Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ରାଜ୍ୟ
Home ›› ରାଜ୍ୟ ››ଲଘୁଚାପ ପରେ ଲଘୁଚାପ,ଦାନା ବାନ୍ଧିଲାଣି ଆଉ ଗୋଟିଏ

ଲଘୁଚାପ ପରେ ଲଘୁଚାପ,ଦାନା ବାନ୍ଧିଲାଣି ଆଉ ଗୋଟିଏ

2022-08-12 04:21:36
14549
Share:
Facebook
Twitter
E-Mail
WhatsApp
Telegram
ଲଘୁଚାପ ପରେ ଲଘୁଚାପ,ଦାନା ବାନ୍ଧିଲାଣି ଆଉ ଗୋଟିଏ

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଏ ଲଘୁଚାପ ପ୍ରକୋପ ସରିନି, ଆଉ ଗୋଟିଏ ଦାନା ବାନ୍ଧିଲାଣି । ତା’ ପଛକୁ ପୁଣି ଗୋଟିଏ ଆସିବ । ଆସନ୍ତା ୧୩ରେ ଆସିବ ଚଳିତ ଅଗଷ୍ଟ ମାସର ଦ୍ୱିତୀୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ ଗୋଟିଏ ଲଘୁଚାପ । ଏମିତି ଘନଘନ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୯ ତାରିଖ ପର୍ୟ୍ୟନ୍ତ ଲଗାଣ ବର୍ଷା ଜାରି ରହିବ ।

ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଛେଚିବ । ସେତିକି ନୁହେଁ, ସମ୍ଭାବ୍ୟ ଲଘୁଚାପ ଛତିଶଗଡ଼ରେ ବି ପ୍ରବଳ ବର୍ଷା ଢାଳିପାରେ । ଏଭଳି ଲଗାଣ ବର୍ଷା ଡାକି ଆଣିପାରେ ବଡ଼ ବନ୍ୟାକୁ । ବିଶେଷଜ୍ଞ ସତର୍କ କରାଇଲେଣି, ଦକ୍ଷିଣ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା ରହିଛି । ଆଗକୁ ମହାନଦୀ ବି ଉଛୁଳିପାରେ ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ମହାନଦୀ, ବଂଶଧାରା, ବୈତରଣୀ, ବ୍ରାହ୍ମଣୀ ଆଦି ବିଭିନ୍ନ ନଦୀର ଜଳସ୍ତର ଫୁଲୁଛି । ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଯେଉଁ ଲଘୁଚାପ ସୃଷ୍ଟି ହେବ, ତାହା ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ବର୍ଷା ସମ୍ଭାବନା ଅଛି । ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କନ୍ଧମାଳ, ରାୟଗଡ଼ା, ଗଜପତି, ଯାଜପୁର, ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଅନେକ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।

ଆସନ୍ତା ୧୩ରୁ ୧୫ ତାରିଖ ପର୍ୟ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବ । ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବୈତରଣୀ, ମହାନଦୀ ଉପରମୁଣ୍ଡ ଓ ତଳମୁଣ୍ଡ, ବ୍ରାହ୍ମଣୀର ଉପର ଓ ତଳମୁଣ୍ଡ, ଋଷିକୂଲ୍ୟା, ନାଗାବଳୀ, ବଂଶଧାରା ଅବବାହିକା ଅଞ୍ଚଳରେ ଆସନ୍ତା ୧୩ ଓ ୧୪ରେ ବିସ୍ତୃତ ବର୍ଷା ସମ୍ଭାବନା ଅଛି ।  ଅଗଷ୍ଟ ୧୩ରେ ଗୋଟିଏ ଲଘୁଚାପ ସମ୍ଭାବନା ଥିବାବେଳେ ଆସନ୍ତା ୧୭ରେ ଓଡ଼ିଶାସଂଲଗ୍ନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ଛତିଶଗଡ଼ ଦେଇ ଗୁଜରାଟ-ରାଜସ୍ଥାନକୁ ମୁହାଁଇବ । ଉଭୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ସମ୍ଭାବ୍ୟ ଦୁଇଟି ଯାକ ଲଘୁଚାପ ଯୋଗୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସମୁଦାୟ ୨୦୦ ମିଲିମିଟରରୁ ଅଧିକ ବର୍ଷା ଆଶଙ୍କା ଅଛି । ଅବିଭକ୍ତ କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, କନ୍ଧମାଳରେ ୨୬୦ ମିମିରୁ ଅଧିକ, ଉପକୂଳ, କେନ୍ଦ୍ରିୟ ଓ ପଶ୍ଚିମ ଓଡ଼ିଶାରେ ୧୬୫ ମିମିରୁ ଅଧିକ ବର୍ଷା ହୋଇପାରେ । ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ାରେ ୧୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ଅଛି ।

ଉପକୂଳ ଓଡ଼ିଶାରେ ଆସନ୍ତା ୧୨ରୁ ୧୪ ତାରିଖ ଓ ୧୭ରୁ ୧୯ ପର୍ୟ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତା ୧୪ ଓ ୧୭ରେ ପ୍ରବଳ ବର୍ଷା ହୋଇପାରେ ଉପକୂଳ ଅଞ୍ଚଳରେ । ଆଭ୍ୟନ୍ତରୀଣ ଦକ୍ଷିଣ, କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାରେ ୧୩ରୁ ୧୫ ତାରିଖ ଓ ୧୮ରୁ ୨୦ ପର୍ୟ୍ୟନ୍ତ ବର୍ଷା ହେବ । ଏହି ଅଞ୍ଚଳରେ ୧୫ ଓ ୧୮ରେ ପ୍ରବଳ ବର୍ଷା ହୋଇପାରେ । ସୀମାନ୍ତବର୍ତ୍ତୀ ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶାରେ ୧୨ରୁ ୧୫, ୧୭ରୁ ୧୮ ବର୍ଷା ହେବ । ମହାନଦୀ ଓ ଏହାର ସମସ୍ତ ଉପନଦୀ ଏବଂ ଶାଖା ନଦୀ ସହ ଦକ୍ଷିଣ ଓଡ଼ିଶାର ସମସ୍ତ ନଦୀ ଏବଂ ବୈତରଣୀରେ ପାଣି ଫୁଲିପାରେ ।
ଲଗାଣ ବର୍ଷା ଯୋଗୁ ବର୍ତ୍ତମାନ ମହାନଦୀର ଜଳସ୍ତର ବଢ଼ୁଛି ।

Powered by Froala Editor

Tags Low pressure

Related articles Odisha News Lens 4.1

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14475
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15022
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15342
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14426
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15123
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14972
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15063
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14786
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15358
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15123
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14426
    Oct 01, 2026
  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14786
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17140
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17829
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15168
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14011
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15750
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15316
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14691
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14385
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14426
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15063
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15358
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In