Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ବିଶେଷ
Home ›› ବିଶେଷ ››ଥଣ୍ଡା କ୍ଷୀରରେ ଅଛି ଏହି ଖାସ୍ ଗୁଣ...

ଥଣ୍ଡା କ୍ଷୀରରେ ଅଛି ଏହି ଖାସ୍ ଗୁଣ...

2022-08-15 02:58:02
15281
Share:
Facebook
Twitter
E-Mail
WhatsApp
Telegram
ଥଣ୍ଡା କ୍ଷୀରରେ ଅଛି ଏହି ଖାସ୍ ଗୁଣ...

ଆମେ ସମସ୍ତେ ଜାଣୁ କ୍ଷୀର ଆମ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ। କାରଣ ଏଥିରେ କ୍ୟାଲସିୟମ ବ୍ୟତୀତ ଏପରି ଅନେକ ପୋଷକ ତତ୍ତ୍ୱ ମଧ୍ୟ ମିଳିଥାଏ, ଯାହା ଆମ ହାଡ ସହିତ ସମଗ୍ର ଶରୀର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ କ୍ଷୀରକୁ ଆମେ ଅନେକ ଉପାୟରେ ପିଇଥାଉ। ଯେପରି ଛୋଟ ପିଲା ଏବଂ ନବଜାତ ଶିଶୁକୁ ଉଷୁମ କିମ୍ବା ହାଲୁକା ଉଷୁମ କ୍ଷୀର ଦେବା ଅଧିକ ଲାଭଦାୟକ ବୋଲି ବିବେଚନା କରାଯାଏ। ସେହିପରି ବଡମାନଙ୍କୁ ଗରମ କ୍ଷୀର ପିଇବାକୁ ପରାମର୍ଶ ଦିଆଯାଏ। କିନ୍ତୁ କେତେକ ପରିସ୍ଥିତିରେ ଥଣ୍ଡା କ୍ଷୀର ପିଇବା ଆପଣଙ୍କ ପାଇଁ ଲାଭଦାୟକ ମଧ୍ୟ ହୋଇଥାଏ। ଥଣ୍ଡା କ୍ଷୀରକୁ ଆପଣ ମିଲ୍କ ସ୍ମୁଦି, ମିଲ୍କ ସେକ୍, କୋଲ୍ଡ କଫି ଭାବରେ ପିଇଥିବେ, କିନ୍ତୁ ଆପଣ ଜାଣନ୍ତି କି ଥଣ୍ଡା କ୍ଷୀର ପିଇବା ଆପଣଙ୍କ ପାଇଁ କେତେ ଲାଭଦାୟକ ହୋଇପାରେ?

ଥଣ୍ଡା କ୍ଷୀରରେ କ’ଣ ଖାସ୍ ଅଛି :

ବିଶେଷଜ୍ଞଙ୍କ ଅନୁଯାୟୀ, ଥଣ୍ଡା କ୍ଷୀରରେ ପୋଟାସିୟମ୍, ଫସଫରସ୍, ଭିଟାମିନ୍ ଏବଂ କ୍ୟାଲସିୟମ୍ ଭଳି ଅନେକ ପୋଷକ ତତ୍ତ୍ୱ ମିଳିଥାଏ, ଯାହା ଆମ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଥଣ୍ଡା କ୍ଷୀର ପିଇବାଦ୍ୱାରା ଆପଣଙ୍କ ଶରୀର ହାଇଡ୍ରେଟ୍ ରହିଥାଏ। ଏହା ସହିତ, ଆପଣ ଅନେକ ହଜମ ଜନିତ ସମସ୍ୟାରୁ ମଧ୍ୟ ମୁକ୍ତି ପାଆନ୍ତି। ଥଣ୍ଡା କ୍ଷୀର ପିଇବା ଦ୍ୱାରା ଆପଣ ଦୀର୍ଘ ସମୟ ପର୍ୟ୍ୟନ୍ତ ଭୋକିଲା ଅନୁଭବ କରନ୍ତି ନାହିଁ ଏବଂ ଆପଣ ଦିନସାରା ସତେଜ ଅନୁଭବ କରନ୍ତି।

ଥଣ୍ଡା କ୍ଷୀର ପିଇବା ଦ୍ୱାରା କିପରି ସ୍ୱାସ୍ଥ୍ୟକୁ ଫାଇଦା ମିଳିଥାଏ :

ଓଜନ କମିଥାଏ :

ଥଣ୍ଡା କ୍ଷୀର ପିଇବା ଦ୍ୱାରା ଓଜନ ହ୍ରାସ ହୋଇଥାଏ। ଯଦି ଆପଣ କମ୍ ଚର୍ବି ଥଣ୍ଡା କ୍ଷୀର ପିଅନ୍ତି, ତେବେ ଆପଣ ଦୀର୍ଘ ସମୟ ପର୍ୟ୍ୟନ୍ତ ଭୋକିଲା ଅନୁଭବ କରିବେ ନାହିଁ। ଏହା ବ୍ୟତୀତ କ୍ଷୀରରେ କ୍ୟାଲୋରୀ ପରିମାଣ ମଧ୍ୟ ବହୁତ କମ୍ ମିଳିଥାଏ । ତେଣୁ ଏହାକୁ ପିଇବା ଦ୍ୱାରା ଓଜନ ହ୍ରାସ ହେବାରେ ସାହାଯ୍ୟ ମିଳିଥାଏ।

ଚର୍ମ ପାଇଁ ଲାଭଦାୟକ :

ଥଣ୍ଡା କ୍ଷୀର ପିଇବା ଦ୍ୱାରା ଆପଣ ଚର୍ମ ସମ୍ବନ୍ଧୀୟ ଅନେକ ସମସ୍ୟାରୁ ମୁକ୍ତି ପାଆନ୍ତି। କାରଣ ଏହା ଆପଣଙ୍କ ତ୍ୱଚାକୁ ଏକ ପ୍ରାକୃତିକ ଚମକ ଦେଇଥାଏ। ଯଦି ଆପଣ ମୁହଁରେ ଥଣ୍ଡା କ୍ଷୀର ବ୍ୟବହାର କରିବେ, ତେବେ ଡ୍ରାଇ ସ୍କିନ୍‌ରୁ ମୁକ୍ତି ପାଇବେ। ଏଥି ସହିତ ଫାଇନ୍ ଲାଇନ୍ସ ସମସ୍ୟା ସହିତ ସହିତ ବ୍ରଣରରୁ ମଧ୍ୟ ଆରାମ ମିଳିଥାଏ।

ବ୍ଲଡ୍ ପ୍ରେସରକୁ ଠିକ୍ ରଖିଥାଏ :

ଆମେରିକୀୟ ହାର୍ଟ ଆସୋସିଏସନ ଅନୁଯାୟୀ, ଥଣ୍ଡା କ୍ଷୀରରେ ପ୍ରଚୁର ପୋଟାସିୟମ ମିଳିଥାଏ। ଯାହା ହୃଦ୍ ରୋଗ ସହିତ ରକ୍ତଚାପ ପାଇଁ ମଧ୍ୟ ଲାଭଦାୟକ ହୋଇଥାଏ। ସେଥିପାଇଁ ହଠାତ୍ ରକ୍ତଚାପ ହ୍ରାସ ହେଲେ ମିଠା ଥଣ୍ଡା କ୍ଷୀର ପିଇବା ଆରାମ ଦେଇଥାଏ।

Powered by Froala Editor

Tags Milk

Related articles Odisha News Lens 4.1

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13814
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13736
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14293
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13801
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14775
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13517
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14633
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15463
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14810
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15463
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13814
    Oct 15, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14633
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17185
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17879
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18250
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14775
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14622
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14728
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15730
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14404
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14293
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13980
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13897
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14293
    Oct 15, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15463
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In