Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୃତ୍ୟାଙ୍ଗନାଙ୍କ ସହ ଉଲଗ୍ନ ହୋଇ ସ୍ୱିମିଂ ପୁଲରେ ସନ୍ତରଣ କରୁଥିଲେ ବିଲ ଗେଟସ

ନୃତ୍ୟାଙ୍ଗନାଙ୍କ ସହ ଉଲଗ୍ନ ହୋଇ ସ୍ୱିମିଂ ପୁଲରେ ସନ୍ତରଣ କରୁଥିଲେ ବିଲ ଗେଟସ

2021-05-12 07:26:30
14791
Share:
Facebook
Twitter
E-Mail
WhatsApp
Telegram
ନୃତ୍ୟାଙ୍ଗନାଙ୍କ ସହ ଉଲଗ୍ନ ହୋଇ ସ୍ୱିମିଂ ପୁଲରେ ସନ୍ତରଣ କରୁଥିଲେ ବିଲ ଗେଟସ

ନୂଆଦିଲ୍ଲୀ: ସାରା ବିଶ୍ୱକୁ ଚମକାଇ ଦେଇଥିବା ଖବର ମାଇକ୍ରୋସଫଟ ମୁଖ୍ୟ ବିଲ ଗେଟସ ଓ ପନôୀ ମେଲିଣ୍ଡା ଗେଟସଙ୍କ ବିବାହ ବିଚ୍ଛେଦ ଘୋଷଣା ହେବା ପରଠାରୁ ବିଲ ଗେଟସଙ୍କୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ବିଲଙ୍କ ଜୀବନୀ ଉପରେ ଦୁଇଟି ପୁସ୍ତକ ରଚନା କରିଥିବା ଜେମସ ୱାଲେସ କିଛି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । ସେ ଉଲଗ୍ନ ପାର୍ଟି ଆୟୋଜନ କରିବାକୁ ପସନ୍ଦ କରୁଥିଲେ । ବିବାହ ବିଚ୍ଛେଦ ପରେ ସେ ପୁଣି ସେଭଳି ପାର୍ଟି ଆୟୋଜନ କରିବା ଆରମ୍ଭ କରିଥାଇପାରନ୍ତି ବୋଲି ୱାଲେସ କହିଛନ୍ତି । ମାଇକ୍ରୋସଫ୍ଟ ଆରମ୍ଭ ହେବା ବେଳେ ବିଲ ଗେଟସ ଓ ତାଙ୍କ ସହକର୍ମୀମାନେ ପିଜ୍ଜା ଖାଇ ଦୁଇ ତିିନି ଦିନ ପର୍ଯ୍ୟନ୍ତ ସଫଟଓୟାର କୋଡ ଉପରେ କାମ କରୁଥିଲେ । ଏହା ପରେ ସେମାନେ ପାର୍ଟି ଆୟୋଜନ କରୁଥିଲେ । ସେମାନେ ସିଆଟଲରୁ ଷ୍ଟ୍ରିପ (ବସ୍ତ୍ର ଓହ୍ଲାଇ ଅଙ୍ଗ ପ୍ରଦର୍ଶନକାରୀ)ଙ୍କୁ ଆଣି ବିଲ୍ ଗେଟସଙ୍କ ଘରେ ପାର୍ଟି କରୁଥିଲେ । ସେ ସିଆଟଲରେ ଥିବା ନୁ୍ୟଡ ନାଇଟକ୍ଲବ ଯାଉଥିଲେ । ସେଠାରୁ ନୃତ୍ୟାଙ୍ଗନାମାନଙ୍କୁ ନିଜ ଘରକୁ ଆଣୁଥିଲେ ଏବଂ ନିଜ ବନ୍ଧୁମାନଙ୍କ ସହ ମିଶି ଉଲଗ୍ନ ହୋଇ ସେମାନଙ୍କ ସହ ନିଜ ଘର ଭିତରେ ଥିବା ସ୍ୱିମିଂ ପୁଲରେ ସନ୍ତରଣ କରୁଥିଲେ ବୋଲି ୱାଲେସ କହିଛନ୍ତି । ୧୯୮୮ରେ ମେଲିଣ୍ଡାଙ୍କ ସହ ଗେଟସ ସମ୍ପର୍କ ଯୋଡ଼ିବା ପଦକ୍ଷେପ ନେଇଥିଲେ । ତାଙ୍କୁ ଡେଟିଂ କରୁଥିବା ବେଳେ ମଧ୍ୟ ଗେଟସଙ୍କ ପୁରୁଣା ଅଭ୍ୟାସ ଜାରି ରହିଥିଲା । କାମରେ ମେଲିଣ୍ଡା ବାହାରକୁ ଯାଉଥିବା ବେଳେ ଗେଟସଙ୍କ ପୁରୁଣା ଅଭ୍ୟାସ ବାହାରୁଥିଲା । ମହିଳାମାନଙ୍କ ପ୍ରତି ଗେଟସଙ୍କ ଆସକ୍ତିକୁ ନେଇ ବିଲ ଓ ମେଲିଣ୍ଡାଙ୍କ ସମ୍ପର୍କ ଅନେକ ସମୟରେ ଖରାପ ସମୟ ଦେଇ ଗତି କରିଥିଲା । ଏକ ସମୟରେ ସେମାନେ ବର୍ଷକ ପର୍ଯ୍ୟନ୍ତ ପରସ୍ପର ସହ ମିଳାମିଶା କରିନଥିଲେ । କିନ୍ତୁ ୧୯୯୨ରେ ସେମାନେ ପୁଣି ଏକତ୍ର ହୋଇଥିଲେ ଏବଂ ସେମାନଙ୍କ ସମ୍ପର୍କ ଅଧିକରୁ ଅଧିକ ମଜଭୂତ ହୋଇଥିଲା । ବିଲ ଓ ମେଲିଣ୍ଡା ଗେଟସଙ୍କ ବିବାହ ବିଚ୍ଛେଦ ଘୋଷଣା ଅକସ୍ମାତ ନଥିଲା । ୨୦୧୯ରୁ ଏନେଇ ଉଦ୍ୟମ ଆରମ୍ଭ ହୋଇଥିଲା । ବିଲ୍ ଗେଟସଙ୍କ ପତ୍ନୀ ମେଲିଣ୍ଡା ୨୦୧୯ ଅକ୍ଟୋବରୁ ବିଭିନ୍ନ ଆଇନଜୀବୀଙ୍କୁ ଭେଟି ଏବିଷୟରେ ଆଲୋଚନା ଆରମ୍ଭ କରିଥିଲେ । ଦୋଷୀ ସାବ୍ୟସ୍ତ ହୋଇଥିବା ଯୌନ ଅପରାଧୀ ଜେଫ୍ରି ଏପଷ୍ଟିନଙ୍କ ସହ ବିଲ ଗେଟସଙ୍କ ସମ୍ପର୍କକୁ ନେଇ ମେଲିଣ୍ଡା ଖପ୍ପା ଥିଲେ । ଏପଷ୍ଟିନଙ୍କ ସହ ବିଲ୍ ଗେଟସ କୌଣସି ପ୍ରକାରରେ ଜଡ଼ିତ ରୁହନ୍ତୁ ତାହା ମେଲିଣ୍ଡା ଚାହୁନଥିଲେ । ୨୦୧୩ ପରଠାରୁ ବିଲ ଗେଟସ ଓ ଏପଷ୍ଟିନଙ୍କ ମଧ୍ୟରେ ଯୋଗାଯୋଗ ଆରମ୍ଭ ହୋଇଥିଲା । ଥରେ ସେ ଏପଷ୍ଟିନଙ୍କ ନୁ୍ୟୟର୍କ ଟାଉନହାଉସରେ ରାତ୍ରୀରେ ଅନେକ ସମୟ ପର୍ଯ୍ୟନ୍ତ ରହିଥିଲେ । ଯୌନ ଅପରାଧରେ ଗିରଫ ହୋଇ ବିଚାରାଧୀନ କଏଦୀ ଭାବେ ଜେଲରେ ଏପଷ୍ଟିନଙ୍କ ଦେହାନ୍ତ ହୋଇଥିଲା ।

Powered by Froala Editor

Tags Bill gates

Related articles Odisha News Lens 4.1

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13977
    Aug 23, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15693
    Aug 22, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15084
    Aug 23, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15329
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13819
    Aug 23, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15765
    Aug 22, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14149
    Aug 23, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15572
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15440
    Aug 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15440
    Aug 23, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14149
    Aug 23, 2026
  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13977
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15513
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16044
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13965
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14989
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14760
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14005
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15329
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15084
    Aug 23, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14149
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In