ ପୂରଣ କରିପାରିନାହିଁ ବୋଲି ପ୍ରିନ୍ସପାଲ ଏଜି ବିଭୁଦତ୍ତ ବସନ୍ତିଆ ସୂଚନା ଦେଇଛନ୍ତି ।
Tags CAG REPORT

Related articles Odisha News Lens 4.1

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13500
    Sep 10, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    13852
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15627
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14980
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13780
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14347
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15311
    Sep 11, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13678
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13592
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    13852
    Sep 11, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13592
    Sep 11, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13780
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13678
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15782
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14567
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13878
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14683
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13825
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14692
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15627
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13780
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14980
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In