Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

  • ଘୋଷଯାତ୍ରା ପାଇଁ ...

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୪୮୮ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୪୮୮ କୋଭିଡ୍ ପଜିଟିଭ୍ ଚିହ୍ନଟ

2022-08-14 06:46:28
15249
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୪୮୮ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୨୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୨୬୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୯୬୭୭ ଜଣ ସୁସ୍ଥ ହୋଇଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    15086
    Jul 16, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13905
    Jul 16, 2026
  •  ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    13778
    Jul 16, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15346
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା
    ଦେଶ-ଦେଶାନ୍ତର

    ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    15045
    Jul 16, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    14985
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13520
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15088
    Jul 16, 2026
  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା
    ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13881
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15346
    Jul 16, 2026
  • ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13520
    Jul 16, 2026
  • ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    13778
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16980
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17643
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18044
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14040
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14633
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14917
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15666
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15773
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15833
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13780
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15853
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    15086
    Jul 16, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    13905
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14915
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In