Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

Home ›› ››ମନ୍ତ୍ରୀଙ୍କ ଚମକେଇଲା ପରି ଉତ୍ତର: ମଦ ପିଇ ଧରାପଡିଥିବା ଗାଡି ଚାଳକଙ୍କ ସଂଖ୍ୟା ପାଖାପାଖି ୪ ହଜାର

ମନ୍ତ୍ରୀଙ୍କ ଚମକେଇଲା ପରି ଉତ୍ତର: ମଦ ପିଇ ଧରାପଡିଥିବା ଗାଡି ଚାଳକଙ୍କ ସଂଖ୍ୟା ପାଖାପାଖି ୪ ହଜାର

2022-07-29 07:12:32
14992
Share:
Facebook
Twitter
E-Mail
WhatsApp
Telegram
ମନ୍ତ୍ରୀଙ୍କ ଚମକେଇଲା ପରି ଉତ୍ତର: ମଦ ପିଇ ଧରାପଡିଥିବା ଗାଡି ଚାଳକଙ୍କ ସଂଖ୍ୟା ପାଖାପାଖି ୪ ହଜାର

ଭୁବନେଶ୍ବର: ରାଜ୍ୟରେ ବଢୁଛି ମଦୁଆ ଡ୍ରାଇଭରଙ୍କ ସଂଖ୍ୟା । ୨୦୨୧ରେ ମଦ ପିଇ ଧରାପଡିଥିବା ଗାଡି ଚାଳକଙ୍କ ସଂଖ୍ୟା ପାଖାପାଖି ୪ ହଜାର ରହିଛି । ୨୦୨୦ ତୁଳନାରେ ଏହା ପ୍ରାୟ ୪ ଗୁଣା ଅଧିକ । ଏଭଳି କିଛି ଚମକେଇଲା ପରି ଉତ୍ତର ବିଧାନସଭାରୁ ଆସିଛି । ବିଧାୟକ ନବଚରଣ ମାଝୀଙ୍କ ପ୍ରଶ୍ନର ଉତ୍ତରରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଗୃହରେ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ ଦର୍ଶାଇଛନ୍ତି ଯେ, ''୨୦୨୦ ମସିହାରେ ୯୫୬ ଜଣ ମଦୁଆ ଡ୍ରାଇଭରଙ୍କ ବିରୋଧରେ ଇ-ଚାଲାଣ କଟାଯାଇଥିବା ବେଳେ ୨୦୨୧ରେ ଏହି ସଂଖ୍ୟା ୩,୯୨୭ ହୋଇଥିଲା । ସେହିଭଳି ୨୦୨୦ରେ ୫୨୬ ଜଣ ମଦୁଆ ଡ୍ରାଇଭରଙ୍କ ଡ୍ରାଇଭିଂ ଲାଇସେନ୍ସ ନିଲମ୍ବିତ ହୋଇଥିବା ବେଳେ ୨୦୨୧ରେ ନିଲମ୍ବିତ ଲାଇସେନ୍ସ ସଂଖ୍ୟା ୮୧୯ ରହିଥିଲା ।''


ମନ୍ତ୍ରୀ ଆହୁରି ଦର୍ଶାଇଛନ୍ତି ଯେ, ''୨୦୦୮ ମସିହାରେ ରାଜ୍ୟରେ ସଡକ ଦୁର୍ଘଟଣାରେ ୩,୦୭୯ ଜଣ ବ୍ୟକ୍ତି ପ୍ରାଣ ହରାଇ ଥିଲେ । ୨୦୧୩ରେ ଏହା ୪,୦୪୬ରେ ପହଞ୍ଚି ଥିଲା । ୨୦୨୦ରେ ମୃତ୍ୟୁ ସଂଖ୍ୟା ୪,୭୩୮ ଥିବାବେଳେ ୨୦୨୧ରେ ଏହି ସଂଖ୍ୟା ୫୦୮୧ରେ ପହଞ୍ଚିଛି । ଚଳିତବର୍ଷ ଜାନୁଆରୀରୁ ମଇ ମାସ ମଧ୍ୟରେ ରାଜ୍ୟରେ ୨,୩୫୭ ଜଣ ସଡକ ଦୁର୍ଘଟଣାରେ ଆଖି ବୁଜିଲେଣି । ରାଜ୍ୟରେ ନିଶା ସେବନ କାରଣରୁ ଦୁର୍ଘଟଣା ବଢୁଥିବାରୁ ଏହାକୁ ରୋକିବା ଲାଗି ସୁପ୍ରିମକୋର୍ଟଙ୍କର ସଡକ ସୁରକ୍ଷା କମିଟି କଡା ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତଦନୁଯାୟୀ ମଦ ପିଇ ଧରାପଡିଥିବା ଗାଡି ଚାଳକମାନଙ୍କ ଡ୍ରାଇଭିଂ ଲାଇସେନ୍ସ ୩ ମାସ ପାଇଁ ନିଲମ୍ବନ କରାଯାଉଛି । ସେମାନଙ୍କ ବିରୋଧରେ ଗ୍ରହଣ କରାଯାଉଥିବା କାର୍ୟ୍ୟାନୁଷ୍ଠାନ ରିପୋର୍ଟ ଅଦାଲତକୁ ପଠାଯାଉଛି । ମଦୁଆ ଗାଡି ଚାଳକଙ୍କୁ ତଦାରଖ କରିବା ପାଇଁ ପୋଲିସ ବିଭାଗ ଓ ପରିବହନ ବିଭାଗର ଏନଫୋର୍ସମେଣ୍ଟ ଅଧିକାରୀମାନଙ୍କୁ ବ୍ରେଥ୍‍ ଆନାଲାଇଜର ପ୍ରଦାନ କରାଯାଉଛି ।''''ରାଜ୍ୟରେ ସଡକ ଦୁର୍ଘଟଣା ହ୍ରାସ ପାଇଁ ମଦୁଆ ଗାଡି ଚାଳକମାନଙ୍କୁ ନିୟନ୍ତ୍ରଣ କରିବାକୁ କଡା ପଦକ୍ଷେପ ଗ୍ରହଣ କରାଯାଉଛି । ବିଶେଷକରି ଦ୍ରୁତଗତିରେ ଗାଡି ଚଳାଉଥିବା ଓ ମଦ ପିଇ ଗାଡି ଚଳାଉଥିବା ଡ୍ରାଇଭରମାନଙ୍କୁ ଧରି ସେମାନଙ୍କ ଲାଇସେନ୍ସ ରଦ୍ଦ ସହିତ ଆର୍ଥିକ ଦଣ୍ଡ ମଧ୍ୟ ଲଗାଯାଉଛି । ରାଜ୍ୟର ୫ଟି ଦୁର୍ଘଟଣା ପ୍ରବଣ ରାସ୍ତାରେ ରାଜପଥ ପାଟ୍ରୋଲିଂକୁ କଡାକଡି କରାଯାଉଛି । ୧୦ଟି ଜିଲ୍ଲା ସମେତ ପୋଲିସ କମିଶନରେଟ୍‍ ଇଲାକାରେ ଟ୍ରାଫିକ ଭିଡ ନିୟନ୍ତ୍ରଣ ଲାଗି ଛାତ୍ରଛାତ୍ରୀଙ୍କୁ ସ୍ବେଚ୍ଛାସେବୀ ଭାବେ ମୁତୟନ କରାଯାଉଛି । ରାଜ୍ୟର ଯେଉଁସବୁ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଛି ତାହାକୁ ଚିହ୍ନଟ କରାଯିବା ସହିତ ଏଥର ଯେଭଳି ଦୁର୍ଘଟଣା ନ ଘଟିବ ସେ ଦିଗରେ ପଦକ୍ଷେପ ନିଆଯାଉଛି ।'' ରାଜ୍ୟ ସରକାର ସ୍କୁଲ ବସ୍‍ ପଲିସି ପ୍ରଣୟନ କରିଥିବା ବେଳେ ଆଗାମୀ ଦିନରେ ଇଣ୍ଟେଲିଜେଣ୍ଟ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ କାର୍ୟ୍ୟକାରୀ କରିବାକୁ ଯୋଜନା ରହିଛି ବୋଲି ମନ୍ତ୍ରୀ ଉତ୍ତରରେ କହିଛନ୍ତି ।

Powered by Froala Editor

Tags Assembly

Related articles Odisha News Lens 4.1

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15023
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15433
    Jun 27, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15295
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13743
    Jun 27, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15600
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15626
    Jun 26, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15399
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15186
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14327
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15180
    Jun 25, 2026
  • ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15399
    Jun 26, 2026
  • ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13743
    Jun 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15399
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15480
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15254
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15083
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15698
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15253
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14327
    Jun 26, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15399
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15186
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In