Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ...

  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ...

  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ...

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ...

  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ...

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ...

  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ...

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋଦୀଙ୍କ ମୋଟ ସମ୍ପତ୍ତି ୨.୨୩ କୋଟି

ମୋଦୀଙ୍କ ମୋଟ ସମ୍ପତ୍ତି ୨.୨୩ କୋଟି

2022-08-10 05:07:29
14490
Share:
Facebook
Twitter
E-Mail
WhatsApp
Telegram
ମୋଦୀଙ୍କ ମୋଟ ସମ୍ପତ୍ତି ୨.୨୩ କୋଟି

ନୂଆଦିଲ୍ଲୀ: ଚଳିତବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୋଟ୍‌ ସମ୍ପତ୍ତି ୨ କୋଟି ୨୩ ଲକ୍ଷ ୮୨ ହଜାର ୫୦୪ ଟଙ୍କା ଥିବା ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମ୍‌ଓ) ନିଜ ୱେବସାଇଟରେ ଦର୍ଶାଇଛି। ପ୍ରଧାନମନ୍ତ୍ରୀଙ୍କ ଅଧିକାଂଶ ଅର୍ଥ ବ୍ୟାଙ୍କରେ ଜମା ରହିଥିବା ବେଳେ ତାଙ୍କ ନିକଟରେ କୌଣସି ସ୍ଥାବର ସମ୍ପତ୍ତି ନାହିଁ। ଗାନ୍ଧୀନଗରରେ ଥିବା ଏକ ଜମିର ପ୍ରଧାନମନ୍ତ୍ରୀ ମୋଦୀ ଅଂଶୀଦାର ଥିଲେ। ତେବେ ସେ ନିଜ ଅଂଶକୁ ଦାନ କରି ଦେଇଥିବା ଜଣାପଡ଼ିଛି। ମୋଦୀଙ୍କ ନିକଟରେ କୌଣସି ଗାଡ଼ି ନ ଥିବା ବେଳେ ସେୟାର, ମ୍ୟୁଚୁଆଲ୍‌ ଫଣ୍ଡ ଆଦିରେ ସେ କୌଣସି ଅର୍ଥ ବିନିଯୋଗ କରିନଥିବା ଜଣାପଡ଼ିଛି । ଗତବର୍ଷ ତୁଳନାରେ ଚଳିତବର୍ଷ ମୋଦୀଙ୍କ ସମ୍ପତ୍ତି ୨୬.୧୩ ଲକ୍ଷ ଟଙ୍କା  ବଢ଼ିଛି। ଡାକଘରେ ଜାତୀୟ ସଞ୍ଚୟ ସାର୍ଟିଫିକେଟ୍‌ରେ ୯,୦୫, ୧୦୫ ଓ ଜୀବନ ବୀମା ପଲିସରେ ୧,୮୯,୩୦୫ ଟଙ୍କା ମୋଦୀଙ୍କର ରହିଛି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୨.୫୪ କୋଟି ଓ ସ୍ଥାବର ସମ୍ପତ୍ତି ମୂଲ୍ୟ ୨.୯୭ କୋଟି ଟଙ୍କା ବୋଲି ଜଣାପଡ଼ଇଛି। ଅନ୍ୟମାନଙ୍କ ମଧ୍ୟରେ ଧମେନ୍ଦ୍ର ପ୍ରଧାନ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଆର.କେ ସିଂହ, ହରଦୀପ ସିଂହ ପୁରୀ, ପୁରୁଷୋତ୍ତମ ରୁପାଲା, ଜି. କିଷନ ରେଡ୍ଡି ପ୍ରମୁଖ ନିଜର ସମ୍ପତ୍ତି ତାଲିକା ଘୋଷଣା କରିଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର
    ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13785
    May 08, 2025
  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ
    ଦେଶ-ଦେଶାନ୍ତର

    ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ

    14822
    May 09, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦
    ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14126
    May 08, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ
    ବିଶେଷ

    ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14569
    May 08, 2025
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...
    ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...

    14820
    May 09, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14640
    May 08, 2025
  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...

    13776
    May 08, 2025
  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା
    ଦେଶ-ଦେଶାନ୍ତର

    ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13625
    May 08, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ
    ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15180
    May 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13785
    May 08, 2025
  • ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15180
    May 08, 2025
  • ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14640
    May 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16590
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16875
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15425
    Apr 03, 2021

ବିଶେଷ

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14569
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14523
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14636
    May 07, 2025
  • ରକ୍ତଚାପ ନିୟନ୍ତ୍ରଣ କରିବାରେ ମେଥି ବେଶ ସହାୟକ

    15085
    May 06, 2025
  • ପ୍ରଚୁର ପରିମାଣର ପାଣି ପିଅନ୍ତୁ କିଡ୍‌ନୀ ରହିବ ସୁସ୍ଥ

    15082
    May 06, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16252
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13967
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14759
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15285
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13625
    May 08, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14640
    May 08, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14126
    May 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In