Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

ରାଜ୍ୟ
Home ›› ରାଜ୍ୟ ››ମହାନଦୀ ସମେତ ୪ ନଦୀରେ ବଢୁଛି ଜଳସ୍ତର

ମହାନଦୀ ସମେତ ୪ ନଦୀରେ ବଢୁଛି ଜଳସ୍ତର

2022-08-16 07:31:22
13563
Share:
Facebook
Twitter
E-Mail
WhatsApp
Telegram
ମହାନଦୀ ସମେତ ୪ ନଦୀରେ ବଢୁଛି ଜଳସ୍ତର

ଭୁବନେଶ୍ୱର: ମହାନଦୀ ସମେତ ୪ ନଦୀରେ ବଢୁଛି ଜଳସ୍ତର । ନରାଜରେ ବିପଦ ସଙ୍କେତ ଉପରେ ମହାନଦୀ ଜଳ ପ୍ରବାହିତ ହେଉଛି । ନରାଜରେ ବିପଦ ସଙ୍କେତ ୨୬.୪୧ ମିଟର, ଜଳସ୍ତର ୨୭.୧୫ ମି । ସେହିପରି ଆଳିପିଙ୍ଗଳରେ ଦେବୀ ନଦୀର ଜଳସ୍ତର ବୃଦ୍ଧି ପାଉଛି । ନିମାପଡାରେ କୁଶଭଦ୍ରା ନଦୀର ଜଳସ୍ତର ବଢୁଛି ।
ଆଖୁଆପଦାରେ ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ଜଳସ୍ତର । ଆଖୁଆପଦାରେ ବିପଦ ସଙ୍କେତ ୧୭.୮୩ ମିଟର । ବର୍ତ୍ତମାନ ଜଳସ୍ତର ୧୮.୩୦ ମିଟର ରହିଛି । ସେପଟେ, ମୁଣ୍ଡଳିରେ ବିପଦ ସଙ୍କେତ ଟପିଲା ମହାନଦୀ ଜଳସ୍ତର । ବିପଦ ସଙ୍କେତ ୯୭.୨୭ ଫୁଟ, ଜଳସ୍ତର ୯୭.୩୦ ଫୁଟ । ମୁଣ୍ଡଳିରେ ୧୧ଲକ୍ଷ ୬୦ହଜାର ୯୦୦ କ୍ୟୁସେକ ଜଳ ପ୍ରବାହିତ ।

ଅନ୍ୟପକ୍ଷରେ ପ୍ରଶାସନର ନିଦ ହଜାଇଲାଣି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଲଘୁଚାପଜନିତ ଲଗାଣ ବର୍ଷା ହେତୁ ହୀରାକୁଦର ଜଳସ୍ତର ବଢ଼ି ଚାଲିଥିବା ବେଳେ ମହାନଦୀ ବି ଫୁଲୁଛି। ମହାନଦୀରେ ବନ୍ୟା ଆସିବା ଫଳରେ କଟକ ବାଙ୍କୀ ଅଞ୍ଚଳ ପ୍ରଭାବିତ ହୋଇଛି । ଏହାବାଦ କୁଜଙ୍ଗ ଜୟଶଙ୍ଖପୁରଠାରେ ମହାନଦୀରେ ୭୦ ଫୁଟର ଘାଇ ସୃଷ୍ଟି ହୋଇଛି।
ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍ ଟପିଛି । ଜଳସ୍ତର ସକାଳେ ୬୨୫.୦୪ ଫୁଟ୍ ରହିଛି। ହୀରାକୁଦ ଡ୍ୟାମ୍‌ ଭିତରକୁ ପ୍ରତି ସେକେଣ୍ଡରେ ୭ ଲକ୍ଷ ୮୫ ହଜାର ୨୯୧ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୪ ଲକ୍ଷ ୩୪ ହଜାର ୮ କ୍ୟୁସେକ୍‌ ଜଳ । ଗତକାଲି ହୀରାକୁଦର ୩୪ ଗେଟ୍‌ ଖୋଲାଥିବା ବେଳେ ତଳ ମୁଣ୍ଡରେ  ବନ୍ୟା ନିୟନ୍ତ୍ରଣ ପାଇଁ ୮ଟି ଗେଟ୍‌ ବନ୍ଦ କରାଯାଇଥିଲା। ତେଣୁ ବର୍ତ୍ତମାନ ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି।

କୁଜଙ୍ଗ ଜୟଶଙ୍ଖପୁରଠାରେ ମହାନଦୀରେ ୭୦ ଫୁଟର ଘାଇ ସୃଷ୍ଟି ହୋଇଥିବା ବେଳେ ଜିଲାନାସୀ ଓ ମାଧପୁର ଭିତରକୁ ବନ୍ୟାଜଳ ମାଡ଼ି ଚାଲିଛି । ବଡ଼ବାଲିକଣି ନିକଟରେ ପାଇକା ନଦୀବନ୍ଧରେ ମଧ୍ୟ ଘାଇ ସୃଷ୍ଟି ହୋଇଥିବା ବେଳେ  ହଂସୁରା ନିକଟରେ  ମହାନଦୀ ବନ୍ଧ ଉପରେ ପାଣି ପ୍ରବାହିତ ହେଉଛି।

ମହାନଦୀ ଜଳସ୍ତର ବଢୁଥିବାରୁ ଆଠଗଡ଼ ଅଞ୍ଚଳର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ତିଗିରିଆ ପଞ୍ଚାୟତର ବହୁ ଗାଁ ଜଳମଗ୍ନ ହୋଇଛି।  ପ୍ରଶାସନ ପକ୍ଷରୁ ବୋଟ୍‌ରେ ଶୁଖିଲା ଖାଦ୍ୟ ପଠାଯିବାର ବ୍ୟବସ୍ଥା କରାଯାଉଛି । ସେହିଭଳି ଓସ୍ତିଆ ପଞ୍ଚାୟତର ଓସ୍ତିଆ ଗାଁ ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି ।
ଆଠଗଡ଼ ଅଞ୍ଚଳ ରାସ୍ତାରେ ବନ୍ୟାଜଳ ପ୍ରବାହିତ ହେଉଛି।
ଉତ୍ତରବାଙ୍କୀ ବ୍ଲକର ୫ଟି ପଞ୍ଚାୟତର ଅନେକ ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି ।  ଆଠଗଡ଼ ବ୍ଲକର ଧୁରଷିଆ ପଞ୍ଚାୟତର ଅନେକ ଅଞ୍ଚଳ ପାଣି ଘେରରେ ରହିଛି । ମହାନଦୀରେ ବନ୍ୟା ପାଣି ଯୋଗୁଁ ଅଂଶୁପା ହ୍ରଦ ମଧ୍ୟ ସଂପୂର୍ଣ୍ଣ ବୁଡ଼ିଯାଇଛି ।

ମହାନଦୀରେ ବନ୍ୟା ଆସିବା ଫଳରେ କଟକ ବାଙ୍କୀ ଅଞ୍ଚଳ ପ୍ରଭାବିତ ହୋଇଛି । ବାଙ୍କୀର କେତେକ ସ୍ଥାନରେ ବନ୍ୟା ଜଳ ପ୍ରବେଶ କରିଛି । ରଣ ନଈ ଓ ଚନ୍ଦ୍ରମା ନାଳ  ପାଣି ପଶି ବାଙ୍କୀ-ବୈଦେଶ୍ୱର ରାସ୍ତା ଜଳମଗ୍ନ ହୋଇଛି । ଫଳରେ କଇଁମୁଣ୍ଡି ଓ ଶୁଖୁଆଖେଳା ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବନ୍ୟା ଯୋଗୁଁ ବାଙ୍କୀ-କଟକ ରାସ୍ତାର ଚାରିଘରିଆ ଅଞ୍ଚଳର ଶହ ଶହ ହେକ୍ଟର ଜମିରେ ପରିବା ଚାଷ ନଷ୍ଟ ହେବା ଆଶଙ୍କା କରାଯାଇଛି । କଟକ-ବାଙ୍କୀ ମୁଖ୍ୟ ରାସ୍ତା ଉପରେ ମହାନଦୀର ବନ୍ୟାଜଳ ପ୍ରବାହିତ ହେଉଛି। କାଇମୁଣ୍ଡି-ପାଥପୁର ମଝି ଗଡ଼ାଣିରେ ରାସ୍ତାରେ ୨ ଫୁଟ ପାଣି ପ୍ରବାହିତ ହେଉଥିବା ଯାତାୟାତ ବାଧାପ୍ରାପ୍ତ ହୋଇଛି। ପାଣି ବଢ଼ୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।

Powered by Froala Editor

Tags Flood

Related articles Odisha News Lens 4.1

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15374
    Jul 27, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13726
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13661
    Jul 26, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13658
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13598
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14359
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    14986
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13466
    Jul 27, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13389
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14359
    Jul 27, 2026
  • ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13658
    Jul 27, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    14986
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17000
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17606
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18059
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15724
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15376
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16034
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14285
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14559
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15753
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15926
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15298
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13899
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିକା ପଡିବ ସୁନାର ଚମକ

    13598
    Jul 27, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13389
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13661
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In