Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

ରାଜ୍ୟ
Home ›› ରାଜ୍ୟ ››ତଳୁଆ ଅଞ୍ଚଳ ଜଳମଗ୍ନ

ତଳୁଆ ଅଞ୍ଚଳ ଜଳମଗ୍ନ

2022-08-14 08:51:00
14563
Share:
Facebook
Twitter
E-Mail
WhatsApp
Telegram
ତଳୁଆ ଅଞ୍ଚଳ ଜଳମଗ୍ନ

ବରଗଡ଼ : ହୀରାକୁଦ ଡ୍ୟାମ୍‌ରୁ ୩୪ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଥିବା ବେଳେ ତଳି ଅଞ୍ଚଳରେ ଛୋଟ ଧରଣର ବନ୍ୟା ଆଶଙ୍କା କରିଛି ଜଳ ସଂପଦ ବିଭାଗ। ଏତେ ସଂଖ୍ୟକ ଗେଟ୍ ଖୋଲା ଯାଇଥିବା ଯୋଗୁ ଅନେକ ତଳୁଆ ଅଞ୍ଚଳ ଜଳମଗ୍ନ ହୋଇଗଲାଣି। ତେବେ କେବଳ ତଳୁଆ ଅଞ୍ଚଳ ନୁହେଁ, ହୀରାକୁଦ ଜଳଭଣ୍ଡାରକୁ ଉପରମୁଣ୍ଡରୁ ଛତିଶଗଡ଼ରୁ ଅଧିକ ଜଳ ପ୍ରବେଶ କରୁଥିବା ବେଳେ ଏହାର ପଛୁଆ ପାଣିରେ ଅନେକ ଅଞ୍ଜଳ ଜଳମଗ୍ନ ହୋଇଛି।

ହୀରାକୁଦ ଜଳଭଣ୍ଡାରର ପଛୁଆ ପାଣିରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଚିଖିଲି, ଅନ୍ତରାଡି, ଘୁଘୁରାପାଲି, ବାରଙ୍ଗକୋଟ ଓ ବେନିଆପାଲି ଗାଁ ପ୍ରଭାବିତ ହୋଇଛି। ଏହି ସବୁ ଗାଁ ଗୁଡ଼ିକ ଜଳମଗ୍ନ ହୋଇଛି। ଘରେ ଘରେ ପାଣି ପଶିଯାଇଛି। ଏହି ସବୁ ଗାଁର ହଜାର ହଜାର ହେକ୍ଟର ଚାଷ ଜମି ମଧ୍ୟ ଜଳମଗ୍ନ ହୋଇଛି।
ଗାଁ ଗୁଡ଼ିକ ଜଳମଗ୍ନ ହୋଇଯାଇଥିବା ବେଳେ ଗ୍ରାମବାସୀ ନିଜ ଗୃହ ପାଳିତ ପଶୁଙ୍କୁ ନେଇ ବନ୍ୟା ଆଶ୍ରୟସ୍ଥଳୀକୁ ଚାଲି ଯାଉଛନ୍ତି। ବର୍ତ୍ତମାନ ମଧ୍ୟ ବରଗଡ଼ ଜିଲ୍ଲା ସହ ପଡ଼ୋଶୀ ଛତିଶଗଡ଼ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ତେଣୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢୁଛି।

ସୂଚନାଯୋଗ୍ୟ, ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ୬୧୬.୬୦ ଫୁଟ୍ ରହିଥିଲା। ଡ୍ୟାମ୍‌କୁ ୫,୭୯,୬୮ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୫,୬୦,୬୧୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

Powered by Froala Editor

Tags Rain

Related articles Odisha News Lens 4.1

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13746
    May 10, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13719
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14279
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13579
    May 11, 2026
  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    13996
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13296
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14439
    May 10, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    14966
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15531
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13746
    May 10, 2026
  • ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13296
    May 11, 2026
  • ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13871
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17519
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15958
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14504
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15464
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15211
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14011
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15392
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15132
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13946
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13746
    May 10, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13719
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14439
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In