Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

ରାଜ୍ୟ
Home ›› ରାଜ୍ୟ ››ବିଶ୍ଵ ଅଙ୍ଗ ଦାନ ଦିବସ : ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି

ବିଶ୍ଵ ଅଙ୍ଗ ଦାନ ଦିବସ : ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି

2022-08-13 17:07:04
15605
Share:
Facebook
Twitter
E-Mail
WhatsApp
Telegram
ବିଶ୍ଵ ଅଙ୍ଗ ଦାନ ଦିବସ : ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି।

 ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ଶ୍ରୀ ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।

ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି। ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର। 2020 ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ଛ ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଅ ଟି ଜୀବନ ରକ୍ଷା କରି ଥିବାରୁ , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ।

ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି। ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ।

ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର  ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

NHM ର ନିର୍ଦେଶକ ବ ସ୍ବାଗତ ଭାଷଣ ଦେଇଥିଲେ ଓ DMET  ଧନ୍ୟବାଦ୍ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ  ସଚିବ , ଉନ୍ନୟନ କମିଶନର  ଓ ବରିଷ୍ଠ ଅଧିକାରୀ  ମାନେ ଉପସ୍ଥିତ ଥିଲେ..

Powered by Froala Editor

Tags Chief minister, Naveen Patnaik, Odisha

Related articles Odisha News Lens 4.1

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13843
    Apr 01, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13604
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15322
    Apr 01, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14364
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15051
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14209
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15560
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14837
    Apr 02, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15135
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15135
    Apr 01, 2026
  • ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13843
    Apr 01, 2026
  • ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15322
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14837
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14243
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15714
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15401
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16150
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15306
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15036
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13834
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15560
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15322
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15462
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In