Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

ବିଶେଷ
Home ›› ବିଶେଷ ››ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ

ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ

2022-08-08 04:53:17
14310
Share:
Facebook
Twitter
E-Mail
WhatsApp
Telegram
ତମ୍ବା ପାତ୍ରରେ ପିଅନ୍ତୁ ପାଣି ମିଳିବ ସୁଫଳ

ସାଧାରଣ ଭାବେ ଆମେ ସମସ୍ତେ ଷ୍ଟିଲ, କାଚ ତଥା ପ୍ଲାଷ୍ଟିକ ଗ୍ଲାସରେ ପାଣି ପିଇଥାଉ। କିନ୍ତୁ କଣ ଆପଣ ଜାଣନ୍ତି କି ତମ୍ବା ପାତ୍ରରେ ପାଣି ପିଇବାକୁ କାହିଁକି ପରାମର୍ଶ ଦିଆଯାଏ। ଆମେ ଅନେକ ଥର ଆମ ଗୁରୁଜନଙ୍କଠୁ ଏହି ଉପଦେଶ ଶୁଣିବାକୁ ପାଉ ଯେ ତମ୍ବା ତଥା କପର ଗ୍ଲାସରେ ପାଣି ପିଇଲେ ଏହା ଆମ ଶରୀର ପାଇଁ ଭଲ ହୋଇଥାଏ। କିନ୍ତୁ ଆମେ ତାହାର ଫାଇଦା ସମ୍ପର୍କରେ ଜାଣିନଥାଉ।

ଭାରତୀୟ ପରମ୍ପରା ଅନୁସାରେ ତମ୍ବା ପାତ୍ରରେ ପାଣି ପିଆଯାଇଥାଏ । ଯାହାର ବହୁତ କିଛି ଫାଇବା ରହିଥାଏ । ବର୍ତ୍ତମାନ ଏହି କଥାର ସତ୍ୟତା ଥିବା ମେଡିକାଲ ରିପୋର୍ଟରୁ ପ୍ରକାଶ ପାଇଛି । ତେବେ ଆମ ପୂର୍ବଜ ମାନଙ୍କ ଦ୍ବାରା ଗ୍ରହଣ କରାଯାଇଥିବା ଉପାୟ ଗୁଡିକ ଆମେ ପଛରେ ପକାଇ ଆଗକୁ ବଢିବାରେ ଲାଗିଛେ, ଯାହା ସମ୍ପୂର୍ଣ୍ଣ ଭାବେ ଭୁଲ୍ ।

ଯଦି ଆମେ ପୁଣିଥିରେ ସେହି ସବୁ ଉପାୟ ଗୁଡିକ ଗ୍ରହଣ କରିବେ ତେବେ ଆମ ଶରୀରରେ କୌଣସି ପ୍ରକାର ରୋଗ ପ୍ରବେଶ କରିବ ନାହିଁ ଏବଂ ଶରୀରକୁ ବିଭିନ୍ନ ପ୍ରକାରର ଉପକାର ମିଳିବ । ଏହିପରି ଏକ ଉପାୟ ହେଉଛି ଏକ ତମ୍ବା ପାତ୍ରରେ ରାତିରେ ପାଣି ରଖି ସେହି ପାଣିକୁ ସକାଳେ ପିଇବା । ତମ୍ବା ପାତ୍ରରେ ରଖାଯାଇଥିବା ପାଣି ଆମ ଶରୀର ପାଇଁ ବହୁ ଲାଭଦାୟକ ହୋଇଥାଏ । ଏହାସହ ଆୟୁର୍ବେଦ ମଧ୍ୟ କହେ କି ତମ୍ବା ପାତ୍ରରେ ରଖାଯାଇଥିବା ପାଣି ପିଇବା ଦ୍ବାରା ବହୁ ପ୍ରକାରର ରୋଗରୁ ମୁକ୍ତି ମିଳିଥାଏ ।

ତେବେ ସାଇଣ୍ଟିଫିକ ଦୃଷ୍ଟିରୁ ଏହି ପାଣିକୁ ପିଇବା ଦ୍ୱାରା ବ୍ୟାକ୍ଟେରିଆ ଓ ଦୂଷିତ ପଦାର୍ଥକୁ ମରିବାର କ୍ଷମତା ରଖଥାଏ। ଏହି ପାଣିରେ ତମ୍ବାର ତତ୍ତ୍ୱ ମିଶିଯାଏ। ଯାହା ଆମ ଶରୀରରେ ଥିବା ହାନିକାରକ ପଦାର୍ଥକୁ ନଷ୍ଟ କରିଦିଏ। ଏମିତିରେ ଆମକୁ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଏବେ ଜାଣନ୍ତୁ ଏହି ପାତ୍ରରେ ପାଣି ପିଇବା ଦ୍ୱାରା କେଉଁ ଫାଇଦା ମିଳେ..

ଗ୍ୟାସ ସମସ୍ୟାରୁ ମୁକ୍ତି:
ତମ୍ବା ପାତ୍ରରେ ରଖାଯାଇଥିବା ପାଣିକୁ ପିଇବା ଦ୍ବାରା ଏସିଡିଟି କିମ୍ବା ଗ୍ୟାସ ସମସ୍ୟାରୁ ମୁକ୍ତି ମିଳିବାସହ ହଜମ ପ୍ରକ୍ରିୟାରେ ସୁଧାର ଆସିଥାଏ ।

କୋଲଷ୍ଟୋଲ ପରିମାଣ କମ୍ ହୋଇଥାଏ :
ତମ୍ବା ପାତ୍ରରେ ରଖାଯାଇଥିବା ପାଣିକୁ ପିଇବା ଦ୍ବାରା ଶରୀରରେ କୋଲଷ୍ଟୋଲ ପରିମାଣ କମ୍ ହେବାସହ ହାର୍ଟ ମଜବୁତ୍ ହୋଇଥାଏ ।

ରକ୍ତ ହିନତାରୁ ମିଳିଥାଏ ମୁକ୍ତି :
ତମ୍ବା ପାତ୍ରରେ ଅତି କମରେ ୮ ଘଣ୍ଟା ପର୍ଯ୍ଯନ୍ତ ପାଣି ରଖି ସେହି ପାଣିକୁ ପିଇବା ଦ୍ବାରା ଏନିମିୟା ତଥା ରକ୍ତ ହିନତା ରୋଗକୁ ମୁକ୍ତି ମିଳିଥାଏ । ଏହି ପାଣିରେ ଭରପୁର ଥିବା କପର ଆପଣଙ୍କ ଶରୀରରେ ଥିବା ରକ୍ତ ହିନତାକୁ ଦୂର କରିବାରେ ସାହାଯ୍ଯ କରିଥାଏ ।

କ୍ୟାନ୍ସରରୁ ବର୍ତ୍ତିବା ପାଇଁ ସହାୟକ ହୋଇଥାଏ :
ତମ୍ବା ପାତ୍ରରେ ରଖାଯାଇଥିବା ପାଣି ରେ ପର୍ଯ୍ଯାପ୍ତ ପରିମାଣରେ ଆଣ୍ଟି ଅକ୍ସିଡେଣ୍ଟ୍ ରହିଥାଏ, ଯାହା ବୟସ ଛାପକୁ ଲୁଚାଇବା ସହ କ୍ୟାନସର ଭଳି ଗମ୍ଭୀର ରୋଗରୁ ଲଢିବା ପାଇଁ ସହାୟକ ହୋଇଥାଏ ।

କେଶ ଝଡିବା କମ୍ ହୋଇଥାଏ :
ତମ୍ବା ପାତ୍ରରେ ରଖାଯାଇଥିବା ପାଣି ପିଇବା ଦ୍ବାରା କେଶ ଝଡିବା କମ୍ ହୋଇଥାଏ ।

ଓଜନ କମିବାରେ ସହାୟ ହୋଇଥାଏ :

ପ୍ରତିଦିନ ତମ୍ବା ପାତ୍ରରେ ରଖାଯାଇଥିବା ପାଣି ପିଇବା ଫଳରେ ଓଜନ କମ୍ ହୋଇଥାଏ । ଏହାସହ ଶରୀରକୁ ବହୁ ପ୍ରକାରର ପ୍ରତିକାର ମିଳିଥାଏ ।

Powered by Froala Editor

Tags Health care

Related articles Odisha News Lens 4.1

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14329
    Oct 12, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14669
    Oct 12, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14621
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14337
    Oct 12, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14137
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15733
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13936
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13940
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15367
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14137
    Oct 11, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15733
    Oct 11, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14329
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14516
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14622
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15627
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14301
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16037
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15798
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15549
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15733
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13773
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15367
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In