Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଡ଼ ଘୋଷଣା କଲେ ମମତା : ପଶ୍ଚିମବଙ୍ଗରେ ଗଠନ ହେବ ୭ ନୂଆ ଜିଲ୍ଲା

ବଡ଼ ଘୋଷଣା କଲେ ମମତା : ପଶ୍ଚିମବଙ୍ଗରେ ଗଠନ ହେବ ୭ ନୂଆ ଜିଲ୍ଲା

2022-08-01 20:19:07
14897
Share:
Facebook
Twitter
E-Mail
WhatsApp
Telegram
ବଡ଼ ଘୋଷଣା କଲେ ମମତା : ପଶ୍ଚିମବଙ୍ଗରେ ଗଠନ ହେବ ୭ ନୂଆ ଜିଲ୍ଲା

ପଶ୍ଚିମବଙ୍ଗରେ ୭ନୂତନ ଜିଲା ଗଠନ ହେବ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏହି ଘୋଷଣା କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଜିଲା ସଂଖ୍ୟା ୩୦ରେ ପହଞ୍ଚିବ। ଏଥିସହ ବୁଧବାର ତାଙ୍କ କ୍ୟାବିନେଟର ସମ୍ପ୍ରସାରଣ ହେବ ବୋଲି ମମତା ସୂଚନା ଦେଇଛନ୍ତି। କୁହାଯାଉଛି, ୪ରୁ ୫ ଜଣ ନୂଆ ମନ୍ତ୍ରୀ କ୍ୟାବିନେଟରେ ସାମିଲ ହୋଇପାରନ୍ତି।

ଏମ ମମତା ବାନାର୍ଜୀ ଘୋଷଣା କରି କହିଛନ୍ତି, ପୂର୍ବରୁ ପଶ୍ଚିମବଙ୍ଗରେ ୨୩ଟି ଜିଲ୍ଲା ଥିଲା ଏବେ ଏହାକୁ ବଢାଇ ୩୦ କରାଯିବ । ୭ଟି ନୂଆ ଜିଲ୍ଲାରେ ସୁନ୍ଦରବନ, ଇଚ୍ଛେମତୀ, ରାଣାଘଟ, ବିଷ୍ଣୁପୁର, ଜଙ୍ଗୀପୁର, ବେହରାମପୁର ଏବଂ ବଶୀରହାଟ ସାମିଲ ଅଛନ୍ତି ।

ଏହାଛଡା ମୁଖ୍ୟମନ୍ତ୍ରୀ କ୍ୟାବିନେଟର ଅଦଳବଦଳ ନେଇ ମଧ୍ୟ ସୂଚନା ଦେଇଛନ୍ତି । ସେ କହିଛନ୍ତି, କିଛି ରିପୋର୍ଟରେ ଦାବି କରାଯାଇଛି ଯେ ଆମେ ପୂରା କ୍ୟାବିନେଟ ଭାଙ୍ଗିବାକୁ ଯାଉଛୁ, ଏହା ସମ୍ପୂର୍ଣ୍ଣ ଭୁଲ । ଅଦଳବଦଳ ହେବ କିନ୍ତୁ କିଛି ମନ୍ତ୍ରଣାଳୟରେ । ଆମେ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀ ଏବଂ ସାଧନ ପାଣ୍ଡେଙ୍କୁ ହରାଇଛୁ । ପାର୍ଥ ଜେଲରେ ଅଛନ୍ତି ଏଥିପାଇଁ ତାଙ୍କ ସବୁ କାମ କରିବାର ଅଛି । ମୁଁ ଏକାକୀ ସମ୍ଭାଳିବା ସମ୍ଭବ ନୁହେଁ । ଏଥିପାଇଁ ବୁଧବାର କ୍ୟାବିନେଟରେ ଅଦଳବଦଳ କରାଯିବ ।

ପଞ୍ଜାୟତିରାଜ, ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ, ଖାଉଟି ବ୍ୟାପାର ଓ ସ୍ବୟଂସହାୟକ ଗୋଷ୍ଠୀ ବିଭାଗ ଏବେ ମମତାଙ୍କ ଅଧୀନରେ ରହିଛି। ଦୁର୍ନୀତି ମାମଲାରେ ପାର୍ଥ ଚାଟାର୍ଜୀ ମନ୍ତ୍ରିମଣ୍ଡଳରୁ ବିଦା ହେବା ପରେ ତାଙ୍କ ଅଧୀନରେ ଥିବା ଶିଳ୍ପ, ସଂସଦୀୟ ବ୍ୟାପାର ଆଦି ବିଭାଗ ମୁଖ୍ୟମନ୍ତ୍ରୀଙ୍କ ହାତକୁ ଆସିଛି। ଫଳରେ କ୍ୟାବିନେଟ ସମ୍ପ୍ରସାରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଷ୍ପତ୍ତି ନେଇଛନ୍ତି।

Powered by Froala Editor

Tags mamata

Related articles Odisha News Lens 4.1

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15537
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14064
    Nov 05, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15037
    Nov 06, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13659
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14583
    Nov 05, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15441
    Nov 06, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13902
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13530
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14599
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14599
    Nov 06, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13902
    Nov 05, 2026
  • ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13530
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17255
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17956
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17898
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18318
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13890
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14862
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15841
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15021
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16212
    Oct 26, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13935
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14019
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14415
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15858
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13659
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13902
    Nov 05, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15141
    Nov 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In