Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ବିଶେଷ
Home ›› ବିଶେଷ ››ରକ୍ତଚାପର କାରଣ ହୋଇପାରେ ପାରାସିଟାମଲ

ରକ୍ତଚାପର କାରଣ ହୋଇପାରେ ପାରାସିଟାମଲ

2022-08-03 04:04:13
14083
Share:
Facebook
Twitter
E-Mail
WhatsApp
Telegram
ରକ୍ତଚାପର କାରଣ ହୋଇପାରେ ପାରାସିଟାମଲ

କରୋନା କଳାରେ ‘ପାରାସିଟାମଲ’ର ଚାହିଦା ଢ଼େର ବଢ଼ି ଯାଇଛି। ସବୁ ଥଣ୍ଡା ଜ୍ୱର ରୋଗୀ ଏବେ ପାରାସିଟାମଲ୍‌ ମେଡିସିନ୍‌କୁ ହିଁ ଖୋଜୁଛନ୍ତି।  ଗୋଡ଼ ହାତ ବିନ୍ଧା ହୋଇ ଜ୍ୱର ହେଲେ ସାଧାରଣତଃ ପାରାସିଟାମଲ ଔଷଧ ଖିଆଯାଏ। ଶରୀର ତାପମାତ୍ରା କମ୍‌ କରିବା ପାଇଁ ଏହା ବେଶ୍‌ ଉପଯୋଗୀ। ତେବେ ‘ପାରାସିଟାମଲ’ ଔଷଧର ଲଗାତର ସେବନ ହୋଇପାରେ ଘାତକ। ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ରକ୍ତଚାପ ବଢ଼ିବା ସହ ହଦୃଘାତ୍‌ ଆଶଙ୍କା ବଢ଼ିପାରେ।

‘ଦ ଟେଲିଗ୍ରାଫ’ ୟୁକେର ରିପୋର୍ଟ ଅନୁଯାୟୀ, ଏଡିନବର୍ଗ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ନିକଟରେ ୧୧୦ ଜଣ ରୋଗୀଙ୍କ ଉପରେ ଅଧ୍ୟୟନ କରିଥିଲେ। ଏମାନଙ୍କୁ ଏକ ସପ୍ତାହ ଯାଏଁ ଦିନରେ ଏକ ଗ୍ରାମ ହିସାବରେ ୪ ଥର ପାରାସିଟାମଲ ଔଷଧ ଖାଇବାକୁ ଦିଆଯାଇଥିଲା। ତେବେ ୪ ଦିନ ମଧ୍ୟରେ ପରାସିଟାମଲ ଦିଆଯାଉଥିବା ରୋଗୀଙ୍କ ମଧ୍ୟରୁ ୨୦ ପ୍ରତିଶତଙ୍କ ମଧ୍ୟରେ ରକ୍ତଚାପ ବଢ଼ିଯାଇଥିବା ଦେଖିବାକୁ ମିଳିଥିଲା। ହୃଦଘାତ କିମ୍ବା ଷ୍ଟ୍ରୋକ ହେବା ସମ୍ଭାବନା ମଧ୍ୟ ୨୦ପ୍ରତିଶତ ବଢ଼ିଯାଇଥିଲା।
ଏଡିନବର୍ଗ ବିଶ୍ୱବିଦ୍ୟାଳର ପ୍ରଫେସର ଡେଭିଡ ୱେବ କହିବା ମୁତାବକ, ‘ଆମେ ସର୍ବଦା ଭାବୁ ଯେ ରକ୍ତଚାପ କମାଇବା ପାଇଁ ଜଣାଶୁଣା ଆଇବୁପ୍ରୋଫେନ୍ ଭଳି ଔଷଧ ବ୍ୟବହାର ବନ୍ଦ କରିବାକୁ ଯଦି ଆମେ ରୋଗୀଙ୍କୁ ପରାମର୍ଶ ଦେବାକୁ ଚେଷ୍ଟା କରୁ, ତେବେ ପାରାସିଟାମଲ ଏକ ନିରାପଦ ବିକଳ୍ପ ହେବ। କିନ୍ତୁ ହୃଦଘାତ କିମ୍ବା ଷ୍ଟ୍ରୋକ ହେବାର ଆଶଙ୍କା ଥିବା ରୋଗୀମାନେ ପାରାସିଟାମଲ ବ୍ୟବହାର ବନ୍ଦ କରିବା ଉପରେ ଧ୍ୟାନ ଦେବା ଉଚିତ୍।’
ସେ ଆହୁରି କହିଛନ୍ତି, ‘ଆମେ ସୁପାରିଶ କରିବୁ ଯେ କ୍ଲିନିକାଲ ବିଶେଷଜ୍ଞମାନେ ପ୍ରଥମେ ରୋଗୀଙ୍କୁ ପାରାସିଟାମୋଲର କମ୍ ଡୋଜରୁ ଆରମ୍ଭ କରନ୍ତୁ ଏବଂ ଯନ୍ତ୍ରଣାକୁ ନିୟନ୍ତ୍ରଣ କରିବା ପାଇଁ ଆବଶ୍ୟକତା ଠାରୁ ଅଧିକ ନ ଯାଇ ପର୍ୟ୍ୟାୟକ୍ରମେ ଏହାର ମାତ୍ରା ବୃଦ୍ଧି କରନ୍ତୁ। ଯେଉଁମାନଙ୍କର ଉଚ୍ଚ ରକ୍ତଚାପ ଥିବ, ସେମାନଙ୍କ କ୍ଷେତ୍ରରେ ଡାକ୍ତରମାନେ ଅଧିକ ଦାୟିତ୍ୱବାନ ହୋଇ ପ୍ରଥମେ କମ୍ ଡୋଜ୍‌ର ପାରାସିଟାମଲ୍‌ ଦେବା ଉଚିତ୍‌।’

ସେହିପରି ବିଶେଷଜ୍ଞଙ୍କ କହିବା ମୁତାବକ, ଯନ୍ତ୍ରଣା ଦୂର କରିବା ପାଇଁ ଯେଉଁମାନଙ୍କର ପାରାସିଟାମଲ ଖାଇବା ନିହାତି ଜରୁରୀ, ସେମାନେ ତା’ ପୂର୍ବରୁ ନିଜ ରକ୍ତଚାପକୁ ନିୟନ୍ତ୍ରଣରେ ରଖିବା ଉଚିତ। ନଚେତ୍ ଏହା ହୃଦ୍‌ଘାତର କାରଣ ହୋଇପାରେ।

Powered by Froala Editor

Tags Heart attack

Related articles Odisha News Lens 4.1

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15168
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14406
    Aug 17, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14907
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13566
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14988
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14758
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15657
    Aug 17, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14783
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14473
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14473
    Aug 18, 2026
  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14406
    Aug 17, 2026
  • ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14988
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15657
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13745
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14854
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14627
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14466
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14246
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14644
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14406
    Aug 17, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14758
    Aug 18, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15168
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In