Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ...

  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ...

  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ...

  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ...

  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ...

  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ...

  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ...

  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ...

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ...

ରାଜ୍ୟ
Home ›› ରାଜ୍ୟ ››ପାୱାର କରିଡର୍‌ରେ ଚର୍ଚ୍ଚା:ପ୍ରଦୀପ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ

ପାୱାର କରିଡର୍‌ରେ ଚର୍ଚ୍ଚା:ପ୍ରଦୀପ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ

2022-08-12 06:47:44
14470
Share:
Facebook
Twitter
E-Mail
WhatsApp
Telegram
ପାୱାର କରିଡର୍‌ରେ ଚର୍ଚ୍ଚା:ପ୍ରଦୀପ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ୟ୍ୟକାଳ ୩୧ ତାରିଖରେ ସରୁଛି । ତାଙ୍କ ସ୍ଥାନରେ  ୧୯୮୯ ବ୍ୟାଚ୍‌ ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କ ନାଁ ଚର୍ଚ୍ଚାରେ ରହିଛି  ।ସେନେଇ ଏବେ ପାୱାର କରିଡର୍‌ରେ ଚର୍ଚ୍ଚା ଚାଲିଛି ।
୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ୟ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ରାଜ୍ୟ ସରକାର ତାଙ୍କ କାର୍ୟ୍ୟକାଳ ୬ ମାସ ବୃଦ୍ଧି କରିଥିଲେ । ଅଗଷ୍ଟ ୩୧ରେ ସେ ଅବସର ନେବେ । ପୁଣି ଥରେ ଶ୍ରୀ ମହାପାତ୍ରଙ୍କ କାର୍ୟ୍ୟକାଳ ବୃଦ୍ଧି ହେବ କି ନାହିଁ ତାହା ସ୍ପଷ୍ଟ ହୋଇନି । କାର୍ୟ୍ୟକାଳ ବୃଦ୍ଧି ନ ହେଲେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ପାଇଁ ୧୯୮୯ ବ୍ୟାଚ୍‌ ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କ ନାଁ ଚର୍ଚ୍ଚାରେ ରହିଛି ।

ଶ୍ରୀ ଜେନା ୨୦୨୧ ଜାନୁଆରୀରୁ ରାଜ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି । ଏଥି ସହ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଓ ଓସ୍‌ଡମା ପରିଚାଳନା ନିର୍ଦ୍ଦେଶକ ମଧ୍ୟ ଅଛନ୍ତି । ରାଜ୍ୟ ପ୍ରଶାସନରେ ଶ୍ରୀ ଜେନାଙ୍କ ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି । ଜଳସମ୍ପଦ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ସହିତ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ୟ୍ୟ କରିଛନ୍ତି । ଶ୍ରୀ ଜେନା ଜଳସମ୍ପଦ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ଚିଠା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ହଟାଇ ପ୍ରତ୍ୟେକ କାର୍ୟ୍ୟକୁ ଟେଣ୍ଡର କରାଇ ବିଭାଗରେ ସ୍ୱଚ୍ଛତା ଓ ପାରଦର୍ଶିତା ଆଣିବା ସହ ମୁଖ୍ୟମନ୍ତ୍ରୀଙ୍କ ଦୁର୍ନୀତିକୁ ନେଇ ଜିରୋ ଟଲେରାନ୍ସକୁ ସଠିକ୍ ଭାବେ କାର୍ୟ୍ୟକାରୀ କରି ପ୍ରଶଂସା ସାଉଁଟିପାରିଛନ୍ତି । ମୁଖ୍ୟମନ୍ତ୍ରୀ ଓ ତାଙ୍କ ପରାମର୍ଶଦାତାଙ୍କ ସହ ସମନ୍ୱୟ ରକ୍ଷା କରି କାର୍ୟ୍ୟ କରିବାରେ ଶ୍ରୀ ଜେନା ମଧ୍ୟ ସକ୍ଷମ ହୋଇଛନ୍ତି । 

ମୁଖ୍ୟ ଶାସନ ସଚିବ ପଦବି ନିମନ୍ତେ ୧୯୮୭ ଓ ୧୯୮୮ ବ୍ୟାଚ୍‌ର ବହୁ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଅଛନ୍ତି । ଜି.ଭି. ଭେନୁଗୋପାଳ ଶର୍ମା, ତୁହିନକାନ୍ତ ପାଣ୍ଡେ, ନିକୁଂଜ ସୁନ୍ଦରରାୟ, ରାଜକୁମାର ଶର୍ମା, ରାଜେଶ ବର୍ମା, ସି.ଜେ. ଭେନୁଗୋପାଳ ଓ ପ୍ରଦୀପ୍ତ ମହାପାତ୍ର ପ୍ରମୁଖଙ୍କ ନାଁ ବରିଷ୍ଠତା ତାଲିକାରେ ରହିଛି । ସେମାନଙ୍କ ମଧ୍ୟରୁ ରାଜେଶ ବର୍ମା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କାର୍ୟ୍ୟ କରିଥିଲେ । ସେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ।

Powered by Froala Editor

Tags Pradeep kumar jena

Related articles Odisha News Lens 4.1

  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ

    14704
    Jul 15, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13700
    Jul 16, 2026
  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15276
    Jul 15, 2026
  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...
    ଦେଶ-ଦେଶାନ୍ତର

    ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...

    15030
    Jul 15, 2026
  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14396
    Jul 15, 2026
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି
    ଦେଶ-ଦେଶାନ୍ତର

    ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14217
    Jul 14, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ
    ବିଶେଷ

    ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13814
    Jul 15, 2026
  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା
    ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13889
    Jul 15, 2026
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ
    ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14970
    Jul 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13889
    Jul 15, 2026
  • ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ

    14704
    Jul 15, 2026
  • ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14970
    Jul 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16979
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17589
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17642
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18043
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13814
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14605
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14890
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15641
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15748
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15797
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13746
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14662
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15850
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15452
    Jul 15, 2026
  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13889
    Jul 15, 2026
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14970
    Jul 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In