Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

Home ›› ››ଏରସମାରେ ସର୍ବାଧିକ ବର୍ଷା ରେକର୍ଡ

ଏରସମାରେ ସର୍ବାଧିକ ବର୍ଷା ରେକର୍ଡ

2022-08-14 06:53:22
13975
Share:
Facebook
Twitter
E-Mail
WhatsApp
Telegram
ଏରସମାରେ ସର୍ବାଧିକ ବର୍ଷା ରେକର୍ଡ

ଜଗତସିଂପୁର : ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସମୁଦ୍ର ମଧ୍ୟରେ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଉପକୂଳ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଅବପାତରେ ପରିଣତ ହେବା ପରେ ଦୁର୍ବଳ ହେବ। ଆସନ୍ତା ୨୪ ଘଣ୍ଟା ଯାଏଁ ଲଗାଣ ବର୍ଷା, ବନ୍ୟା ଆଶଙ୍କା ।
୧୦ ଜିଲ୍ଲାକୁ ରେଡ୍ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂପୁର ଜିଲ୍ଲାର ପ୍ରାୟ ସମସ୍ତ ସ୍ଥାନରେ ୧୦୦ ମିମି ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏରସମା ଠାରେ ସର୍ବାଧିକ ବର୍ଷା ୨୧୫ ମିମି ରେକର୍ଡ ହୋଇଛି । ସୁନ୍ଦଗଡ଼ ହେମଗିରି ଠାରେ ୨୧୦.୪ ମିମି, ପୁରୀ ଅସ୍ତରଙ୍ଗ ଠାରେ ୧୬୮ମିମି ଓ ପୁରୀ ସହରରେ ୯୪ ମିମି ରେକର୍ଡ ହୋଇଛି ସେହିପରି ସମ୍ବଲପୁର ୧୪୬ , ହୀରାକୁଦ ୧୦୭.୬, ଗଜପତି ଜିଲ୍ଲା ଆର୍ ଉଦୟଗିରି ରେ ୧୦୪ ମିମି ବର୍ଷା ରେକର୍ଡ ହୋଇଛି ।

ହୀରାକୁଦ ଡ୍ୟାମରୁ ୩୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ଆଜି ଏହା କଟକ ଜିଲ୍ଲା ମୁଣ୍ଡଳି ଅତିକ୍ରମ କରିବ। ଆଜି ମୁଣ୍ଡଳି ଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ। ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ଜଳସ୍ତର  ୬୧୬.୫୬ ଫୁଟ୍ ରହିଛି। ଡ୍ୟାମ୍‌କୁ ୫,୪୧,୯୮୮ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୫,୬୧,୦୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଯଦି ଓଡ଼ିଶା ଓ ଛତିଶଗଡ଼ରେ ପ୍ରବଳ ବର୍ଷା ଜାରି ରହେ, ତା’ହେଲେ ଅଗଷ୍ଟ ୧୫ ବେଳକୁ ଛୋଟ ବନ୍ୟା ଆସିପାରେ। ତେଣୁ ମହାନଦୀ ଅବବାହିକା ଜିଲ୍ଲା ଗୁଡ଼ିକରେ ସଜାଗ ରହିଛନ୍ତି ସଂପୃକ୍ତ ଜିଲ୍ଲା ପ୍ରଶାସନ।

ଉପର ମୁଣ୍ଡରେ ବର୍ଷା ଯୋଗୁ ମହାନଦୀ ଫୁଲୁଥିବା ବେଳେ ତଳମୁଣ୍ଡରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ଗୋଟିଏ ପଟେ ଲଘୁଚାପ ଜନିତ ବର୍ଷା ଓ ଅନ୍ୟ ପକ୍ଷରେ ହୀରାକୁଦ ଡ୍ୟାମ୍‌ର ୩୪ଟି ଗେଟ୍ ଖୋଲା ଯାଇଥିବାରୁ ସୁବର୍ଣ୍ଣପୁର, ବୌଦ୍ଧ ସହିତ କଟକର ମୁଣ୍ଡଳି ଠାରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି।

Powered by Froala Editor

Tags Rain in ersama

Related articles Odisha News Lens 4.1

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15506
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15179
    Apr 01, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13606
    Apr 02, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14379
    Apr 02, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14247
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13886
    Apr 01, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13611
    Apr 02, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15366
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14882
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15366
    Apr 01, 2026
  • ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14247
    Apr 01, 2026
  • ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14379
    Apr 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14882
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14287
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15759
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15425
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16156
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼

    13611
    Apr 02, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15366
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13886
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In