Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

Home ›› ››ଆଜି ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଆଜି ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

2022-08-16 06:08:27
13999
Share:
Facebook
Twitter
E-Mail
WhatsApp
Telegram
ଆଜି ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବନ୍ୟା ମୁକାବିଲା ଲାଗି ତତ୍ପର ରାଜ୍ୟ ସରକାର । ଆଜି ଦିନ ୧୧ଟାରେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟାର ସ୍ଥିତି, ପ୍ରଶାସନର ପଦକ୍ଷେପ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ମହାନଦୀ ଫୁଲୁଥିବା ବେଳେ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବନ୍ୟା ଅବସ୍ଥା ସୃଷ୍ଟି ହେଲାଣି । ଏହାକୁ ନଜରରେ ରଖି ପ୍ରଶାସନ କ’ଣ ପଦକ୍ଷେପ ଗ୍ରହଣ କରିଛି, ରିଲିଫ କାର୍ୟ୍ୟ ଆଦି ସମ୍ପର୍କରେ ବୈଠକରେ ସମୀକ୍ଷା ହେବ । ଏହି ବୈଠକରେ ବହୁ ବରିଷ୍ଠ ପଦାଧିକାରୀ ଯୋଗଦେବେ । ବନ୍ୟାରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଆଦି ଜିଲ୍ଲା ଅଧିକ ପ୍ରଭାବିତ ହେବ । ପୁରୀ ଜିଲ୍ଲାର ଭାର୍ଗବୀ, ଲୁଣା, ଦୟା ଓ ଦେବୀ ନଦୀରେ ବନ୍ୟା ଆଶଙ୍କା ରହିଛି ।

ଅପରପକ୍ଷରେ ଆରଡ଼ି ଉପରମୁଣ୍ଡ ସମେତ ତଳମୁଣ୍ଡରେ ବୈତରଣୀ ଓ ସାଳନ୍ଦୀ ନଦୀର ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଫଳରେ ଚାନ୍ଦବାଲି ବ୍ଲକର ଆରଡି, ଓଳଗ, ନାନ୍ଦପୁର, ସୁନ୍ଦରପୁର ସହ ୪ଟି ପଞ୍ଚାୟତର ୨୨ଟି ଗାଁ ୩ଦିନ ହେଲା ବନ୍ୟା ଘେରରେ ରହିଛି । ବନ୍ୟାପାଣି ବଢ଼ୁଥିବାରୁ ବୋଡ଼କ ନିକଟରେ ଧୋଇଯାଇଛି ଆଖଣ୍ଡଳମଣି କୁଆଖିଆ ଏନ.ଏଚ ୨୦ର ୨ଶହ ମିଟର ରାସ୍ତା । ଯାତାୟତ ଠପ ହୋଇଥିବାରୁ ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି । ଆରଡି ଚାନ୍ଦବାଲି, ଆରଡି ମତୋ ରାସ୍ତାର ୩ରୁ ୪ଫୁଟ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଜଳବନ୍ଦୀ ୮ଟି ଗାଁ । ଦେଶି ଡଙ୍ଗା ସାହା ଭରଷା ପାଲଟିଛି । ଶହ ଶହ ଏକର ଚାଷଜମିରେ ଲହଡି ଭାଙ୍ଗୁଛି ପାଣି । ଧାମରା ନିକଟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ନିଷ୍କାସନ ହେଉନି ବନ୍ୟାଜଳ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14872
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14520
    Mar 25, 2026
  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13748
    Mar 25, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14240
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14067
    Mar 24, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15178
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14773
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14340
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14140
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14075
    Mar 24, 2026
  • ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13748
    Mar 25, 2026
  • ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14240
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14872
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14935
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13947
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15098
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15645
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14266
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14140
    Mar 25, 2026
  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14520
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14340
    Mar 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In