Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ପଲାଶ-ସ୍ମୃତି ପୁଣି ଏକାଠି !

  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

  • ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ...

  • ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ...

  • ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ

  • ଏହି ତିନୋଟି ରାଜ୍ୟରେ ପ୍ରଚାର କାର୍ଯ୍ୟ ...

  • ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା

  • ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୁଣି ସମରାଭ୍ୟାସର ଧମକ ଦେଲା ଚାଇନା

ପୁଣି ସମରାଭ୍ୟାସର ଧମକ ଦେଲା ଚାଇନା

2022-08-07 20:56:09
13954
Share:
Facebook
Twitter
E-Mail
WhatsApp
Telegram
ପୁଣି ସମରାଭ୍ୟାସର ଧମକ ଦେଲା ଚାଇନା

ଆମେରିକା ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍  ବାଚସ୍ପତି ନାନ୍ସି ପେଲୋସିଙ୍କ ଗସ୍ତକୁ ନେଇ ଆରମ୍ଭ ହୋଇଥିବା ଚୀନ୍- ତାଇଓ୍ୱାନ୍-ଆମେରିକା ବିବାଦ ଶାନ୍ତ ପଡ଼ିବାର ନାଁ ଧରୁନି ।  ଚାଇନା ରାଗରେ ନିଆଁବାଣ ହୋଇପଡିଛି। ତାଇୱାନକୁ ଲାଗିଥିବା ଷ୍ଟ୍ରେଟ୍‌ରେ ସମାରାଭ୍ୟାସ ଜାରି ରଖିଛି।

ଡ୍ରାଗନ କହିଛି, ବର୍ତ୍ତମାନ ୟେଲୋ ଏବଂ ବୋହାଇ ସମୁଦ୍ରରେ ମଧ୍ୟ ସାମରିକ କାର୍ଯ୍ୟ ଆରମ୍ଭ କରିବ। ଚୀନ୍ ସେନା ମିଡିଆନ୍ ଲାଇନର ପୂର୍ବ ପଟେ ନିୟମିତ ସମରାଭ୍ୟାସ କରିବ। ଅର୍ଥାତ୍ ତାଇଓ୍ୱାନ୍ ଷ୍ଟ୍ରେଟ୍ ଉପରେ ନିଜ ଦାଦାଗିରି ଦେଖାଇ ଚୀନ୍। ଏହାପୂର୍ବରୁ ଆଉ ଦୁଇଟି ସମୁଦ୍ରରେ ସମରାଭ୍ୟାସ ବିଷୟରେ ଡ୍ରାଗନ ପକ୍ଷରୁ ସୂଚନା ଦିଆଯାଇଛି।

ତାଇୱାନର ଆଖପାଖରେ ଚାଲିଥିବା ସମରାଭ୍ୟାସରେ ଚାଇନା ମଧ୍ୟ ଅନେକ ବାଲିଷ୍ଟିକ କ୍ଷେପଣାସ୍ତ୍ରର ପରୀକ୍ଷଣ କରିଥିଲା। ଏହି କ୍ଷେପଣାସ୍ତ୍ର ପରୀକ୍ଷଣ ତାଇୱାନର ରାଜଧାନୀ ତାଇପେଇ ଦେଇ ଯାଇଥିଲା। ତେଣେ ଏହି ମିଡିଆନ୍ ଲାଇନର ୨ ପଟେ ଉଭୟ ଦେଶର ପ୍ରାୟ ୧୦ଟି ଯୁଦ୍ଧପୋତ ସାମ୍ନାସାମ୍ନି ହୋଇ ଅଟକି ରହିଥିବା ସୂଚନା ମିଳିଛି।

Powered by Froala Editor

Tags china

Related articles Odisha News Lens 4.1

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14918
    Apr 09, 2026
  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ
    ମନୋରଞ୍ଜନ

    ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

    15506
    Apr 09, 2026
  • ସିନେମା ହଲକୁ ଆସିବ  ‘ଚାନ୍ଦ ମେରା ଦିଲ୍’
    ମନୋରଞ୍ଜନ

    ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

    14521
    Apr 09, 2026
  • ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା

    13549
    Apr 08, 2026
  • ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ
    ଦେଶ-ଦେଶାନ୍ତର

    ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ

    13644
    Apr 08, 2026
  • ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା
    ଦେଶ-ଦେଶାନ୍ତର

    ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା

    14108
    Apr 08, 2026
  • ଏହି ତିନୋଟି ରାଜ୍ୟରେ ପ୍ରଚାର କାର୍ଯ୍ୟ ଶେଷ, ୯ରେ ଭୋଟକୁ ଅପେକ୍ଷା
    ଦେଶ-ଦେଶାନ୍ତର

    ଏହି ତିନୋଟି ରାଜ୍ୟରେ ପ୍ରଚାର କାର୍ଯ୍ୟ ଶେଷ, ୯ରେ ଭୋଟକୁ ଅପେକ୍ଷା

    15233
    Apr 08, 2026
  • ପଲାଶ-ସ୍ମୃତି ପୁଣି ଏକାଠି !
    ମନୋରଞ୍ଜନ

    ପଲାଶ-ସ୍ମୃତି ପୁଣି ଏକାଠି !

    14827
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ
    ବିଶେଷ

    ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13783
    Apr 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପଲାଶ-ସ୍ମୃତି ପୁଣି ଏକାଠି !

    14827
    Apr 09, 2026
  • ଦେଶ-ଦେଶାନ୍ତର

    ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା

    14108
    Apr 08, 2026
  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14918
    Apr 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17408
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17465
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17816
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16293
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14918
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13783
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14306
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15685
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14159
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15319
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15049
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15553
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13850
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଲାଶ-ସ୍ମୃତି ପୁଣି ଏକାଠି !

    14827
    Apr 09, 2026
  • ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା

    13549
    Apr 08, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13783
    Apr 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In