Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

Home ›› ››ମୋଦୀଙ୍କ ମୋଟ ସମ୍ପତ୍ତି ୨.୨୩ କୋଟି

ମୋଦୀଙ୍କ ମୋଟ ସମ୍ପତ୍ତି ୨.୨୩ କୋଟି

2022-08-10 05:07:29
14545
Share:
Facebook
Twitter
E-Mail
WhatsApp
Telegram
ମୋଦୀଙ୍କ ମୋଟ ସମ୍ପତ୍ତି ୨.୨୩ କୋଟି

ନୂଆଦିଲ୍ଲୀ: ଚଳିତବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୋଟ୍‌ ସମ୍ପତ୍ତି ୨ କୋଟି ୨୩ ଲକ୍ଷ ୮୨ ହଜାର ୫୦୪ ଟଙ୍କା ଥିବା ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମ୍‌ଓ) ନିଜ ୱେବସାଇଟରେ ଦର୍ଶାଇଛି। ପ୍ରଧାନମନ୍ତ୍ରୀଙ୍କ ଅଧିକାଂଶ ଅର୍ଥ ବ୍ୟାଙ୍କରେ ଜମା ରହିଥିବା ବେଳେ ତାଙ୍କ ନିକଟରେ କୌଣସି ସ୍ଥାବର ସମ୍ପତ୍ତି ନାହିଁ। ଗାନ୍ଧୀନଗରରେ ଥିବା ଏକ ଜମିର ପ୍ରଧାନମନ୍ତ୍ରୀ ମୋଦୀ ଅଂଶୀଦାର ଥିଲେ। ତେବେ ସେ ନିଜ ଅଂଶକୁ ଦାନ କରି ଦେଇଥିବା ଜଣାପଡ଼ିଛି। ମୋଦୀଙ୍କ ନିକଟରେ କୌଣସି ଗାଡ଼ି ନ ଥିବା ବେଳେ ସେୟାର, ମ୍ୟୁଚୁଆଲ୍‌ ଫଣ୍ଡ ଆଦିରେ ସେ କୌଣସି ଅର୍ଥ ବିନିଯୋଗ କରିନଥିବା ଜଣାପଡ଼ିଛି । ଗତବର୍ଷ ତୁଳନାରେ ଚଳିତବର୍ଷ ମୋଦୀଙ୍କ ସମ୍ପତ୍ତି ୨୬.୧୩ ଲକ୍ଷ ଟଙ୍କା  ବଢ଼ିଛି। ଡାକଘରେ ଜାତୀୟ ସଞ୍ଚୟ ସାର୍ଟିଫିକେଟ୍‌ରେ ୯,୦୫, ୧୦୫ ଓ ଜୀବନ ବୀମା ପଲିସରେ ୧,୮୯,୩୦୫ ଟଙ୍କା ମୋଦୀଙ୍କର ରହିଛି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୨.୫୪ କୋଟି ଓ ସ୍ଥାବର ସମ୍ପତ୍ତି ମୂଲ୍ୟ ୨.୯୭ କୋଟି ଟଙ୍କା ବୋଲି ଜଣାପଡ଼ଇଛି। ଅନ୍ୟମାନଙ୍କ ମଧ୍ୟରେ ଧମେନ୍ଦ୍ର ପ୍ରଧାନ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଆର.କେ ସିଂହ, ହରଦୀପ ସିଂହ ପୁରୀ, ପୁରୁଷୋତ୍ତମ ରୁପାଲା, ଜି. କିଷନ ରେଡ୍ଡି ପ୍ରମୁଖ ନିଜର ସମ୍ପତ୍ତି ତାଲିକା ଘୋଷଣା କରିଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15290
    Apr 10, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15258
    Apr 09, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15377
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14404
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14772
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14859
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15191
    Apr 10, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15590
    Apr 10, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15530
    Apr 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15530
    Apr 09, 2026
  • ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14071
    Apr 11, 2026
  • ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15290
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16296
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14071
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15326
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14182
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14574
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15735
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15322
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15052
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15556
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13853
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15290
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14859
    Apr 10, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ଠାରୁ ସ୍ନାତକ ପର୍ଯ୍ୟନ୍ତ ପ୍ରଦାନ କରିବେ ମାଗଣା ଶିକ୍ଷା

    15258
    Apr 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In