Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଭଲ ନିଦ ପାଇଁ ଏହା କରନ୍ତୁ.....

ଭଲ ନିଦ ପାଇଁ ଏହା କରନ୍ତୁ.....

2022-08-09 04:06:31
15558
Share:
Facebook
Twitter
E-Mail
WhatsApp
Telegram
ଭଲ ନିଦ ପାଇଁ ଏହା କରନ୍ତୁ.....

ସୁସ୍ଥ ଜୀବନଶୈଳୀ ପାଇଁ ଭଲ ନିଦ ନିହାତି ଦରକାର। କିନ୍ତୁ ବର୍ତ୍ତମାନର ଅଧିକାଂଶ ଯୁବପିଢ଼ିଙ୍କଠାରେ କାର୍ଯ୍ୟ ଚାପ ହେଉ ଅବା ଅନ୍ୟାନ୍ୟ କାରଣରୁ ନିଦ୍ରାହୀନତା ଏକ ପ୍ରମୁଖ ସମସ୍ୟା ପାଲଟିଛି। ଅପରପକ୍ଷେ ଏହା ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମସ୍ୟାକୁ ଡାକି ଆଣୁଛି। ତେଣୁ ରାତିରେ ଭଲ ନିଦ ପାଇଁ କେଉଁ ସବୁ ଦିଗ ପ୍ରତି ଧ୍ୟାନ ଦେବେ ଜାଣିରଖନ୍ତୁ…

- ଦିନଯାକର ଥକାପଣ ଦୂର କରିବା ଲାଗି ଭଲ ଭାବେ ଗୋଡ଼ହାତ ଧୋଇ ଶୋଇବାକୁ ଯାଆନ୍ତୁ। ଗାଧୋଇବା ଦ୍ୱାରା ମଧ୍ୟ କେବେକେବେ ଆରାମଦାୟକ ନିଦ ହୋଇଥାଏ। ଆବଶ୍ୟକ ହେଲେ ଶୋଇବାକୁ ଯିବା ପୂର୍ବରୁ ଗାଧୋଇ ପଡ଼ନ୍ତୁ। ଦେଖିବେ, ଆପଣଙ୍କୁ ରିଲାକ୍ସ ଫିଲ୍‌ ହେବା ସହ ଭଲ ନିଦ ହେବ।

- ମନରେ କୌଣସି ଟେନ୍‌ସନ୍‌ ଥିଲେ ମଧ୍ୟ ନିଦ ହେବା କଷ୍ଟ। ତେଣୁ ମନରୁ ଏହାକୁ ଦୂର କରିବାକୁ ଚେଷ୍ଟା କରନ୍ତୁ। ଶୋଇବା ପୂର୍ବରୁ କିଛି ସମୟ ଈଶ୍ୱରଙ୍କୁ ପ୍ରାର୍ଥନା କରନ୍ତୁ, ସ୍ଲୋ ମ୍ୟୁଜିକ୍‌ ଶୁଣନ୍ତୁ, ଖୁସି ଦେଉଥିବା ପୁରୁଣା ଘଟଣାଗୁଡିକୁ ମନେପକାନ୍ତୁ। ଦେଖିବେ ଏପରି କରିବା ଦ୍ୱାରା ଆପଣଙ୍କ ମନ ହାଲୁକା ହୋଇଯିବ ଏବଂ ନିଦ ଆସିବ।

- ଶୋଇବାକୁ ଯିବା ବେଳେ ଲାଇଟ୍‌ ଅଫ୍‌ କରିଦିଅନ୍ତୁ। ନଚେତ୍‌ ଆଖିରେ ଲାଇଟ୍‌ ପଡ଼ି ନିଦ ବାରମ୍ବାର ଭାଙ୍ଗିପାରେ।

- ବେଡ୍‌ରୁମ୍‌ରେ ଅଧିକ ଗରମ କିମ୍ବା ଥଣ୍ଡା ଲାଗିଲେ ବି ନିଦ ପ୍ରଭାବିତ ହୋଇଥାଏ। ଶୋଇବାକୁ ଯିବା ପୂର୍ବରୁ ବେଡରୁମ୍‌ର ଟେମ୍ପରେଚର କମ୍ଫର୍ଟେବଲ୍‌ ରଖିବା ଲାଗି ଫ୍ୟାନ୍‌ କିମ୍ବା ଏସି ଲଗାନ୍ତୁ।

- ଶୋଇବା ପୂର୍ବରୁ ମୋବାଇଲ୍‌, ଟିଭି, ଲାପଟପ୍‌ ଆଦି ଇ-ଗ୍ୟାଜେଟ୍ସକୁ ସୁଇଚ୍‌ ଅଫ୍‌ କରନ୍ତୁ। କାରଣ ଏହାର ଲାଇଟ୍‌ ଏବଂ ରେଡିଏଶନ୍‌ ଆପଣଙ୍କ ନିଦ୍ରାରେ ପ୍ରଭାବ ପକାଇଥାଏ।
ନିଦ ଆସିବା ପାଇଁ ମନ ପସନ୍ଦର ବହି ପଢ଼ିପାରିବେ। ଏହାଦ୍ୱାରା ମାଇଣ୍ଡ ରିଲାକ୍ସ ହେବ ଏବଂ ନିଦ ଭଲ ହେବ।

- ଭଲ ନିଦ ହେବା ପାଇଁ ଧ୍ୟାନ, ଯୋଗ କିମ୍ବା ବ୍ରେଥିଙ୍ଗ୍‌ ଏକ୍ସରସାଇଜ୍‌ କରିପାରିବେ। ଏହା ଶରୀରକୁ ଫୂର୍ତ୍ତି ଯୋଗାଇବା ସହ ପର୍ଯ୍ୟାପ୍ତ ନିଦ୍ରା ହେବାରେ ସାହାଯ୍ୟ କରିବ।

- ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ବିଳମ୍ବିତ ରାତ୍ରିଭୋଜନ ଅଭ୍ୟାସ ଥିଲେ ତୁରନ୍ତ ଦୂର କରନ୍ତୁ ଏବଂ ସୁଷମ ଖାଦ୍ୟାଭ୍ୟାସ ରଖନ୍ତୁ। ଏହାଦ୍ୱାରା ଗ୍ୟାସ୍‌, ଯେତେ ସମ୍ଭବ ଚା, କଫି, ମଦ, ସିଗାରେଟ୍‌ ଇତ୍ୟାଦି ସେବନଠାରୁ ଦୂରେଇ ରୁହନ୍ତୁ। କାରଣ ଏହାସବୁ ନିଦ୍ରାହୀନତାର ପ୍ରମୁଖ କାରଣ।

Powered by Froala Editor

Tags Sleeping

Related articles Odisha News Lens 4.1

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14778
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14702
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14521
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13391
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14138
    Jun 15, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15305
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14524
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14568
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15043
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13391
    Jun 16, 2026
  • ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14778
    Jun 16, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14408
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17989
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14568
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14275
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15037
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13639
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15522
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14855
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14702
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14521
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14524
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In