Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ...

  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ...

  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟର ବିଭିନ୍ନ କୋର୍ଟରେ ବିଚାରାଧୀନ ରହିଛି ୧୮.୭୯ଲକ୍ଷ ମାମଲା

ରାଜ୍ୟର ବିଭିନ୍ନ କୋର୍ଟରେ ବିଚାରାଧୀନ ରହିଛି ୧୮.୭୯ଲକ୍ଷ ମାମଲା

2022-07-31 04:59:29
14100
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟର ବିଭିନ୍ନ କୋର୍ଟରେ ବିଚାରାଧୀନ ରହିଛି ୧୮.୭୯ଲକ୍ଷ ମାମଲା

ଭୁବନେଶ୍ୱର: ରାଜ୍ୟର ତଳ କୋର୍ଟଠୁ ଆରମ୍ଭ କରି ହାଇକୋର୍ଟ ପର୍ୟ୍ୟନ୍ତ ମୋଟ ୧୮ଲକ୍ଷ ୭୯ହଜାର ୨୨୬ଟି ମାମଲା ବିଚାରାଧୀନ ରହିଛି । ସେଥିରେ ୧୫ବର୍ଷରୁ ଅଧିକ ୧ଲକ୍ଷ ୨୮ହଜାର ୧୯ଟି ମାମଲା ଥିବା ରାଜ୍ୟ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି ।
 ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ସାରକା କହିଛନ୍ତି ଯେ, ହାଇକୋର୍ଟଙ୍କ ଅନୁମୋଦନ ପାଇବା ପରେ ଜନସାଧାରଣଙ୍କୁ ମାମଲାଗୁଡ଼ିକର ତୁରନ୍ତ ଫଇସଲା କରିବା ନିମନ୍ତେ ରାଜ୍ୟର ସମସ୍ତ ବ୍ଲକସ୍ତରରେ ପର୍ୟ୍ୟାୟକ୍ରମେ ଗୋଟିଏ ଗୋଟିଏ ସିଭିଲ ଜଜ୍ (ଜୁନିୟର ଡିଭିଜନ) ତଥା ଜେଏମଏଫସି କୋର୍ଟ ଖୋଲିବା ପାଇଁ ରାଜ୍ୟ ସରକାର ବିହିତ ପଦକ୍ଷେପ ମାନ ଗ୍ରହଣ କରୁଛନ୍ତି । ହାଇକୋର୍ଟରେ ୨୦୨୨ ଜୁଲାଇ ୨୫ତାରିଖ ସୁଦ୍ଧା ମୋଟ ୫୮୩୬ଟି ସିଭିଲ୍ କେସ୍ ଓ ୪୪୯୩ଟି କ୍ରିମିନାଲ କେସ୍ ବିଚାରାଧୀନ ରହିଛି । ତଳ କୋର୍ଟରେ ୨୦୨୨ ଜୁନ୍ ୩୦ତାରିଖ ସୁଦ୍ଧା ମୋଟ ୧୫୫୧୮ଟି ସିଭିଲ କେସ୍ ଓ ୧ଲକ୍ଷ ୨ହଜାର ୧୭୨ଟି କ୍ରିମିନାଲ କେସ୍ ବିଚାରଧୀନ ରହିଛି । ବିଚାରଧୀନ ଥିବା ମାମଲାଗୁଡ଼ିକର ତ୍ୱରିତ୍ ବିଚାର କରିବା ପାଇଁ ହାଇକୋର୍ଟ ରାଜ୍ୟର ସମସ୍ତ ଜିଲ୍ଲା ଜଜମାନଙ୍କୁ ଚିଠି ମାଧ୍ୟମରେ ଆଦେଶ ଦେଇଛନ୍ତି ।

ସେହିପରି ବିଧାୟିକା କୁସୁମ ଟେଟେଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ସାରକା କହିଛନ୍ତି ଯେ, ୨୦୨୨ ଜୁନ୍ ୩୦ତାରିଖ ସୁଦ୍ଧା ରାଜ୍ୟରେ ମୋଟ ୧୮ଲକ୍ଷ ୬୮ହଜାର ୮୯୭ଟି ମାମଲା ବିଚାରାଧୀନ ରହିଛି । ଏହି ମାମଲାଗୁଡ଼ିକର ତ୍ୱରିତ୍ ସମାଧାନ ପାଇଁ ନିୟମିତ ଭାବେ ନୋଟିସ୍ ଓ ଅନୁସ୍ମାରକ ପଠାଇବା, ପୁରୁଣା ମାମଲାଗୁଡ଼ିକୁ ଚିହ୍ନଟ କରି ଶୁଣାଣି କରିବା, ଆବଶ୍ୟକତା ଅନୁସାରେ ବିଭିନ୍ନ ମାମଲାରେ ନିୟମିତ ସାକ୍ଷ୍ୟ ଗ୍ରହଣ କରିବା ଓ ମାମଲା ଗୁଡ଼ିକର ନିୟମିତ ଶୁଣାଣି କରିବା ସହ ଅନ୍ୟାନ୍ୟ ବିହିତ ପଦକ୍ଷେପ ଗ୍ରହଣ କରାଯାଉଛି ।

Powered by Froala Editor

Tags Assembly

Related articles Odisha News Lens 4.1

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    13953
    Mar 16, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14651
    Mar 16, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13704
    Mar 15, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13768
    Mar 15, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ
    ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14404
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    13964
    Mar 16, 2026
  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ
    ଦେଶ-ଦେଶାନ୍ତର

    ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ

    14043
    Mar 16, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14671
    Mar 15, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15526
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    13953
    Mar 16, 2026
  • ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14404
    Mar 16, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ

    14043
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13704
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14194
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13945
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14515
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15130
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14993
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    13964
    Mar 16, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15526
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    13953
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In