Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ...

  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ...

  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ମଦ ଦାମ ନେଇ ବିଧାନସଭାରୁୁ ଆସିଲା ଏହି ଖବର, ଜାଣନ୍ତୁ କ’ଣ

ମଦ ଦାମ ନେଇ ବିଧାନସଭାରୁୁ ଆସିଲା ଏହି ଖବର, ଜାଣନ୍ତୁ କ’ଣ

2022-07-30 09:20:36
13936
Share:
Facebook
Twitter
E-Mail
WhatsApp
Telegram
ମଦ ଦାମ ନେଇ ବିଧାନସଭାରୁୁ ଆସିଲା ଏହି ଖବର, ଜାଣନ୍ତୁ କ’ଣ

ଭୁବନେଶ୍ୱର: ରାଜ୍ୟରେ ଏମଆରପିଠାରୁ ଅଧିକ ଦରରେ ବିକ୍ରି ହେଉଛି ଦେଶୀ ଓ ବିଦେଶୀ ମଦ। ବିଧାନସଭରେ ରାଜ୍ୟ ସରକାର ଏହାକୁ ସ୍ୱୀକାର କରିଛନ୍ତି। ପ୍ରଶ୍ନକାଳରେ ଏ ସମ୍ପର୍କିତ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ଏହା ସ୍ୱୀକାର କରିଛନ୍ତି। ମୂଳ ପ୍ରଶ୍ନକର୍ତ୍ତା ବିଧାୟକ ଅରବିନ୍ଦ ଢାଲିଙ୍କ ପ୍ରଶ୍ନରେ ଉତ୍ତର ରଖି ଅବକାରୀ ମନ୍ତ୍ରୀ ଅଶ୍ୱିନ ପାତ୍ର କହିଛନ୍ତି, ରାଜ୍ୟର ଅନେକ ସ୍ଥାନରେ ଏମଆରପିଠାରୁ ଅଧିକ ଦାମରେ ମଦ ବିକ୍ରି ହେଉଛି ।
ଅଚାନକ ପରିଦର୍ଶନ ସମୟରେ ଏଭଳି ଘଟଣା ସାମ୍ନାକୁ ଆସିଲେ ତଦନ୍ତ କରାଯାଇଥାଏ। ଅଧିକ ଦରରେ ବିକ୍ରି ଅଭିଯୋଗ ଆସିବା ମାତ୍ରେ ଜିଲ୍ଲା ସ୍ତରର ଆବଶ୍ୟକ ସ୍ତରରେ ଡିଭିଜନ ସ୍ତରରେ ତଦନ୍ତ କରାଯାଇଥାଏ। ରାଜ୍ୟସ୍ତରୀୟ ସ୍କ୍ୱାଡ ଦ୍ୱାରା ତଦନ୍ତ ହୋଇଥାଏ। ଅଭିଯୋଗ ସତ୍ୟାସତ୍ୟ ପ୍ରମାଣିତ ହେଲେ ଲାଇସେନ୍ସ ଧାରୀଙ୍କ ବିରୁଦ୍ଧରେ ସିରିୟସ ଇ-ରେଗୁଲାରିଟି ରିପୋର୍ଟ ଦାୟର ହେବା ସହ କାର୍ୟ୍ୟାନୁଷ୍ଠାନ ହୋଇଥାଏ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି ।
ଏହି କ୍ରମରେ ୨୦୨୧ -୨୨ ଆର୍ଥିକ ବର୍ଷରେ ୨୯ଟି ସିରିୟସ ଇ-ରେଗୁଲାରିଟି ରିପୋର୍ଟ ଦାୟର ହୋଇଛି । ଏ ବାବଦରେ ୨୯ ଲକ୍ଷ ଟଙ୍କାର ଜରମାନା ଆଦାୟ କରାଯାଇଛି । ସେହିପରି ୨୦୨୨-୨୩ ଜୁନ ସୁଦ୍ଧା ଏମଆରପିଠାରୁ ଅଧିକ ଦାମର ଦେଶୀ ବିଦେଶୀ ମଦ ବିକ୍ରି ଅଭିଯୋଗରେ ୩୧ଟି ଏଫ୍ ଆଇ ଆର ଦାୟର ହୋଇଛି। ସେଥିମଧ୍ୟରୁ ୮ଟି ମାମଲାରେ ୮ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। ବାକି ୨୩ ଟି ମାମଲା ବିଚାରାଧୀନ ରହିଛି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ।
ଅନ୍ୟପଟେ ବିରୋଧୀଦଳ ଉପନେତା ବିଷ୍ଣୁ ସେଠୀ ଆଜି ବିଧାନସଭାରେ ପ୍ରଶ୍ନ କରିଛନ୍ତି ଯେ, ଜନଗହଳି ଓ ମନ୍ଦିର ଠାରୁ କେତେ ଦୂରରେ ମଦ ଦୋକାନ ହେବା ଉଚିତ୍? ମଦ କିଣିଲେ ରସିଦ ଦେବାର ବ୍ୟବସ୍ଥା ଅଛି କି ବୋଲି ପ୍ରଶ୍ନକାଳରେ ବିଷ୍ଣୁ ସେଠୀ ପ୍ରଶ୍ନ କରିଥିଲେ। ଅବକାରୀ ମନ୍ତ୍ରୀ ଅଶ୍ଵିନୀ ପାତ୍ର ଏହାର ଉତ୍ତରରେ କହିଥିଲେ ଯେ, କୌଣସି ଜିନିଷ କିଣିଲେ ରସିଦ ଦେବାର ବ୍ୟବସ୍ଥା ଅଛି। ସେହିପରି ମଦ କିଣିବାରେ ମଧ୍ୟ ରସିଦ ଦେବାର ବ୍ୟବସ୍ଥା ଅଛି। ଗ୍ରାହକଙ୍କ ଉପରେ ନିର୍ଭର କରେ ସେମାନେ ରସିଦ ନେବେ କି ନାହିଁ।

Powered by Froala Editor

Tags assembly

Related articles Odisha News Lens 4.1

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15525
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    13952
    Mar 16, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13767
    Mar 15, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13703
    Mar 15, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ
    ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14403
    Mar 16, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13617
    Mar 16, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14670
    Mar 15, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14650
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    13963
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13617
    Mar 16, 2026
  • ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14403
    Mar 16, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14670
    Mar 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13703
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14194
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13945
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14515
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15130
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14993
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14670
    Mar 15, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15525
    Mar 16, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13703
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In