Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦୨୫ଶେଷ ସୁଦ୍ଧା ଅବସର ନେବ ମିଗ୍-୨୧

୨୦୨୫ଶେଷ ସୁଦ୍ଧା ଅବସର ନେବ ମିଗ୍-୨୧

2022-07-30 08:37:33
15381
Share:
Facebook
Twitter
E-Mail
WhatsApp
Telegram
୨୦୨୫ଶେଷ ସୁଦ୍ଧା ଅବସର ନେବ ମିଗ୍-୨୧

ନୂଆଦିଲ୍ଲୀ: ଆଗକୁ ଆଉ ଆକାଶରେ ଉଡିବନି ମିଗ୍‌-୨୧ ଯୁଦ୍ଧ ବିମାନ। ୧୯୯୯ କାର୍ଗିଲ ବିଜୟ ଓ ୨୦୧୯ ପାକିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍କୁ ସଫଳ କରାଇଥିବା ମିଗ୍-୨୧ ଲଢୁଆ ବିମାନ ଅବସର ନେବ। ୨୦୨୫ ଶେଷ ସୁଦ୍ଧା ଭାରତୀୟ ବାୟୁସେନାରୁ ସେବା ନିବୃତ୍ତ ହେବ ମିଗ୍-୨୧ ବିମାନ। ଏହି ପ୍ରକ୍ରିୟା ଆସନ୍ତା ସେପ୍ଟେମ୍ବର ୩୦ରୁ ଆରମ୍ଭ ହେବ। ଅବଶିଷ୍ଟ ୩ଟି ସ୍କ୍ୱାର୍ଡନକୁ ଆସନ୍ତା ୩ ବର୍ଷରେ ବନ୍ଦ କରାଯିବ।

ଗତ କିଛି ବର୍ଷ ଧରି ମିଗ୍-୨୧ ଦୁର୍ଘଟଣା ବୃଦ୍ଧି ପାଇବା ପରେ ମିଗ୍-୨୧କୁ ଭାରତୀୟ ସେନାରୁ ଅବସର ଦେବାକୁ ଚିନ୍ତା କରାଯାଉଥିଲା। ଗତ ଗୁରୁବାର ଦିନ ସଂଧ୍ୟାରେ ରାଜସ୍ଥାନର ବାରମେରରେ ମିଗ୍-୨୧ର ଏକ ଟ୍ରେନର ଏୟାରକ୍ରାଫ୍ଟ ରାଜସ୍ଥାନର ବାରମେର୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଦୁଇ ପାଇଲଟ୍ ଫ୍ଲାଇଟ ଲେଫ୍ଟନାଣ୍ଟ ଏ. ବାଲା ଓ ଓ୍ୱିଙ୍ଗ କମାଣ୍ଡର ରାଣାଙ୍କ ମୃତ୍ୟୁ ପରେ ମିଗ୍-୨୧କୁ ଭାରତୀୟ ବାୟୁସେନାରୁ ସେବା ନିବୃତ୍ତ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।
ପ୍ରଥମ ପର୍ୟ୍ୟାୟରେ ସେପଟେମ୍ବର ୩୦ ସୁଦ୍ଧା ଶ୍ରୀନଗରରେ ଅବସ୍ଥାପିତ ମିଗ୍-୨୧ର ଗୋଟିଏ ସ୍କ୍ୱାର୍ଡନକୁ ଅବସର ଦିଆଯିବ। ପରେ ଆଉ ୩ ବର୍ଷ ଅର୍ଥାତ ୨୦୨୫ ଶେଷ ସୁଦ୍ଧା ବାକି ୩ଟି ସ୍କ୍ୱାର୍ଡନକୁ ଅବସର ଦିଆଯିବ ବୋଲି ଭାରତୀୟ ବାୟୁସେନା ପକ୍ଷର ସୂଚନା ଦିଆଯାଇଛି। ଏହି ଅନୁସାରେ ୨୦୨୩ରେ ଗୋଟିଏ, ୨୦୨୪ରେ ଗୋଟିଏ ଓ ୨୦୨୫ରେ ଶେଷ ସ୍କ୍ୱାର୍ଡନକୁ ଅବସର ଦିଆଯିବ। ଏହାସହ ୨୦୨୫ ଶେଷ ସୁଦ୍ଧା ଭାରତୀୟ ସେନାରୁ ମିଗ୍-୨୧ ସେବା ନିବୃତ୍ତ ହେବ।

Powered by Froala Editor

Tags mig-21

Related articles Odisha News Lens 4.1

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    13845
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ

    14619
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13566
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14511
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14630
    Jun 16, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14069
    Jun 15, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14445
    Jun 16, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14547
    Jun 15, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14305
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14069
    Jun 15, 2025
  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15636
    Jun 16, 2025
  • ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14511
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15492
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15636
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14305
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14681
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14605
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15666
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16330
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14034
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14305
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14445
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14630
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In