Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ୯,୦୬୨ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ୯,୦୬୨ ନୂଆ ସଂକ୍ରମିତ ଚିହ୍ନଟ

2022-08-17 07:43:17
14679
Share:
Facebook
Twitter
E-Mail
WhatsApp
Telegram
ଦେଶରେ ୯,୦୬୨ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୯,୦୬୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଗୋଟିଏ ଦିନରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ ୧୫,୨୨୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୬,୫୪,୦୬୪ କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୦୫,୦୫୮ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୪୯% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୧୩୪ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୦୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୫,୯୦,୫୫୭ ଜଣଙ୍କୁ ଟିକା ଦିଆଯାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15860
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14850
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14531
    Jun 16, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15591
    Jun 17, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14665
    Jun 16, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15376
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15490
    Jun 17, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14320
    Jun 17, 2025
  • ଚାରିଧାମ ପାଇଁ  ହେଲିକପ୍ଟର ସେବା ପୁନଃ ଆରମ୍ଭ
    ଦେଶ-ଦେଶାନ୍ତର

    ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ଆରମ୍ଭ

    13528
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13489
    Jun 17, 2025
  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14531
    Jun 16, 2025
  • ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15376
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16668
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16972
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15498
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14320
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15490
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15860
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14531
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14754
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15378
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14486
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15707
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16337
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14850
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15860
    Jun 16, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ରିକ୍ରିଏସନ କରୁଛି ସିଲଂ ପୁଲିସ

    15591
    Jun 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In