Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

Home ›› ››କ୍ୟାବିନେଟ ବୈଠକରେ ‘୧.୬୪ ଲକ୍ଷ କୋଟି ଟଙ୍କାର ବିଏସଏନଏଲ ପୁନରୁଦ୍ଧାର ପ୍ୟାକେଜ୍‌’କୁ ଅନୁମୋଦନ

କ୍ୟାବିନେଟ ବୈଠକରେ ‘୧.୬୪ ଲକ୍ଷ କୋଟି ଟଙ୍କାର ବିଏସଏନଏଲ ପୁନରୁଦ୍ଧାର ପ୍ୟାକେଜ୍‌’କୁ ଅନୁମୋଦନ

2022-07-28 10:34:47
14263
Share:
Facebook
Twitter
E-Mail
WhatsApp
Telegram
କ୍ୟାବିନେଟ ବୈଠକରେ ‘୧.୬୪ ଲକ୍ଷ କୋଟି ଟଙ୍କାର ବିଏସଏନଏଲ ପୁନରୁଦ୍ଧାର ପ୍ୟାକେଜ୍‌’କୁ ଅନୁମୋଦନ

ନୂଆଦିଲ୍ଲୀ : ବିଏସଏନଏଲକୁ ଆର୍ଥିକ ଦୃଷ୍ଟିରୁ ସକ୍ଷମ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ‘୧.୬୪ ଲକ୍ଷ କୋଟି ଟଙ୍କାର ବିଏସଏନଏଲ ପୁନରୁଦ୍ଧାର ପ୍ୟାକେଜ୍‌’କୁ ଅନୁମୋଦନ କରାଯାଇଛି ।
ଭାରତୀୟ ଟେଲିକମ୍ ବଜାରରେ ବିଏସଏନଏଲର ଉପସ୍ଥିତି ଏକ ବଜାର ସନ୍ତୁଳନକାରୀ ଭାବେ କାର୍ୟ୍ୟ କରିଥାଏ । ଗ୍ରାମାଞ୍ଚଳରେ ଟେଲିକମ୍ ସେବାର ସମ୍ପ୍ରସାରଣ, ସ୍ବଦେଶୀ ଜ୍ଞାନକୌଶଳର ବିକାଶ ଏବଂ ବିପର୍ୟ୍ୟୟ ସହାୟତା କ୍ଷେତ୍ରରେ ବିଏସଏନଏଲର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ବିଏସଏନଏଲ ସେବାର ଉନ୍ନତିକରଣ ପାଇଁ ଅତିରିକ୍ତ ପୁଞ୍ଜି ବିନିଯୋଗ କରିବା, ସ୍ପେକ୍ଟ୍ରମ ଆବଣ୍ଟନ କରିବା, ବାଲାନ୍ସ ସିଟ୍‌କୁ ଚାପମୁକ୍ତ କରିବା ଏବଂ ଭାରତ ବ୍ରଡବ୍ୟାଣ୍ଡ ନିଗମ ଲିମିଟେଡ (ବିବିଏନଏଲ) ସହିତ ବିଏସଏନଏଲକୁ ମିଶ୍ରଣ ଜରିଆରେ ଫାଇବର ନେଟୱର୍କକୁ ବଢ଼ାଇବା ଉପରେ ଗୁରୁତ୍ବ ଦେଇ ପୁନରୁଦ୍ଧାର ପ୍ୟାକେଜ୍‌କୁ କ୍ୟାବିନେଟ ମଞ୍ଜୁରି ମିଳିଛି । ବର୍ତ୍ତମାନର ସେବାରେ ସୁଧାର ଆଣିବା ଏବଂ ୪-ଜି ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ, ଇକ୍ୟୁଟୀ ନିବେଶ ଜରିଆରେ ୪୪,୯୯୩ କୋଟି ଟଙ୍କା ବ୍ୟୟରେ ବିଏସଏନଏଲକୁ ୯୦୦/୧୮୦୦ ମେଗାହର୍ଜ ବ୍ୟାଣ୍ଡର ସ୍ପେକ୍ଟ୍ରମ ଆବଣ୍ଟନ କରାଯିବ । ଏହି ସ୍ପେକ୍ଟ୍ରମ ସହିତ, ବିଏସଏନଏଲ ବଜାର ପ୍ରତିଦ୍ବନ୍ଦ୍ବିତାର ସମ୍ମୁଖିନ ହୋଇପାରିବ ଏବଂ ଗ୍ରାମାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବ୍ୟାପିଥିବା ଏହାର ବ୍ୟାପକ ନେଟୱର୍କକୁ ବ୍ୟବହାର କରି ହାଇସ୍ପିଡ୍‌ ଡାଟା ଯୋଗାଇ ଦେଇପାରିବ ।
ସ୍ବଦେଶୀ ଜ୍ଞାନକୌଶଳ ବିକାଶକୁ ପ୍ରୋତ୍ସାହନ ଦେବା ଲାଗି, ବିଏସଏନଏଲ ଆତ୍ମନିର୍ଭର୪-ଜି ପ୍ରଯୁକ୍ତି ପ୍ରସାରିତ କରୁଛି । ଆସନ୍ତା ୪ ବର୍ଷ ମଧ୍ୟରେ ଆନୁମାନିକ ପୁଞ୍ଜି ବ୍ୟୟ ଆବଶ୍ୟକତାକୁ ପୂରଣ କରିବା ଲାଗି ଭାରତ ସରକାର ପୁଞ୍ଜି ବ୍ୟୟ ନିମନ୍ତେ ୨୨,୪୭୧ କୋଟି ଟଙ୍କାର ପାଣ୍ଠି ଯୋଗାଇ ଦେବେ । ଆତ୍ମନିର୍ଭର ୪-ଜି ପ୍ରଯୁକ୍ତିର ବିକାଶ ଏବଂ ପ୍ରସାର କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ସାବ୍ୟସ୍ତ ହେବ ।

Powered by Froala Editor

Tags Bsnl

Related articles Odisha News Lens 4.1

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15442
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14753
    Jun 24, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13489
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14860
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15105
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15012
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15036
    Jun 24, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15371
    Jun 24, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13563
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15442
    Jun 25, 2026
  • ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15105
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14860
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15036
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15199
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15028
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15639
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14504
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15442
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13563
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14860
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In