Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

  • ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ...

  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ...

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ...

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ...

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ...

  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ...

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

ରାଜ୍ୟ
Home ›› ରାଜ୍ୟ ›› ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

2022-08-07 05:38:29
15383
Share:
Facebook
Twitter
E-Mail
WhatsApp
Telegram
 ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଭୁବନେଶ୍ବରରେ ପହଞ୍ଚିବେ । ରାତିରେ ଭୁବନେଶ୍ବରର ରାତ୍ରି ଯାପନ ପରେ ସକାଳେ ଶ୍ରାବଣ ମାସ ଶେଷ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ । ଏଥିସହ ଭୁବନେଶ୍ୱର ଓ କଟକରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ସହ ପ୍ରଜାତନ୍ତ୍ର ଖବରକାଗଜର ୭୫ତମ ପ୍ରତିଷ୍ଠା ଦିବସରେ ଶାହ ସାମିଲ ହେବେ । ଏନେଇ ଶନିବାର ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ସୂଚନା ଦେଇଥିଲେ ।
 ସମୀର ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ ଅନୁସାରେ, ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱର ବିମାନବନ୍ଦରରେ ରାତିରେ ପହଞ୍ଚିବେ । ଦଳୀୟ ନେତା ଓ କର୍ମୀ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିବେ । ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ କେନ୍ଦ୍ରମନ୍ତ୍ରୀ ରାତ୍ରି ଯାପନ କରିବେ । ଅଗଷ୍ଟ ୮ ତାରିଖ ଶ୍ରାବଣ ମାସ ଶେଷ ସୋମବାର ସକାଳେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି ।ଏହାପରେ ସେ କଟକ ଗସ୍ତ କରିବେ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଉଭୟ ଭୁବନେଶ୍ୱର ଓ କଟକ କାର୍ୟ୍ୟକ୍ରମରେ ଓଡ଼ିଆ ପୁଅ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିବେ । ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ପାଳନ କରାଯାଉଛି । ଏହି ଅବସରରେ କଟକରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଜନ୍ମସ୍ଥାନ ପରିଦର୍ଶନ କରିବେ ଶାହ । ଏଥିସହ ପ୍ରମୁଖ ସ୍ଵାଧୀନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ପୂର୍ବତନ ରାଜ୍ୟପାଳ ଡକ୍ଟର ହରେକୃଷ୍ଣ ମହତାବଙ୍କ ଦ୍ୱାରା ସ୍ଥାପିତ ପ୍ରଜାତନ୍ତ୍ର ଖବରକାଗଜର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ କେନ୍ଦ୍ର ଗୃହମନ୍ତ୍ରୀ । ପରବର୍ତ୍ତୀ ସମୟରେ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ରାଜନୈତିକ କାର୍ୟ୍ୟକ୍ରମରେ ଯୋଗଦେବେ । ଦଳୀୟ ନେତା ଓ କର୍ମୀଙ୍କ ସହିତ ଆଲୋଚନା କରିବାର କାର୍ୟ୍ୟକ୍ରମ ମଧ୍ୟ ରହିଛି ।

ସୋମବାର ଅପରାହ୍ନ ୫ଟାରେ ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଡ଼ିଜିଟାଲ ଇଣ୍ଡିଆ ପବ୍ଲିସର ଦ୍ୱାରା ପ୍ରସ୍ତୁତ ହୋଇଥିବା ମୋଦି@୨୦ର ବୁକ୍ ରିଡ଼ିଂ କାର୍ୟ୍ୟକ୍ରମରେ ଯୋଗଦେବେ । ସନ୍ଧ୍ୟା ୬.୩୦ରେ ଭୁବନେଶ୍ୱର ବିମାନବନ୍ଦରରୁ ଫେରିଯିବେ । 

Powered by Froala Editor

Tags Amit saha

Related articles Odisha News Lens 4.1

  • ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ପୁରସ୍କାର, ୨୦୨୬କୁ ରଖିଲେ ଆଶା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ପୁରସ୍କାର, ୨୦୨୬କୁ ରଖିଲେ ଆଶା

    14611
    Oct 10, 2025
  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

    15259
    Oct 10, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ
    ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13959
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    15172
    Oct 09, 2025
  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା
    ଦେଶ-ଦେଶାନ୍ତର

    ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା

    15213
    Oct 09, 2025
  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି
    ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14681
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14397
    Oct 09, 2025
  • ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ମୋଦୀ
    ଦେଶ-ଦେଶାନ୍ତର

    ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ମୋଦୀ

    13908
    Oct 10, 2025
  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ
    ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14547
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14397
    Oct 09, 2025
  • ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14547
    Oct 09, 2025
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ପୁରସ୍କାର, ୨୦୨୬କୁ ରଖିଲେ ଆଶା

    14611
    Oct 10, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16771
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16869
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17230
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15685
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15637
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13625
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14192
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14253
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15292
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14262
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14059
    Sep 16, 2025
  • ଶସ୍ତା ହେଲା ସୁନା

    14389
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14959
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

    15259
    Oct 10, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    15172
    Oct 09, 2025
  • ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ମୋଦୀ

    13908
    Oct 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In