Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍

ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍

2022-08-08 09:23:17
14368
Share:
Facebook
Twitter
E-Mail
WhatsApp
Telegram
ରାକ୍ଷୀ ପଠାଇଲେ ପ୍ରଧାନମନ୍ତ୍ରୀଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାକିସ୍ତାନୀ ଭଉଣୀ କମର ଶେଖ୍ ତାଙ୍କ ପାଖକୁ ରାକ୍ଷୀ ପଠାଇଛନ୍ତି । ଏଥିସହ ଏକ ଚିଠିରେ ମୋଦିଙ୍କ ଦୀର୍ଘ ନିରାମୟ ଜୀବନ ସହ ୨୦୨୪ ସାଧାରଣ ନିର୍ବାଚନରେ ସଫଳତା କାମନା କରିଛନ୍ତି। କମର କହିଛନ୍ତି ଯେ ସବୁ ପ୍ରସ୍ତୁତ କରି ସାରିଛନ୍ତି ଏବଂ ମୋଦିଙ୍କୁ ଭେଟିବା ପାଇଁ ନିଶ୍ଚୟ ଆସିବେ । ଶେଖ୍ କହିଛନ୍ତି ଯେ ଏଥର ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ନିଶ୍ଚୟ ନିମନ୍ତ୍ରଣ କରିବେ ବୋଲି ସେ ଆଶା କରନ୍ତି ।

ଏ ରାକ୍ଷୀ ସେ ନିଜ ହାତରେ ରେଶମୀ ରିବନ ଦେଇ ଏମ୍ବଡରୀ ଡିଜାଇନ ସହ ପ୍ରସ୍ତୁତ କରିଛନ୍ତି । ମୋଦି ଯେତେବେଳେ ଆର୍ ଏସ୍ ଏସ୍ କର୍ମୀ ଥିଲେ ସେବେଠାରୁ ପ୍ରାୟ ୨୪-୨୫ ବର୍ଷ ଧରି ସେ ପ୍ରତିବର୍ଷ ତାଙ୍କ ପାଖକୁ ରାକ୍ଷୀ ପଠାଇ ଆସୁଛନ୍ତି ବୋଲି କହିଛନ୍ତି । ସେ କହିଛନ୍ତି ବିବାହ  ପରେ ସେ ପାକିସ୍ତାନରୁ ଭାରତ ଆସିଥିଲେ ଏବଂ ସେବେଠାରୁ ଭାରତରେ ରହି ଆସୁଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13561
    Jun 10, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13256
    Jun 11, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14915
    Jun 11, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13918
    Jun 11, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14814
    Jun 11, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13558
    Jun 11, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14068
    Jun 11, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14871
    Jun 10, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15249
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13558
    Jun 11, 2026
  • ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14814
    Jun 11, 2026
  • ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15249
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16919
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17538
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17586
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17977
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13499
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15380
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14171
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14064
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14993
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15461
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15204
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15689
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14031
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ଅରିଘାତରେ ମୁତୟନ କଲା ଭାରତ

    14929
    Jun 10, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13918
    Jun 11, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13558
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In