Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ରାଜ୍ୟ
Home ›› ରାଜ୍ୟ ››ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪୦ ଶ୍ରମିକ ଆହତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪୦ ଶ୍ରମିକ ଆହତ

2022-08-05 07:22:15
13743
Share:
Facebook
Twitter
E-Mail
WhatsApp
Telegram
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪୦ ଶ୍ରମିକ ଆହତ

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ବିଜୁ ଏକ୍ସପ୍ରେସ ୱେର ପିପଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଓଲଟି ୪୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଧର୍ମଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଶ୍ରମିକ ଥିବା ଜଣାଯାଇଛି।
ଆଜି ସକାଳେ ବେହେରା ଅଞ୍ଚଳର ପଳସପାଣି ଗାଁରୁ ପ୍ରାୟ ୪୦ ଜଣ ଶ୍ରମିକ ଧାନ ରୋଇବାକୁ ଧର୍ମଗଡ଼ ଆସୁଥିଲେ। ଏହି ସମୟରେ ବିଜୁ ଏକ୍ସପ୍ରେସ ୱେର ପିପଲା ନିକଟରେ ଭ୍ୟାନଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁଘର୍ଟଣାରେ ୪୦ ଜଣ ଶ୍ରମିକ ଆହତ ହୋଇଥିଲେ। ପୁଲିସ ଓ ସ୍ଥାନୀୟ ଲୋକ ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।ଦୁର୍ଘଟଣା ପରେ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଥିଲା।

Powered by Froala Editor

Tags Accident

Related articles Odisha News Lens 4.1

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15358
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14972
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14786
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14475
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15022
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15572
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15342
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15063
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14426
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15342
    Oct 01, 2026
  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15022
    Sep 30, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15572
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17140
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17829
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15168
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14011
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15750
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15316
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14691
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14385
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15063
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15358
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14786
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In