Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

ରାଜ୍ୟ
Home ›› ରାଜ୍ୟ ››ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଅସଦାଚରଣ ଅଭିଯୋଗ, ଏଏସ୍‌ଆଇ ଗିରଫ

ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଅସଦାଚରଣ ଅଭିଯୋଗ, ଏଏସ୍‌ଆଇ ଗିରଫ

2022-07-31 09:01:55
14151
Share:
Facebook
Twitter
E-Mail
WhatsApp
Telegram
ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଅସଦାଚରଣ ଅଭିଯୋଗ, ଏଏସ୍‌ଆଇ ଗିରଫ

ଫୁଲବାଣୀ: ଖାକିରେ ଦାଗ । ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଜଣେ ପୁଲିସ ଅଧିକାରୀ ଅସଦାଚରଣ କରାଯାଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ ଅଭିଯୋଗ ହୋଇଛି । ଏନେଇ ଅଭିଯୁକ୍ତ ଏଏସ୍‌ଆଇ ବିଭୁଦତ୍ତ ଶର୍ମାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁଶାନ୍ତ ସେଠୀ କହିଛନ୍ତି ।

ଗତ ୨୮ ତାରିଖରେ ଅଭିଯୋଗକାରିଣୀ ମହିଳା ପୁଲିସ ଜିଲ୍ଲା କୋର୍ଟରେ କାର୍ୟ୍ୟରେ ବ୍ୟସ୍ତ ରହିଥିଲେ । ଏଏସ୍‌ଆଇ ବିଭୁଦତ୍ତ ଶର୍ମା ହଠାତ ରୁମ୍‌କୁ ପଶି ଆସି ତାଙ୍କୁ ଅସଦାଚରଣ କରିଥିଲେ । ପ୍ରତିବାଦ କରିବାରୁ ଏଏସ୍‌ଆଇ ଜଣଙ୍କ ତାଙ୍କୁ ଧମକ ଚମକ ଦେଇଥିଲେ । ଏନେଇ କନ୍‌ଷ୍ଟେବଲ୍‌ଙ୍କ ଅଭିଯୋଗକୁ ଭିତ୍ତି କରି ଟାଉନ ଥାନାରେ ମାମଲା ରୁଜୁ କରାଯାଇଛି ।

Powered by Froala Editor

Tags Arrested

Related articles Odisha News Lens 4.1

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14949
    Jul 11, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14541
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15214
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15150
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13503
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14220
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15265
    Jul 11, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13886
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13692
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14541
    Jul 11, 2026
  • ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14949
    Jul 11, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15265
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14509
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15526
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15631
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15436
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15303
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14949
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ

    14942
    Jul 10, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13692
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In