Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

Home ›› ››ମହାରାଷ୍ଟ୍ରରେ ଆୟକର ବିଭାଗର ଚଢାଉ,ନଗଦ ୫୮ କୋଟି ଟଙ୍କା ଜବତ

ମହାରାଷ୍ଟ୍ରରେ ଆୟକର ବିଭାଗର ଚଢାଉ,ନଗଦ ୫୮ କୋଟି ଟଙ୍କା ଜବତ

2022-08-11 08:24:43
15701
Share:
Facebook
Twitter
E-Mail
WhatsApp
Telegram
ମହାରାଷ୍ଟ୍ରରେ ଆୟକର ବିଭାଗର ଚଢାଉ,ନଗଦ ୫୮ କୋଟି ଟଙ୍କା ଜବତ

ମୁମ୍ବାଇ:ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପରେ ଏବେ ଆକ୍ସନ ମୋଡରେ ଆୟକର ବିଭାଗ । ପଶ୍ଚିମବଙ୍ଗ ପରେ ଏବେ ମହାରାଷ୍ଟ୍ରରେ ଆୟକର ବିଭାଗ ଚଢାଉ କରି ବିପୁଳ ପରିମାଣର ଟଙ୍କା ଜବତ କରିଛି । ଜଣେ ଷ୍ଟିଲ, କପଡା ବ୍ୟବସାୟୀଙ୍କ ଘରେ ଆଇଟି ବିଭାଗର ଚଢାଉ ପରେ ସମସ୍ତେ ତାଜୁବ ।  କୋଟିଏ କି ଦୁଇ କୋଟି ନୁହେଁ ଆୟକର ବିଭାଗକୁ ମିଳିଛି ନଗଦ ୫୮ କୋଟି ଟଙ୍କା ଏବଂ ୩୨ କେଜି ସୁନା ଗହଣା ।  

ବ୍ୟବସାୟୀଙ୍କ ଘରୁ ପ୍ରାୟ ୩୯୦ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଜବତ କରାଯାଇଛି । ଜବତ ଟଙ୍କା ଗଣିବା ପାଇଁ ଲାଗିଥିଲା ୧୩ ଘଣ୍ଟା । ସବୁଠାରୁ ବଡ କଥା ହେଉଛି ୨୬୦ଜଣ ଆୟକର ବିଭାଗ ଅଧିକାରୀ ଏବଂ କର୍ମଚାରୀ ଚଢାଉରେ ସାମିଲ ହୋଇଥିଲେ । ୨୬୦ ଜଣ ଆଇଟି କର୍ମଚାରୀ ମୋଟ ୫ଟି ଟିମ୍‌ରେ ଚଢାଉ କରିଥିଲେ । ଏଥିରେ ୧୨୦ଟିରୁ ଅଧିକ ଗାଡି ବ୍ୟବହାର କରାଯାଇଥିଲା ।
ଜବତ ଟଙ୍କା ଗଣିବା ପାଇଁ ମେସିନ୍‌ କମ ପଡିବାରୁ ସ୍ଥାନୀୟ ଏକ ବ୍ୟାଙ୍କକୁ ନିଆଯାଇ ସେଠାରେ ଟଙ୍କା ଗଣାଯାଇଥିଲା । ବୁଧବାର ଦିନ ୧୧ଟାରୁ ଟଙ୍କା ଗଣା ଆରମ୍ଭ ହୋଇଥିଲା ଯାହାକି ରାତି ପ୍ରାୟ ଗୋଟାଏ ଯାଏଁ ଚାଲିଥିଲା । ଆୟକର ବିଭାଗକୁ ସୂଚନା ମିଳିଥିଲା ଯେ, ଷ୍ଟିଲ୍‌ କମ୍ପାନୀରେ ଅନିୟମିତତା ଚାଲିଛି ଏବଂ ବେଆଇନ ଭାବେ ବ୍ୟବସାୟୀ ଜଣକ କୋଟି କୋଟି ଟଙ୍କା ସ୍ବାହା କରିଦେଇଛନ୍ତି । ଏହା ପରେ ଆକ୍ସନକୁ ଆସିଥିଲା ଆୟକର ବିଭାଗ । ଟିମ୍‌ ପକ୍ଷରୁ ସଂପୃକ୍ତ ବ୍ୟବସାୟୀ ଏବଂ ବାସଭବନ ଏବଂ କାରଖାନାରେ ଚଢାଉ କରାଯାଇଥିଲା । ଅବଶ୍ୟ ଘରୁ କିଛି ମିଳିନଥିଲା କିନ୍ତୁ ସହର ବାହାରେ ଥିବା ବାବୁଙ୍କ ଫାର୍ମ ହାଉସରୁ ପୁଳାପୁଳା ଟଙ୍କା ଏବଂ ସୁନା ଗହଣା ଜବତ କରାଯାଇଥିଲା । ତେବେ ଅନୁମାନ କରାଯାଉଛି ସଂପୃକ୍ତ ବ୍ୟବସାୟୀଙ୍କ ଆହୁରି ମଧ୍ୟ ବେନାମୀ ସମ୍ପତ୍ତି ରହିଛି । ଆଉ କିଛି ସ୍ଥାନରେ ଚଢାଉ କରିବା ପାଇଁ ପ୍ରସ୍ତୁତ ହେଉଛି ଆୟକର ବିଭାଗ ।

Powered by Froala Editor

Tags Income tax raid

Related articles Odisha News Lens 4.1

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15081
    May 07, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15261
    May 06, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13970
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15430
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15187
    May 07, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13818
    May 05, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15613
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13647
    May 06, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13765
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15187
    May 07, 2026
  • ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14939
    May 05, 2026
  • ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15613
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17459
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17509
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17866
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16341
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13765
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    14939
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15095
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13887
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14108
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15380
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15114
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15613
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13930
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13765
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15187
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15430
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In