Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣର ଧମକ

  • ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

ରାଜ୍ୟ
Home ›› ରାଜ୍ୟ ››ସ୍ୱତନ୍ତ୍ର ଓଜେଇ ଆବେଦନକୁ ନେଇ ଏହି ଖବର ଜାଣନ୍ତୁ କ’ଣ

ସ୍ୱତନ୍ତ୍ର ଓଜେଇ ଆବେଦନକୁ ନେଇ ଏହି ଖବର ଜାଣନ୍ତୁ କ’ଣ

2022-08-08 05:27:55
15307
Share:
Facebook
Twitter
E-Mail
WhatsApp
Telegram
ସ୍ୱତନ୍ତ୍ର ଓଜେଇ ଆବେଦନକୁ ନେଇ ଏହି ଖବର ଜାଣନ୍ତୁ କ’ଣ

ଭୁବନେଶ୍ୱର : ବି.ଟେକ୍, ଏଲଇ-ଟେକ୍ (ଡିପ୍ଲୋମା), ଏଲଇ-ଟେକ୍ (ବି.ଏସସି), ଏମବିଏ, ଏମସିଏ, ବି.ଫାର୍ମା, ଏମ୍ ଫାର୍ମା ପରି ପାଠ୍ୟକ୍ରମରେ ନାମଲେଖା ଲାଗି ଅଗଷ୍ଟ ଶେଷ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଦ୍ୱିତୀୟ ତଥା ସ୍ୱତନ୍ତ୍ର ଓଜେଇ କରାଯିବ । କମ୍ପୁ୍ୟଟର ବେସଡ ଟେଷ୍ଟ ମାଧ୍ୟମରେ ହେବାକୁ ଥିବା ଏହି ପରୀକ୍ଷାର ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଛି । ଅଗଷ୍ଟ ୧ରୁ ଆରମ୍ଭ ହୋଇଥିବା ଆବେଦନ ପ୍ରକ୍ରିୟା ଆଜି ଶେଷ ହେଉଥିଲା । ମାତ୍ର ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆବେଦନ ସମୟସୀମାକୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି ।

ଆଗ୍ରହୀ ଛାତ୍ରଛାତ୍ରୀ  ମାଧ୍ୟମରେ ଆବେଦନ କରିପାରିବେ । ଫି’ ଦାଖଲ କରିବାର ଶେଷ ଅବଧି ଅଗଷ୍ଟ ୧୬ ରାତି ୧୦ଟା ରଖାଯାଇଛି । ଫର୍ମ ପୂରଣ କରିବା ପୂର୍ବରୁ ଇନଫର୍ମେସନ୍ ବ୍ରୋସିୟରକୁ ଭଲ ଭାବେ ପଢିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି । ଜେଇଇ ମେନ୍ ୨୦୨୨ ଓ ଓଜେଇଇ ୨୦୨୨ରେ ଭାଗନେଇ ର୍ୟାଙ୍କ ପାଇଥିବା ଛାତ୍ରଛାତ୍ରୀ ସ୍ୱତନ୍ତ୍ର  ଓଜେଇଇରେ ଭାଗ ନେବାର ଆବଶ୍ୟକତା ନାହିଁ । ଏହି ପ୍ରବେଶକା ପରୀକ୍ଷାରେ ଯେଉଁମାନେ ର୍ୟାଙ୍କ ପାଇବେ, ସେମାନେ ପ୍ରଥମ ପର୍ଯ୍ୟାୟ କାଉନସେଲିଂ ପରେ ଖାଲି ସିଟ୍ ଲାଗି ଆଲଟ୍ ହେବେ । 

Powered by Froala Editor

Tags OJEE

Related articles Odisha News Lens 4.1

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13434
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13669
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13744
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣର ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣର ଧମକ

    15181
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13398
    Aug 14, 2026
  •  ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14130
    Aug 14, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14744
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15677
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13883
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13669
    Aug 13, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14130
    Aug 14, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13744
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17027
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17641
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17692
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18091
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14377
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14512
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14349
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15928
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16341
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13908
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14357
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15260
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14631
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15585
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13744
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13883
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In